Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ମାଣବସା ଗୁରୁବାର: ଜାଣନ୍ତୁ ଦେବୀଲକ୍ଷ୍ମୀଙ୍କର ଅନ୍ୟ ନାମ…

ଭୁବନେଶ୍ଵର: ଆମ ଓଡ଼ିଆଙ୍କ ପରମ୍ପରା ବିଷୟରେ କାହାକୁ ବା ଜଣା ନାହିଁ। ଏଠାରେ ପ୍ରତିଟି ପର୍ବ ପର୍ବାଣୀ କୁ ଖୁବ ଖୁସିର ସହ ଲୋକ ପାଳନ କରିଥାନ୍ତି। ପ୍ରତିଟି ମାସରେ ଏଠାରେ କିଛି ନା କିଛି ପୂଜା ପାଳନ କରାଯାଏ। ସେଥିମଧ୍ୟରୁ ମାଣବାସା ଏକ । ମାଣବସା ଗୁରୁବାର ଓଷା ମାଣ ଓଷା ନାମରେ ମଧ୍ୟ…

ଅଟୋକୁ ଧକ୍କା ଦେଲା ବିଧାୟକଙ୍କ ଗାଡି଼, ୪ ଆହତ

ବ୍ରହ୍ମପୁର: ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠୀଙ୍କୁ ନେଇ ଯାଉଥିବା ଗାଡି ସୋମବାର ଖୋର୍ଦ୍ଧା ଜିଲ୍ଲାର ବଡପୋଖରିଆ ଅଞ୍ଚଳରେ ଏକ ଅଟୋରିକ୍ସାକୁ ଧକ୍କା ଦେଇଛି। ଫଳରେ ୪ ଜଣ ଆହତ ହୋଇଛନ୍ତି। ସୂଚନାନୁସାରେ, ୧୬ ନଂ ଜାତୀୟ ରାଜପଥର ବଡପୋଖରିଆ ଛକ ନିକଟରେ ଏସୟୁଭି ଅଟୋରିକ୍ସାକୁ ଧକ୍କା ଦେଇଥିଲେ…

୯ ଜିଲ୍ଲାରେ ଗଞ୍ଜେଇ ଚାଷ, ୨୪ ଦିନରେ ନଷ୍ଟ ହେଲାଣି ୨୩୭୫ ଏକର ଜମି

ଭୁବନେଶ୍ବର: ରାଜ୍ୟର ମୁଖ୍ୟତଃ ୯ଟି ଜିଲ୍ଲା ଗଞ୍ଜେଇ ଚାଷର କେନ୍ଦ୍ରବିନ୍ଦୁ ପାଲଟିଥିବା ବେଳେ ଏବେ ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ପୋଲିସ ପକ୍ଷରୁ ତତ୍ପରତା ଦେଖାଦେଇଛି । ଘଞ୍ଚ ଜଙ୍ଗଲ ଏବଂ ପାହାଡ଼ିଆ ଭୂମି ଯେପରିକି କନ୍ଧମାଳ, ବୌଦ୍ଧ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ…

୪ରେ ପୁରୀ ଆସିବେ ରାଷ୍ଟ୍ରପତି, ସୁରକ୍ଷା ଦାୟିତ୍ବରେ ୮୦ ପ୍ଲାଟୁନ ଫୋର୍ସ 

ପୁରୀ: ଆସନ୍ତା ଡ଼ିସେମ୍ବର ୪ରେ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁରୀ ବ୍ଲୁ ଫ୍ଲାଗ ବିଚ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଏଥିସହ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି।…

କିସ୍‍ ବିଶ୍ୱବିଦ୍ୟାଳୟର ୪ର୍ଥ ସମାବର୍ତ୍ତନ, ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଲେ…

ଭୁବନେଶ୍ୱର: କିସ୍‍ର ୪ର୍ଥ ସମାବର୍ତ୍ତନ ସମାରୋହ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ହରିକୃଷ୍ଣ ଏକ୍ସପୋର୍ଟସ ପ୍ରାଇଭେଟ୍‍ ଲିମିଟେଡର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶିଷ୍ଟ ଶିଳ୍ପପତି ଓ ସମାଜସେବୀ ପଦ୍ମଶ୍ରୀ ସାବଜୀ ଢ଼ୋଲକିଆ, ଡ. ବାତ୍ରା ଗ୍ରୁପ୍‍ ଅଫ୍‍ କମ୍ପାନୀ ସମୂହର…

‘ଓଡ଼ିଶା ପର୍ବ- ୨୦୨୪’ରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ‘ଓଡ଼ିଆ ସମାଜ’ ପକ୍ଷରୁ ଆୟୋଜିତ ଓଡିଶା ପର୍ବ–୨୦୨୪ର ଆଜି ଅନ୍ତିମ ଦିନ। ଆଜିର ଏହି ଉଦଯାପନୀ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ ଥର ପାଇଁ ମୁଖ୍ୟ ଅତିଥି ଭାବେ ସାମିଲ। ପ୍ରଧାନମନ୍ତ୍ରୀଙ୍କ ଆଗମନ ନେଇ ସରକାର,…

ଖୋଲିଲା ରହସ୍ୟ, ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ଆସିଛନ୍ତି ଯୁବତୀ ଜଣଙ୍କ

କଟକ: ଖୋଲିଲା ବାଂଲାଦେଶରୁ ଓଡ଼ିଶାକୁ ଯୁବତୀ ଚାଲାଣର ରହସ୍ୟ । କଟକରୁ ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣାର ପର୍ଦ୍ଦାଫାସ କରିଛନ୍ତି ଡିସିପି । ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ଯୁବତୀ ଜଣଙ୍କ ଆସିଛନ୍ତି ବୋଲି କହିଛନ୍ତି ଡିସିପି । ତେବେ ଏନେଇ ବାଂଲାଦେଶ ଏମ୍ବାସୀକୁ ସରକାରୀ ସ୍ତରରେ ଜଣାଯିବ ।…

ଖାତାକୁ ଗଲା ସୁଭଦ୍ରାର ତୃତୀୟ ଦଫା ଟଙ୍କା

ସୁନ୍ଦରଗଡ: ପୁଣି ଖାତାକୁ ଗଲା ସୁଭଦ୍ରାର କିସ୍ତି । ବାଦ୍ ପଡିଥିବା ଯୋଗ୍ୟ ଆଉ ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆଜି ୫ ହଜାର ଟଙ୍କା ସୁଭଦ୍ରା ଟଙ୍କା ଚଢିଛି । ସୁଭଦ୍ରା ପ୍ରଥମ କିସ୍ତିର ତୃତୀୟ ଦଫା ଟଙ୍କା ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଆକାଉଣ୍ଟକୁ ସୁନ୍ଦରଗଡରେ ଆୟୋଜିତ…

ଜାନୁଆରୀ ୩୧ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା: ଆଇନ ମନ୍ତ୍ରୀ

ପୁରୀ: ଜାନୁଆରୀ ୩୧ ସୁଦ୍ଧା ରତ୍ନଭଣ୍ଡାର ମରାମତି କାମ ସରିବା ସହ ସରିବ ଗଣତି ମଣତି ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜିପିଏସ୍ ରିପୋର୍ଟରେ ଅନ୍ୟ କିଛି ସୁଡ଼ଙ୍ଗ ନଥିବା ନେଇ ସ୍ପଷ୍ଟ ହୋଇଛି । ସେହିପରି ଧାତବ ଦ୍ରବ୍ୟ ଥିବା ନେଇ ଯେଉଁ ପରିକଳ୍ପନା…

ସରିଲା ବାଲିଯାତ୍ରା, ଅସମ୍ଭାଳ ଭିଡକୁ ୨୫୦ କୋଟି ଟପିଲା ଏଥର ବେପାର

କଟକ: ସରିଛି ଐତିହାସିକ କଟକ ବାଲିଯାତ୍ରା । ଶନିବାର ଏସିଆର ସର୍ବବୃହତ୍‌ ମୁକ୍ତାକାଶ ବାଣିଜ୍ୟ ମେଳା କଟକ ବାଲିଯାତ୍ରା ଶେଷ ହୋଇଥିବା ବେଳେ, ଶେଷ ଦିନରେ ଛାତି ପିଟାପିଟି ଭିଡ ଦେଖିବାକୁ ମିଳିଥିଲା । ପାଖାପାଖି ୧୩ ଲକ୍ଷରୁ ଅଧିକ ଜନ ସମାଗମ ହୋଇଥିବା ବେଳେ ପୋଲିସଙ୍କ ନିୟନ୍ତ୍ରଣ ବାହାରେ…