Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ପିତୃପକ୍ଷରେ ଦାନ କରନ୍ତୁ ଏହି ୭ଟି ଚମତ୍କାରୀ ଜିନିଷ, ପାଇବେ ଶୁଭ ଫଳ…

ଭୁବନେଶ୍ଵର: ଗ୍ରହ ମାନଙ୍କର ରାଜା ସୂର୍ଯ୍ୟ ଯେବେ କନ୍ୟା ରାଶିକୁ ଚଳିଥାନ୍ତି ସେତେବେଳେ ମହାଳୟା ପକ୍ଷରେ ପିତୃପୁରୁଷଙ୍କୁ ଅତ୍ୟଧିକ କ୍ଷୁଧା ଲାଗିଥାଏ । ଏବଂ ଧର୍ମରାଜଙ୍କ ନିର୍ଦ୍ଦେଶ କ୍ରମେ ସେମାନେ ପୃଥିବି ପୃଷ୍ଠରେ ନିଜ ଘରକୁ ଆସିଥାନ୍ତି । ନିଜ ସନ୍ତାନ ମାନଙ୍କ ଦ୍ଵାରା ଦିଆଯାଇଥିବା…

ଆଜିଠୁ ପିତୃପକ୍ଷ: ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼

ପୁରୀ: ଆଜିଠୁ ଆରମ୍ଭ ହୋଇଛି ପିତୃପକ୍ଷ । ଆଶ୍ୱିନ ମାସର ପ୍ରଥମ ପକ୍ଷ "ପିତୃ ପକ୍ଷ" ନାମରେ ଜଣା । ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ "ପିତୃପର୍ବ" ମଧ୍ୟ କୁହାଯାଏ । ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ…

ପବିତ୍ର ଭାଗବତ ଜନ୍ମ: ଚଳଚଞ୍ଚଳ ନୀଳକନ୍ଦରର କୋଣଅନୁକୋଣ

ପୁରୀ: ଆଜି ପବିତ୍ର ଭାଗବତ ଜନ୍ମ ଓ ଇନ୍ଦୁପୂର୍ଣ୍ଣିମା । ଭାଦ୍ରବ ମାସ ପୂର୍ଣ୍ଣିମା ତିଥିରେ ଭାଗବତ ଜନ୍ମଦିନ ରୂପେ ପାଳନ କରାଯାଏ । ଏହି ଦିନ ଜଗନ୍ନାଥ ଦାସ ଭାଗବତ ଲେଖିବା ଆରମ୍ଭ କରିଥିବା କଥାରେ ଅଛି । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ପ୍ରତି ଗାଁ ଓ ସହର । ଏପଟେ ଭାଗବତ ଜନ୍ମ ଉପଲକ୍ଷେ ପୁରୀ…

ଆଜି ପବିତ୍ର ଭାଗବତ ଜନ୍ମ: ସମଗ୍ର ସୃଷ୍ଟି ଓ ଜୀବନ ରହସ୍ୟର ରହସ୍ୟମୟ ଗ୍ରନ୍ଥ ଶ୍ରୀମଦ୍ ଭାଗବତ ଶାସ୍ତ୍ର

ଆଜି ପବିତ୍ର ଭାଗବତ ଜନ୍ମ । ଭାଦ୍ରବ ମାସ ପୂର୍ଣ୍ଣିମା ତିଥିରେ ଭାଗବତ ଜନ୍ମଦିନ ରୂପେ ପାଳନ କରାଯାଏ । ଏହି ଦିନ ଜଗନ୍ନାଥ ଦାସ ଭାଗବତ ଲେଖିବା ଆରମ୍ଭ କରିଥିବା କଥାରେ ଅଛି । ଏହାକୁ ମଧ୍ୟ 'ଭାଗବତ ବଢ଼ା' ମଧ୍ୟ କୁହାଯାଏ । ଭାଗବତର ଆଧ୍ୟାତ୍ମିକ ଦିଗଟି ଯେତିକି ଗୁରୁତ୍ୱପୂର୍ଣ୍ଣ ତାଠାରୁ…

ମହାପୁରୁଷ ମହମ୍ମଦଙ୍କ ଜନ୍ମଜୟନ୍ତୀ, ଜାମା ମସଜିଦ ପକ୍ଷରୁ ଆୟୋଜିତ ହୋଇଛି ବିଶେଷ କାର୍ଯ୍ୟକ୍ରମ

ପାରାଦୀପ: ଆଜି ମହାପୁରୁଷ ମହମ୍ମଦଙ୍କ ୧୪୪୫ତମ ଜନ୍ମଜୟନ୍ତୀ । ମହାପୁରୁଷ ମହମ୍ମଦଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ ପାରାଦୀପ ଜାମା ମସଜିଦ ପକ୍ଷରୁ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ମୁସଲମାନ ଭାଇମାନେ ମସଜିଦ ପରିସରରେ ସମୂହ ପ୍ରାର୍ଥନା କରି ଏକ ଶାନ୍ତି ଶୋଭାଯାତ୍ରା କରି ମଧୁବନ କବରଖାନା…

ଆଦିବାସୀଙ୍କ ଅନନ୍ୟ ପରମ୍ପରା କରମଶୁଣି ପୂଜା, କୃଷି ଭିତ୍ତିକ ଏହି ପର୍ବର ମୁଖ୍ୟ ଆକର୍ଷଣ ସାଜେ କରମା ନାଚ

ସୁବର୍ଣ୍ଣପୁର: କାହିଁ କେଉଁ ଆବହାମାନ କାଳରୁ ପଶ୍ଚିମ ଓଡିଶାର ଆଦିବାସି ସମ୍ପ୍ରଦାୟର ଲୋକେ ପାଳନ କରୁଛନ୍ତି ମାଁ କରମଶୁଣି ପୂଜା । କୃଷି ଭିତ୍ତିକ ଏହି ପର୍ବ ପାଳନ କଲେ ବର୍ଷର ଫସଲ ଭଲ ହେବା ସହ ଧନ, ଜନ, ଗୋପ ଲକ୍ଷ୍ମୀ ଚର୍ତୁବର୍ଗ ପ୍ରାପ୍ତି ହେବାର ବିଶ୍ୱାସ ରହିଛି । ଏଥିପାଇଁ ଭାଦ୍ରବ ମାସ…

ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ନୂଆଖାଇ ଭେଟ୍‌ଘାଟ୍‌

ଭୁବନେଶ୍ୱର : ନୂଆଖାଇ ପର୍ବ ପାଳନର ସ୍ୱତନ୍ତ୍ରତା ତଥା ପ୍ରାଚୀନ ପରମ୍ପରାକୁ ଉଜ୍ଜୀବିତ କରିବା ପରିପ୍ରେକ୍ଷୀରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଆନୁକୂଲ୍ୟରେ ସ୍ଥାନୀୟ ରବିନ୍ଦ୍ରମଣ୍ଡପଠାରେ ନୂଆଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶାର…

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀକୃଷ୍ଣଙ୍କ ବାମନ ଜନ୍ମ ନୀତି, ସେପଟେ ରାଜନଅରରେ ପାଳନ ହେବ ସୁନିଆଁ ପର୍ବ

ପୁରୀ: ଭାଦ୍ରବ ମାସ ଶୁକ୍କପକ୍ଷ ଦ୍ୱାଦଶୀ ତିଥିରେ ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ସେପଟେ ରାଜନଅରରେ ଆଜି ରାତିରେ ସୁନିଆଁ ପର୍ବ ପାଳିତ ହେବ । ଗଜପତି ମହାରାଜାଙ୍କ ଶାସନର ନୂଆ ଅଙ୍କ ଓ ନୂଆ ବର୍ଷ ଆଜି ଠାରୁ ଆରମ୍ଭ ହୋଇଛି । ମହାରାଜଙ୍କ ଶାସନର ୬୬ ଅଙ୍କ ଓ ୧୪୩୧…

ଆରମ୍ଭ ହେବ ଗଜପତି ମହାରାଜାଙ୍କ ଶାସନର ନୂଆ ଅଙ୍କ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହେବ ପାର୍ଶ୍ୱ ପରିବର୍ତ୍ତନ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଯାଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବ । ଏହା ପରେ ଶ୍ରୀବିଗ୍ରହ ମାନଙ୍କୁ ନୂଆ ଲୁଗା…

ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା: ଅନ୍ତିମ ଦିବସରେ କଂସ ମହାରାଜଙ୍କୁ ବଦ୍ଧ କରିବେ ଶ୍ରୀକୃଷ୍ଣ

ପୁରୀ: କୃଷ୍ଣ ଜନ୍ମଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିବା ଶ୍ରୀକୃଷ୍ଣ ଲୀଳାର ଆଜି ହେଉଛି ଅନ୍ତିମ ଦିବସ । ଭାଦ୍ରବ ମାସ ଶୁକ୍ଳପକ୍ଷ ଦଶମୀ ତିଥିରେ କୃଷ୍ଣ ଲୀଳାର ଶେଷ ଦିବସରେ କଂସ ବଦ୍ଧ ବିଧି ସମ୍ପନ୍ନ ହେବ । ଆଜି ମହାରାଜ କଂସଙ୍କୁ ବଦ୍ଧ କରିବେ ଶ୍ରୀକୃଷ୍ଣ । ବଡ଼ଦାଣ୍ଡରେ ମହାପ୍ରଭୁଙ୍କ ଏହି…