Latest Odisha News
Browsing Category

କଳା ସଂସ୍କୃତି

ଆଜିଠାରୁ ଆରମ୍ଭ ପବିତ୍ର ଶ୍ରାବଣ ମାସ, ଜାଣନ୍ତୁ କାଉଡ଼ିଆ ଯାତ୍ରାର ମହତ୍ତ୍ୱ

ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ଶ୍ରାବଣ ମାସ । ହିନ୍ଦୁ ଧର୍ମ ଅନୁସାରେ ଶ୍ରାବଣ ମାସର ରହିଛି ବିଶେଷ ମହତ୍ବ । ଏହି ମାସଟି ବର୍ଷର ସବୁଠାରୁ ଶୁଭ ମାସ ମଧ୍ୟରୁ ଗୋଟିଏ ଭାବରେ ବିବେଚନା କରାଯାଏ । କୁହାଯାଏ, ଶ୍ରାବଣ ମାସ ଭଗବାନ ଶିବଙ୍କ ପ୍ରିୟ ମାସ ଅଟେ, ତେଣୁ ଏହି ମାସରେ ମହାଦେବଙ୍କୁ…

ଆଜି ରସଗୋଲା ଦିବସ : ମହାଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନ ଭଞ୍ଜନ କରିବେ ପ୍ରଭୁ ଶ୍ରୀଜଗନ୍ନାଥ

ଭୁବନେଶ୍ୱର : ଆଜି ରସଗୋଲା ଦିବସ । ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲାର ବେଶ ଗୁରୁତ୍ୱ ରହିଛି । ରଥଯାତ୍ରା ସମୟରେ ଅଭିମାନିନୀ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ଜଗନ୍ନାଥ ରସଗୋଲା ଖୋଇବା ବିଧି ହେଉଛି ବଡ଼ଦେଉଳର ୬୦୦ରୁ ଅଧିକ ବର୍ଷର ପୁରୁଣା ବିଧି । ସେଥିପାଇଁ ପ୍ରତିବର୍ଷ ନୀଳାଦ୍ରିବିଜେ ଦିନକୁ…

ଦ୍ବିତୀୟ ଶ୍ରୀକ୍ଷେତ୍ରରେ ନିଆରା ପରମ୍ପରା: ସୁନାବେଶରେ ସଜେଇ ହୋଇ ଦର୍ଶନ ଦେଲେ ମହାପ୍ରଭୁ

ବାରିପଦା : ଓଡ଼ିଶାର ଦ୍ବିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାରିପଦାର ଶ୍ରୀ ଶ୍ରୀ ହରିବଳଦେବ ଜୀଉ ମନ୍ଦିରରେ ଆଜି ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜ୍ଜିତ ହୋଇ ସୁନାବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ପୁରୀରେ ଶ୍ରୀଜୀଉମାନେ ଭକ୍ତଙ୍କୁ ରଥ…

ଶ୍ରୀରାଧା କଳାକୁଞ୍ଜର ତ୍ରୟୋଦଶ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର : ବିଶିଷ୍ଠ ଓଡ଼ିଶୀ ନୃତ୍ୟ ଗୁରୁ ମନୋରଞ୍ଜନ ପ୍ରଧାନଙ୍କ ଦ୍ୱାରା ପ୍ରତିଷ୍ଠିତ ଏବଂ ଗୁରୁ ମିନତୀ ପ୍ରଧାନଙ୍କ ଦ୍ୱାରା ପରିଚାଳିତ ଭୁବନେଶ୍ୱରର ଅଗ୍ରଣୀ ନୃତ୍ୟାନୁଷ୍ଠାନ ଶ୍ରୀରାଧା କଳାକୁଞ୍ଜର ତ୍ରୟୋଦଶ ବାର୍ଷିକ ଉତ୍ସବ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରଠାରେ…

ଜାଗୃତି ସାଂସ୍କୃତିକ ପରିଷଦର ଜାତୀୟ ନୃତ୍ୟ ମହୋତ୍ସବ ଉଦ୍ଘାଟିତ

ଭୁବନେଶ୍ୱର : ଜାଗୃତି ସାଂସ୍କୃତିକ ପରିଷଦ, ଭୁବନେଶ୍ଵର ଏବଂ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଦୁଇଦିନିଆ ଜାତୀୟ ନୃତ୍ୟ ମହୋତ୍ସବ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପରିସରରେ ଉଦ୍ଘାଟିତ ହୋଇଯାଇଛି। ଏହି ଉତ୍ସବର ପ୍ରଥମ ସନ୍ଧ୍ୟାରେ…

ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ ‘ଗୁହାରି’ ଉଦ୍‌ଘାଟିତ

ଭୁବନେଶ୍ୱର : ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଏକ ନିଆରା ଭକ୍ତି ଭାବାପନ୍ନ ସଙ୍ଗୀତ କାର୍ଯ୍ୟକ୍ରମ ‘ଗୁହାରି’ ଅତିରିକ୍ତ ମୁଖ୍ୟ ଶାସନ ସଚିବ…

ରଥଯାତ୍ରା ଅବସରରେ ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ 

ପୁରୀ : ପବିତ୍ର ରଥଯାତ୍ରା-୨୦୨୩ ଅବସରରେ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ସ୍ଥାନୀୟ ଭୋଳାନାଥ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ଫଟୋଚିତ୍ର ପ୍ରଦର୍ଶନୀ ଏବଂ ପରିସରରେ ଜାତୀୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ…

ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଯାପିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଭଞ୍ଜକଳା ମଣ୍ତପରେ ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଯାପିତ ହୋଇଛି । ଏହି ଉପଲକ୍ଷେ ବିଭାବରୀ ଫ୍ୟାଶନ ପକ୍ଷରୁ ଓଡିଆଣୀ ବେଶଭୂଷା ଉପରେ ସୁନ୍ଦର ପ୍ରଦର୍ଶନ କରାଯାଇଥିଲା । ଏହି ଅବସରରେ ବିଭାବରୀ ଫ୍ୟାଶନ ପକ୍ଷରୁ…

ଓଡ଼ିଶା ଶିଳ୍ପୀ ମହାସଙ୍ଘର କାରିଗର ସମାବେଶ

ଭୁବନେଶ୍ୱର : ଓଡ଼ିଶା ଶିଳ୍ପୀ ମହାସଂଘ ପକ୍ଷରୁ ସ୍ଥାନୀୟ ଜୟଦେବ ଭବନ ପରିସରରେ ଆୟୋଜିତ କାରିଗର ସମାବେଶରେ ହସ୍ତଶିଳ୍ପୀ ଓ ବୁଣାକାରଙ୍କୁ ଯଥାଶୀଘ୍ର ରାଜ୍ୟ ସରକାର ମାସିକ ଆର୍ଥିକ ସହାୟତା ପ୍ରଦାନ କରନ୍ତୁ, ବୋଲି ଓଡ଼ିଶା ଶିଳ୍ପୀ ମହାସଂଘ ଦାବୀ କରିଛି । ୨୦୧୯ ମସିହା ମାର୍ଚ୍ଚ ୫ ତାରିଖରେ…

ଶ୍ରୀ ଡ୍ୟାନ୍ସ ଏକାଡେମୀର ବାର୍ଷିକ ଉତ୍ସବ ‘ନୃତ୍ୟ ବିଳାସ’ ଆୟୋଜିତ

ଭୁବନେଶ୍ୱର : ପବିତ୍ର ଦେବ ସ୍ନାନ ପୂର୍ଣ୍ଣିମା ଅବସରରେ ଓଡ଼ିଶୀ ନୃତ୍ୟାନୁଷ୍ଠାନ ଶ୍ରୀ ଡ୍ୟାନ୍ସ ଏକାଡେମୀର ବାର୍ଷିକଉତ୍ସବ 'ନୃତ୍ୟ ବିଳାସ' ସ୍ଥାନୀୟ ଉତ୍କଳ ରଙ୍ଗମଞ୍ଚରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭଣ୍ଡାରୀପୋଖରୀର ବିଧାୟକ ପ୍ରଫୁଲ୍ଲ ସାମଲ, ତ୍ରିଧାରାର ନିର୍ଦ୍ଦେଶକ ତଥା…