Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଲୋକ ନୃତ୍ୟ ଓ ସଙ୍ଗୀତର କାର୍ଯ୍ୟକ୍ରମ ‘ବିହାଇଣ୍ଡ ଦ ଉଡ଼’ ଆୟୋଜିତ

ଭୁବନେଶ୍ୱର : ଲୁପ୍ତ ହୋଇଯାଉଥିବା ଲୋକ କଳା, ସଙ୍ଗୀତ ତଥା ନୃତ୍ୟ ଶୈଳୀକୁ ଉଜ୍ଜୀବିତ କରିବା ସଙ୍ଗେ ସଙ୍ଗେ ସେମାନଙ୍କ ସମୃଦ୍ଧି ଓ ବିକାଶ ପାଇଁ ସମ୍ମିଳିତ ପ୍ରୟାସ କରିବା ଦିଗରେ ଓଡ଼ିଶା ରାଜ୍ୟ ସରକାରଙ୍କ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ କଳିଙ୍ଗ କଳା କେନ୍ଦ୍ର ଟ୍ରଷ୍ଟ, ପୁନେର ମିଳିତ…

ଅକ୍ଟୋବର ୧୭ରୁ ଆୟୋଜିତ ହେବ ‘ସପ୍ତ-ରୂପମ୍’

ଭୁବନେଶ୍ୱର : ଅଗ୍ରଣୀ ନାଟ୍ୟାନୁଷ୍ଠାନ ନବୀନ ବର୍ଣ୍ଣାଳୀ ଥିଏଟର ଆନୁକୂଲ୍ୟରେ ପ୍ରଥମ ଥର ପାଇଁ ସ୍ଥାନୀୟ ଭଞ୍ଜକଳା ମଣ୍ଡପରେ ଅକ୍ଟୋବର ୧୭ ରୁ ୨୩ ପର୍ଯ୍ୟନ୍ତ ନାଟକ ଉତ୍ସବ ‘ସପ୍ତରୂପମ୍’ ଆୟୋଜିତ ହେବ । ସପ୍ତାହ ବ୍ୟାପି ହେବାକୁଥିବା ଏହି ଉତ୍ସବରେ ପ୍ରତ୍ୟହ ଗୋଟିଏ ନାଟକ ପରିବେଷିତ ହେବ ।…

ନବଦୁର୍ଗା : ବ୍ରହ୍ମଚାରିଣୀ ରୂପରେ ଦର୍ଶନ ଦେଉଛନ୍ତି ମା’

ଭୁବନେଶ୍ଵର: ଆରମ୍ଭ ହୋଇଯାଇଛି ଶାରଦୀୟ ନବରାତ୍ରୀ । ଆଜି ନବରାତ୍ରୀର ଦ୍ୱିତୀୟ ଦିନ । ନବରାତ୍ରୀର ନଅ ଦିନ ଯାକ ଦେବୀ ଦୁର୍ଗାଙ୍କ ନଅ ସ୍ୱରୂପଙ୍କୁ ପୂଜା କରିବାର ବିଧି ରହିଥିବା ବେଳେ ଆଜି ମାଙ୍କର ଦ୍ୱିତୀୟ ସ୍ୱରୂପ ବ୍ରହ୍ମଚାରିଣୀଙ୍କ ପୂଜା କରାଯାଉଛି । ଏଠାରେ ବ୍ରହ୍ମ ଶଦ୍ଦ ର ଅର୍ଥ…

ଷୋଡ଼ଶ ଉପଚାରରେ କମ୍ପୁଛି ଶକ୍ତିପୀଠ: ଗଡ଼ିଛି ମା ବିରଜାଙ୍କର ରଥ, ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ

ଯାଜପୁର: ଆରମ୍ଭ ହୋଇଛି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା' ବିରଜାଙ୍କ ନବଦିନାତ୍ମକ ରଥଯାତ୍ରା । ମା ବିରଜାଙ୍କର ନବଦିବସୀୟ ରଥଯାତ୍ରା ପାଇଁ ଉତ୍ସବ ମୁଖର ସମଗ୍ର ଅଞ୍ଚଳ । ଏହି ଅବସରରେ ବଢ଼ି ଭୋରୁ ମାଙ୍କୁ ପବିତ୍ର ବୈତରଣୀ ଜଳରେ ସ୍ନାନ କରାଯିବା ପରେ ମାଙ୍କ ମୁଖ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ…

ଶକ୍ତିପୀଠର କାହାଣୀ: ତାଳଚେରର ଅଧିଷ୍ଟାତ୍ରୀ ଦେବୀ ଅଗ୍ନିସ୍ବରୂପା ମା ହେଙ୍ଗୁଳା

ଭୁବନେଶ୍ଵର: ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ରୀ ପୂଜା । ଏହି ନବଦିନାତ୍ମକ ପୂଜାରେ ନଅ ଦିନ ଧରି ବିଭିନ୍ନ ରୂପରେ ପୂଜା ପାଇବେ ଆଦିଶକ୍ତି ମାଆ ଦୁର୍ଗା । ଆଶ୍ୱିନ ଶୁକ୍ଳ ପ୍ରତିପଦାରୁ ନବମୀ ପର୍ଯ୍ୟନ୍ତ ମାଆ ଜଗଦଜନନୀଙ୍କ ନବମୀ ପୂଜା ଅନୁଷ୍ଠିତ ହୋଇଥାଏ। ଏହି ନଅ ଦିନ ମା' ଶୈଳପୁତ୍ରୀ,…

ନବରାତ୍ରୀ ୨୦୨୩: ନୂଆପଡା ଇଷ୍ଟଦେବୀ ମାଁ ସମଲେଶ୍ବରୀ ଓ ଗଡ଼ଦେବୀ ମାଁ ରକ୍ତାମ୍ବରୀଙ୍କ ପୀଠରେ ନବଦିନାତ୍ମ ପୂଜା

ନୂଆପଡା: ଆରମ୍ଭ ହୋଇଯାଇଛି ପାର୍ବଣ ଋତୁ । ବିଭିନ୍ନ ଶକ୍ତିପୀଠ ଗୁଡିକରେ ମା’ଙ୍କ ଶାରଦୀୟ ନବଦିନାତ୍ମ‌‌‌ ପୂଜା ଆରମ୍ଭ ହୋଇଯାଇଛି। ନୂଆପଡା ଜିଲ୍ଲାର ପୁରୁଣା ସହର ଖଡ଼ିଆଳ ଠାରେ ଇଷ୍ଟଦେବୀ ମାଁ ସମଲେଶ୍ବରୀ ଓ ଗଡ଼ଦେବୀ ମାଁ ରକ୍ତାମ୍ବରୀଙ୍କ ଠାରେ ନବଦିନାତ୍ମ‌‌‌ପୂଜାର୍ଚ୍ଚନା ଆରମ୍ଭ ହୋଇ…

ନବଦୁର୍ଗା : ଶୈଳପୁତ୍ରୀ ବେଶରେ ଦର୍ଶନ ଦେଉଛନ୍ତି ମା’

ଯା ଦେବୀ ସର୍ବ ଭୂତେଷୁ... ମାତୃ ରୁପେଣ ସଂସ୍ଥିତା... ନମସ୍ତସୈ ନମସ୍ତସୈ ନମସ୍ତସୈ ନମୋ ନମଃ.. ଭୁବନେଶ୍ଵର: ଆଜି ଠାରୁ ଆରମ୍ଭ ହୋଇଛି ଦୁର୍ଗେତି ନାଶିନୀ, ଜଗତ ଜନନୀ, ଶକ୍ତି ସ୍ବରୂପିଣି ମା' ଦୁର୍ଗାଙ୍କ ନବରାତ୍ରୀ ପୂଜା । ଏନେଇ ଚଳଚଞ୍ଚଳ ହୋଇ ଉଠିଛି ସମସ୍ତ ଶକ୍ତିପୀଠ । ନଅ ଦିନ…

ଶକ୍ତିପୀଠର କାହାଣୀ: ନରମୁଣ୍ଡମାଳ ଧାରିଣୀ ଅଷ୍ଟଭୁଜା ମା’ ଚର୍ଚ୍ଚିକା

ଭୁବନେଶ୍ଵର: ଶକ୍ତି ପୂଜାର ପରମ୍ପରା ଆମ ଦେଶରେ ଯୁଗଯୁଗ ଧରି ଚଳିଆସୁଅଛି । ଏହାର କାଳ ନିର୍ଣ୍ଣୟ କରିବା କଦାପି ସହଜସାଧ୍ୟ ନୁହେଁ । କିନ୍ତୁ ଦୁର୍ଗା ପୂଜାର ପରମ୍ପରା ସବୁଠାରୁ ଭିନ୍ନ । ମା'ଙ୍କ ଆଗମନରେ ଉତ୍ସବମୁଖର ହୋଇଉଠିଛି ପୁରପଲ୍ଲୀ । ପୀଠରେ ଚାଲିଛି ମାଆଙ୍କ ଷୋଡଶ ପୂଜା । ଚଳଚଞ୍ଚଳ…

ପ୍ରତିଶ୍ରୁତି ପାଳନ କରିବେ ମହାପ୍ରଭୁ, ଆଜିଠୁ ଶ୍ରୀମନ୍ଦିରରେ ଦୁର୍ଗାମାଧବଙ୍କ ଗୁପ୍ତଗୁଣ୍ଡିଚା ଯାତ୍ରା

ପୁରୀ: ଶାରଦୀୟ ଦୂର୍ଗା ଉତ୍ସବ ଅବସରରେ ଶ୍ରୀକ୍ଷେତ୍ରରେ ଆଜିଠୁ ମହାପ୍ରଭୁଙ୍କ ଗୁପ୍ତଗୁଣ୍ଡିଚା ଆରମ୍ଭ ହୋଇଛି । ଦୁର୍ଗାମାଧବ ଉପାସନାର ପ୍ରତୀକ ସ୍ୱରୂପ ଶ୍ରୀଜଗନ୍ନାଥ ଗୁପ୍ତଗୁଣ୍ଡିଚାରେ ମା ମହାଲକ୍ଷ୍ମୀ ସ୍ଵରୁପା ମା ଦୁର୍ଗାଙ୍କୁ ନେଇ ଦୋଳମଣ୍ଡପ ସାହି ସ୍ଥିତ ନାରାୟଣୀ ମନ୍ଦିରକୁ ବିଜେ…

ପବିତ୍ର ମହାଳୟା, ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି ମାଆ ସୁରେଶ୍ଵରୀ

ସୋନପୁର: ଆଜି ପବିତ୍ର ମହାଳୟା । ଆଶ୍ବିନ କୃଷ୍ଣ ଅମାବାସ୍ୟା ତିଥିରେ ସୋନପୁର ଗଡଜାତର ଇଷ୍ଟଦେବୀ ମାଆ ସୁରେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ଗଡ଼ଜାତର ମହାବଳୀ ପରମ୍ପରା ଅତି ପ୍ରାଚୀନ ହୋଇଥିବାବେଳେ ବଳୀଯାତ୍ରାରେ ଇଷ୍ଟଦେବୀ ବିଭିନ୍ନ ବେଶ ଧାରଣ କରି ମହାଳୟାରୁ ଦଶମୀ ତିଥି ଯାଏଁ…