Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ବୁଦ୍ଧ ଆର୍ଟ ଗ୍ୟାଲେରୀରେ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡ଼େମୀ ,ଓଡିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ନିଳାଦ୍ରୀ ବିହାର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀଠାରେ ଏକ ସମସାମୟିକ ଚିତ୍ର କଳା ପ୍ରଦର୍ଶନୀ ଧର୍ମପଦ ପୁରସ୍କାର ପ୍ରାପ୍ତ ଚିତ୍ରଶିଳ୍ପୀ ବଂଶୀଧର ପ୍ରତିହାରୀଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି…

ଦଶମ ଗୁରୁକୁଳ – ୨୦୧୩ ଉତ୍ସବର ଦ୍ଵିତୀୟ ଦିବସ

ସାକ୍ଷୀଗୋପାଳ : ବୀରଗୋବିନ୍ଦପୁର ସ୍ଥିତ ରାମହରି ଦାସ ଓଡ଼ିଶୀ ଗୁରୁକୁଳ ପକ୍ଷରୁ, ଗୁରୁକୁଳ ପରିସରରେ ଦଶମ ଗୁରୁକୁଳ - ୨୦୧୩ ଉତ୍ସବର ଦ୍ଵିତୀୟ ଦିବସ ଅବସରରେ ବିଶିଷ୍ଟ ବୀଣା ବାଦକ ଗୁରୁ କେ. ରାମରାଓ ପାତ୍ର ଏବଂ ବିଶିଷ୍ଟ ଲେଖକ ଆର୍ତତ୍ରାଣ ଶତପଥି ଅତିଥି ଭାବରେ ଯୋଗ ଦେଇଥିଲେ । ଏହି…

ଗୁରୁ କେଳୁଚରଣ ମହାପାତ୍ରଙ୍କ ୧୯ତମ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ଵର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ବିଶିଷ୍ଟ ଓଡ଼ିଶୀ ନୃତ୍ୟଗୁରୁ କେଳୁଚରଣ ମହାପାତ୍ରଙ୍କ ୧୯ତମ ଶ୍ରାଦ୍ଧ ଦିବସ ପାଳିତ ହୋଇ ଯାଇଛି । ଏହି ଅବସରରେ ଓଡ଼ିଶୀ ଗବେଷଣା କେନ୍ଦ୍ର ଛାତ୍ରୀ ସ୍ମୃତିରେଖା ପ୍ରତିହାରୀଙ୍କୁ ଗୁରୁ କେଳୁଚରଣ ସ୍ମୃତି ସମ୍ମାନ ପ୍ରଦାନ…

ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଓ ବିକାଶ ପରିଷଦର ଦ୍ୱିତୀୟ ବୈଠକ

ଭୁବନେଶ୍ୱର : ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଓ ବିକାଶ ପରିଷଦର ଦ୍ୱିତୀୟ ବୈଠକ, ପରିଷଦର ଅଧ୍ୟକ୍ଷ ସୁଦର୍ଶନ ସାହୁଙ୍କ ଅଧ୍ୟକ୍ଷତାରେ ହସ୍ତଶିଳ୍ପ ନିର୍ଦ୍ଦେଶାଳୟର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ତଥା…

ରାଜ୍ୟ ସ୍ତରୀୟ ଲୋକନୃତ୍ୟ ଓ ଲୋକ ସଙ୍ଗୀତ ମହୋତ୍ସବ ଉଦଯାପିତ     

ଭୁବନେଶ୍ୱର : ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଉତ୍କଳମଣ୍ଡପ ପରିସରରେ ଆୟୋଜିତ ୩ଦିନିଆ ରାଜ୍ୟସ୍ତରୀୟ ଲୋକନୃତ୍ୟ ଓ ଲୋକ ସଙ୍ଗୀତ ମହୋତ୍ସବ ଉଦଯାପିତ ହୋଇଛି । ଉଦଯାପନୀ କାର୍ଯ୍ୟକ୍ରମରେ ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ କୁମାର ସାମଲ, ଓଡ଼ିଶା…

ରାଜ୍ୟ ସ୍ତରୀୟ ଲୋକନୃତ୍ୟ ଓ ଲୋକ ସଙ୍ଗୀତ ମହୋତ୍ସବର ଦ୍ଵିତୀୟ ଦିବସ            

ଭୁବନେଶ୍ୱର : ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଉତ୍କଳ ମଣ୍ଡପ ପରିସରରେ ଆୟୋଜିତ ୩ଦିନିଆ ରାଜ୍ୟସ୍ତରୀୟ ଲୋକନୃତ୍ୟ ଓ ଲୋକସଙ୍ଗୀତ ମହୋତ୍ସବର ଦ୍ଵିତୀୟ ଦିନରେ ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

ପଥପ୍ରାନ୍ତ ନାଟକ ମାଧ୍ୟମରେ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର: ବସ୍ତି ଅଞ୍ଚଳର ଅଧିବାସୀମାନେ ପ୍ରାୟତଃ ସ୍ୱାସ୍ଥ୍ୟ ବିଷୟରେ ସଚେତନ ହୋଇ ନଥାନ୍ତି । ଏହି କଥାକୁ ଦୃଷ୍ଟିରେ ରଖି ବି.ଜି.ଭି.ଏସ୍‌.ର କଳାକାରମାନେ ନାଟକ ଓ ନୃତ୍ୟ ମାଧ୍ୟମରେ ସେମାନଙ୍କୁ ସଚେତନ କରିବା ପାଇଁ ପ୍ରୟାସ କରିଥିଲେ ।ଚାଇଲ୍ଡ ଫଣ୍ଡ ପକ୍ଷରୁ ଆୟୋଜିତ ଏହି ପଥପ୍ରାନ୍ତ ନାଟକ…

ଅପ୍ରେଲ ୨ ରୁ ୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଆୟୋଜିତ ହେବ ରାଜ୍ୟ ସ୍ତରୀୟ ଲୋକନୃତ୍ୟ ଓ ଲୋକ ସଙ୍ଗୀତ ମହୋତ୍ସବ

ଭୁବନେଶ୍ବର : ବିଲୁପ୍ତ ପ୍ରାୟ ଲୋକନୃତ୍ୟ ଓ ଲୋକସଙ୍ଗୀତର ପୁନରୁଦ୍ଧାର ଓ ପ୍ରଚାର ପ୍ରସାର ନିମନ୍ତେ ଆସନ୍ତା  ଅପ୍ରେଲ  ୨ ରୁ ୪  ତାରିଖ ପର୍ଯ୍ୟନ୍ତ  ତିନିଦିନ ଧରି ରାଜ୍ୟ ସ୍ତରୀୟ ଲୋକନୃତ୍ୟ ଓ ଲୋକସଙ୍ଗୀତ ମହୋତ୍ସବ, ସ୍ଥାନୀୟ ଉତ୍କଳମଣ୍ଡପଠାରେ ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

ଓଡ଼ିଶୀ ସଙ୍ଗୀତ ଉତ୍ସବ ଉଦ୍‌ଯାପିିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ 'ଓଡ଼ିଶୀ ସଙ୍ଗୀତ ଉତ୍ସବ' ଉଦଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ବରିଷ୍ଠ ଗାୟିକା ଶ୍ୟାମମଣି ଦେବୀ, ଗୁରୁ ଗୋପାଳ ଚନ୍ଦ୍ର ପଣ୍ଡା, ଓଡ଼ିଆ ଭାଷା,…

ରାଜ୍ୟ ସ୍ତରୀୟ ଶିଶୁ ଉତ୍ସବ ‘ମହକ’ ଉଦ୍‌ଘାଟିତ

ଭୁବନେଶ୍ୱର : ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ଓଡ଼ିଶା ରାଜ୍ୟ ଶିଶୁ ପ୍ରଯତ୍ନ ଅନୁଷ୍ଠାନର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍‌ଠାରେ ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ‘ମହକ’ ଉଦଘାଟିତ ହୋଇଯାଇଛି।ଏହି ଉତ୍ସବରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ୍‌…