Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

‘ଓଡ଼ିଶୀ ସଙ୍ଗୀତ ଉତ୍ସବ’ ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଆନୁକୂଲ୍ୟରେ 'ଓଡ଼ିଶୀ ସଙ୍ଗୀତ ଉତ୍ସବ' ଉତ୍କଳ ରଙ୍ଗମଞ୍ଚରେ ଉଦ୍‌ଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା…

ଓଡ଼ିଶୀ ଗବେଷଣା କେନ୍ଦ୍ରରେ ‘ଓଡ଼ିଶୀ ଆସର’

ଭୁବନେଶ୍ୱର : ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଆନୁକୂଲ୍ୟରେ 'ଉତ୍କଳ ରଙ୍ଗମଞ୍ଚ' ପ୍ରେକ୍ଷାଳୟରେ ଓଡ଼ିଶୀ ଆସର ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ ନିର୍ବାହୀ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ…

ରାଜ୍ୟ ସ୍ତରୀୟ ଲଉଡ଼ି ଲୋକନୃତ୍ୟ ଶୋଭାଯାତ୍ରା ଓ ନୃତ୍ୟ ଉତ୍ସବ     

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ,ଓଡିଶା ତରଫରୁ ଓଡିଶା ସଙ୍ଗୀତ ନାଟକ ଏକାଡେମୀ  ଆନୁକୂଲ୍ୟରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପଖଣ୍ଡ ଭୁବନ ବ୍ଲକର ଜିରାଳ ଗୋଠପଡ଼ିଆରେ ଏକ ବିଶାଳ ଲଉଡ଼ି ଲୋକନୃତ୍ୟ ଶୋଭାଯାତ୍ରା ଓ ରାଜ୍ୟସ୍ତରୀୟ ନୃତ୍ୟ ଉତ୍ସବ ଅନୁଷ୍ଠିତ…

୪ ଦିନିଆ ମହିଳା ଶିଳ୍ପୀ ଶିବିର ଉଦ୍‌ଯାପିତ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡ଼େମୀ,ଓଡିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ନୀଳାଦ୍ରୀ ବିହାର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀ ପରିସରରେ ଚାଲିଥିବା ୪ ଦିନିଆ ପାରମ୍ପରିକ କାଗଜ ମୁଖା ଓ କଣ୍ଢେଇ ପ୍ରସ୍ତୁତ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି ଶିବିରରେ ଶିଳ୍ପୀମାନଙ୍କ ଦ୍ୱାରା…

ହସ୍ତକଳା କ୍ଷେତ୍ରରେ ନୂତନ ଡିଜାଇନ ଓ ବିପଣନ ସମ୍ପର୍କିତ ଦିନିକିଆ କର୍ମଶାଳା ଆୟୋଜିତ

ଭୁବନେଶ୍ୱର : ନ୍ୟାସନାଲ ଡିଜାଇନ ସେଣ୍ଟର ଓ ବିକାଶ ଆୟୁକ୍ତ ଏବଂ ଭୁବନେଶ୍ୱର ସ୍ଥିତ ହ୍ୟାଣ୍ଡିକ୍ରାଫ୍ଟ ସର୍ଭିସ ସେଣ୍ଟରର ମିଳିତ ଆନୁକୂଲ୍ୟରେ ଓଡ଼ିଶାର ହସ୍ତକଳା କ୍ଷେତ୍ରରେ ନୂତନ ଡିଜାଇନ ଓ ବିପଣନ ସମ୍ପର୍କିତ ଏକ ଦିନିକିଆ କର୍ମଶାଳା ସ୍ଥାନୀୟ ଏକ ଘରୋଇ ହୋଟେଲରେ ଆୟୋଜିତ ହୋଇଯାଇଛି । ଏହି…

ବୁଦ୍ଧ ଆର୍ଟ ଗ୍ୟାଲେରୀରେ ପାରମ୍ପରିକ ଶିଳ୍ପୀ ଶିବିର ଉଦଘାଟିତ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡ଼େମୀ, ଓଡ଼ିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ସ୍ଥାନୀୟ ବୁଦ୍ଧ ଆର୍ଟ ଗ୍ୟାଲେରୀରେ ପାରମ୍ପରିକ କାଗଜ ମୁଖା, ଗୋବର କଣ୍ଢେଇ ଓ କାଠ କାଣ୍ଢେଇ ଶିଳ୍ପୀଙ୍କୁ ନେଇ ଏକ ନାରୀ ଶିଳ୍ପୀ ଶିବିର ଉଦ୍ଘାଟିତ ହୋଇଯାଇଛି । ୩୧ ଜଣ ମହିଳା ଶିଳ୍ପୀଙ୍କୁ ନେଇ…

୨୨ରୁ ପୁରୀରେ ଅନୁଷ୍ଠିତ ହେବ ଜାତୀୟ ନାଟକ ମହୋତ୍ସବ

ପୁରୀ : ରଙ୍ଗଶାଳା ଆନୁକୁଲ୍ୟରେ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ଆସନ୍ତା କଲି ଅର୍ଥାତ ୨୨ତାରିଖରୁ ତ୍ରୟୋଦଶ ତମ ଜାତୀୟ ନାଟକ ମହୋତ୍ସବ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି । ଏହି ଅବସରରେ ଦେବାନନ୍ଦ ନାୟକଙ୍କୁ ନାଟ୍ୟ ସଂଜୀବନୀ ବ୍ୟୋମକେଶ ସମ୍ମାନ ଏବଂ ଲକ୍ଷ୍ମୀଧର ମିଶ୍ର, ପ୍ରସନ୍ନ…

ଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ ‘ବିଶ୍ୱ ପଖାଳ ଦିବସ’ ପାଳିତ

ଭୁବନେଶ୍ୱର : ଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ ଗୁରୁ କେଳୁଚରଣ ଗବେଷଣା କେନ୍ଦ୍ର ପରିସରର ଉତ୍କଳ ରଙ୍ଗ ମଞ୍ଚଠାରେ ବିଶ୍ଵ ପଖାଳ ଦିବସ ପାଳିତ ହୋଇଯାଇଛି । ପରିଷଦର ସଭାପତି ସଞ୍ଚିତା ମହାନ୍ତିଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମା ସୁଭଦ୍ରାଙ୍କ ବାଡ଼ଗ୍ରାହୀ ରାମଚନ୍ଦ୍ର ଦାଶ…

ଏକାମ୍ର ହାଟରେ ରାଜ୍ୟ ସ୍ତରୀୟ ହସ୍ତତନ୍ତ ମେଳା ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିଃ (ବୟନିକା) ଆନୁକୂଲ୍ୟରେ ସ୍ଥାନୀୟ ଏକାମ୍ର ହାଟରେ ଏକ ରାଜ୍ୟ ସ୍ତରୀୟ ହସ୍ତତନ୍ତ ମେଳା ବୟନ ଓ ହସ୍ତଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢୀଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଅବସରରେ…

ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ ଉଦ୍‌ଯାପିତ

ଭୁବନେଶ୍ୱର : ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପକ୍ଷରୁ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହୋଇଥିବା ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ-୨୦୨୩ ଆଜି ଉଦ୍‌ଯାପିତ ହୋଇଯାଇଛି । ଏହି ଜାତୀୟ ଜନଜାତି କଳାବସ୍ତୁ…