Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଆସନ୍ତାକାଲି ପବିତ୍ର ରାକ୍ଷୀ ପୂର୍ଣ୍ଣିମା: ଜଗା-ବଳିଆଙ୍କୁ ପାଟ ରାକ୍ଷୀ ବାନ୍ଧିବେ ଗେହ୍ଲି ଭଉଣୀ ସୁଭଦ୍ରା

ପୁରୀ: ଆସନ୍ତାକାଲି ସ୍ନେହ ଓ ବନ୍ଧନର ପର୍ବ ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଜୀବନ ସାରା ନିଜର ସୁରକ୍ଷା ପାଇଁ ଭାଇ ହାତରେ ଭଉଣୀ ବାନ୍ଧିବ ସେହ୍ନର ଡ଼ୋରି । ସେପଟେ ରାକ୍ଷୀ ବାନ୍ଧି ଜୀବନସାରା ଭଉଣୀକୁ ସୁରକ୍ଷାର ପ୍ରତିଶ୍ରୃତି ଦେବ ଭାଇ । ଏନେଇ ସବୁଆଡ଼େ ଚାଲିଛି ଜୋରଦାର ପ୍ରସ୍ତୁତି।…

ଭଉଣୀ ସୁଭଦ୍ରାଙ୍କ ତରଫରୁ ବଡଭାଇ ଶ୍ରୀବଳଦେବଜୀଉଙ୍କ ପାଖକୁ ଆସିଲା ପାଟରାକ୍ଷୀ

କେନ୍ଦ୍ରାପଡା: କେନ୍ଦ୍ରାପଡାକୁ ଶ୍ରୀକ୍ଷେତ୍ର ପୁରୀରୁ ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଭଉଣୀ ସୁଭଦ୍ରାଙ୍କ ପକ୍ଷରୁ ତୁଳସୀ କ୍ଷେତ୍ରର ଆରଧ୍ୟ ପ୍ରଭୁ ତଥା ବଡଭାଇ ଶ୍ରୀବଳଦେବଜୀଉଙ୍କ ପାଖକୁ ଆସିଛି ପାଟରାକ୍ଷୀ । ପୁରୀ ଶ୍ରୀମନ୍ଦିରର ମା’ ସୁଭଦ୍ରାଙ୍କ ବାଡଗ୍ରାହୀ ତଥା ଅନ୍ତର୍ଜାତୀୟ ପାଟରା…

ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଝୁଲଣ ଯାତ୍ରା

ପୁରୀ: ଶ୍ରାବଣ ଶୁକ୍ଳ ଦଶମୀ ତିଥି ଅର୍ଥାତ୍‌ ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଝୁଲଣ ଯାତ୍ରା। ୭ ଦିନ ବ୍ୟାପୀ ଏହି ଝୁଲଣ ଯାତ୍ରା ଚାଲିବ। ଏଥିସହ ଶ୍ରୀକ୍ଷେତ୍ରର ଅନ୍ୟାନ୍ୟ ମଠ, ମନ୍ଦିରରେ ମଧ୍ୟ ଝୁଲଣ ଯାତ୍ରା ଅନୁଷ୍ଠିତ ହେବ। ଶରତ ରାସର ପୂର୍ବାଭାସ ଏହି ଝୁଲଣ ଯାତ୍ରା ହେଉଛି…

ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ‘ଓଡ଼ିଶୀ ଆସର’

ଭୁବନେଶ୍ୱର : ପ୍ରତି ମାସରେ ଗୁରୁକେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣାକେନ୍ଦ୍ରରେ ଅନୁଷ୍ଠିତ ହେଉଥିବା ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତର କାର୍ଯ୍ୟକ୍ରମ ‘ଓଡ଼ିଶୀ ଆସର’ ଆୟୋଜିତ ହୋଇ ଯାଇଛି । ଏହି ଅବସରରେ ଗବେଷଣା କେନ୍ଦ୍ରରେ ଶିକ୍ଷାରତ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଉଭୟ ଏକକ ଓ ଦ୍ୱେତ ନୃତ୍ୟ…

ଲୋକକଳା ମାଧ୍ୟମରେ ସଚେତନତା ସୃଷ୍ଟି ପାଇଁ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଉଦଘାଟିତ

ଭୁବନେଶ୍ବର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗର ମିଳିତ ପ୍ରୟାସରେ ବିଭିନ୍ନ ସରକାରୀ ଯୋଜନା ସଂପର୍କରେ ଜନସାଧାରଣରେ ସଚେତନତା ସୃଷ୍ଟି କରାଯିବା ଉଦ୍ଦେଶ୍ୟରେ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ସ୍ଥାନୀୟ ଭଞ୍ଜକଳା ମଣ୍ତପରେ ଉଦ୍ଘାଟିତ ହୋଇଯାଇଛି । ଏହି…

‘ବୟନିକା’ ଦ୍ୱାରା ଆୟୋଜିତ ‘ଫ୍ୟାସନ ସୋ’ ଉଦ୍‌ଘାଟିତ

ଭୁବନେଶ୍ୱର : ଅଗଷ୍ଟ ୭ ତାରିଖରୁ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ପାଳିତ ହେଉଥିବା ସପ୍ତାହବ୍ୟାପୀ ରାଜ୍ୟସ୍ତରୀୟ ନବମ ଜାତୀୟ ହସ୍ତତନ୍ତ ଦିବସ ଅବସରରେ ସ୍ଥାନୀୟ ଏକାମ୍ର ହାଟଠାରେ ‘ବୟନିକା’ ପକ୍ଷରୁ ଏକ ସ୍ୱତନ୍ତ୍ର ଫ୍ୟାସନ ସୋ’ ଅନୁଷ୍ଠିତ ହୋଇଯାଇଛି । ‘ଥ୍ରେଡ୍‌ସ ଅଫ୍ ଟ୍ରାଡିସନ୍‌’…

ବୁଦ୍ଧ ଆର୍ଟ ଗ୍ୟାଲେରୀରେ ‘ସ୍ଵାଧିନତା ସଂଗ୍ରାମୀଙ୍କ ବୀରତ୍ଵର ଗାଥା’ ଚିତ୍ରକଳା ପ୍ରଦର୍ଶନୀ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ସ୍ଥାନୀୟ ବୁଦ୍ଧ ଆର୍ଟ ଗ୍ୟାଲେରୀରେ ଏକ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ଉଦଘାଟିତ ହୋଇଯାଇଛି। ଏହି ପ୍ରଦର୍ଶନୀରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ…

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସହ ଓଡ଼ିଶା ସଂସ୍କୃତି ସମ୍ପର୍କିତ ଚିତ୍ରକଳା ଶିବିର…

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବନ ବିଭାଗ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନାର ମିଳିତ ଆନୁକୁଲ୍ୟରେ ମଦନପୁର ସ୍ଥିତ ବିଶ୍ୱ ବିଦ୍ୟାଳୟ ପରିସରରେ ଏକ ବିଶାଳ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଶ୍ଵ ବିଦ୍ୟାଳୟର କୁଳପତି ପ୍ରଫେସର ପ୍ରସନ୍ନ କୁମାର…

ତୁଟିଲା ବନକଲାଗି ନୀତି ବିବାଦ, ଆସନ୍ତା ୯ରେ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆସନ୍ତା ୯ତାରିଖରେ ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି। ବନକଲାଗି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବିଶେଷ ନୀତି ଥିବାରୁ କାଲି ବନକଲାଗି ହେବନି । ତେଣୁ ଆସନ୍ତା ୯ ତାରିଖ ବୁଧବାର ବନକଲାଗି ପାଇଁ ନିଷ୍ପତ୍ତି ନିଆଯାଇଛି । ଖବର ଅନୁଯାୟୀ, ଦୀର୍ଘ ଏକ ମାସ ଧରି…

ଆଜି ପବିତ୍ର ହରିଶୟନ ଏକାଦଶୀ, ୪ମାସ ଯାଏଁ ଶୋଇବେ ମହାପ୍ରଭୁ

ପୁରୀ: ଆଜି ପବିତ୍ର ହରିଶୟନ ଏକାଦଶୀ ଉପଲକ୍ଷେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଶୟନ ନୀତି। ପରମ୍ପରା ଅନୁଯାୟୀ, ଆଜି ଠାରୁ ମହାପ୍ରଭୁ ୪ ମାସ ପର୍ଯ୍ୟନ୍ତ ଶୋଇ ରହିବେ। ଭାଦ୍ରବ ମାସରେ କଡ଼ ଲେଉଟେଇବେ। କାର୍ତ୍ତିକ ମାସ ଶୁକ୍ଲପକ୍ଷ ଏକାଦଶୀ ଦିନ ମହାପ୍ରଭୁ ନିଦରୁ ଉଠିବେ। ହରି ହେଉଛନ୍ତି ବିଷ୍ଣୁ।…