Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

୩୨ମାସରେ ଥରେ ଖୋଲେ ଏହି ମନ୍ଦିର: ପୂଜା ପାଆନ୍ତି ମଳ ନାରାୟଣ

ପୁରୀ: ଆରମ୍ଭ ହୋଇଛି ମଳ ମାସ । ଜୁଲାଇ ମାସ ୧୮ ତାରିଖ ମଙ୍ଗଳବାର ଠାରୁ ଅଗଷ୍ଟ ମାସ ୧୬ ତାରିଖ ବୁଧବାର ପର୍ଯ୍ୟନ୍ତ ମଳ ମାସ ପଡୁଛି । ମଳ ମାସ ହେଉଛି ଚନ୍ଦ୍ରମାସ ଓ ସୌରମାସ ମଧ୍ୟ ରେ ସାମ୍ୟ ରକ୍ଷା ପାଇଁ ପ୍ରତି ୩୨ ମାସରେ ଗଣନା କରାଯାଉଥିବା ଗୋଟିଏ ଅଧିମାସ । ପୁରୁଷୋତ୍ତମ ଜଗନ୍ନାଥ…

ଓଡ଼ିଶା ଶିଳ୍ପୀ ମହାସଙ୍ଘର କାରିଗର ସମାବେଶ

ଚଣ୍ଡିଖୋଲ : ଓଡିଶା ଶିଳ୍ପୀ ମହାସଂଘ ପକ୍ଷରୁ ସ୍ଥାନୀୟ ଓଳାଶୁଣୀ ପୀଠ ଗଣେଷ ମଣ୍ଡପ ପରିସରରେ ଆୟୋଜିତ କଟକ ଜିଲ୍ଲା କାରିଗର ସମାବେଶରେ ହସ୍ତଶିଳ୍ପୀ ଓ ବୁଣାକାରଙ୍କୁ ଯଥାଶୀଘ୍ର ରାଜ୍ୟ ସରକାର ମାସିକ ଆର୍ଥିକ ସହାୟତା ପ୍ରଦାନ କରନ୍ତୁ, ବୋଲି ଓଡିଶା ଶିଳ୍ପୀ ମହାସଂଘ ଦାବୀ କରିଛି । ଶିଳ୍ପୀ…

ଆଦି ଶକ୍ତିପୀଠ ତାରାତାରିଣୀ ମନ୍ଦିର, ଜାଣନ୍ତୁ ଏହି ମନ୍ଦିରର ମାହାତ୍ମ୍ୟ…

ଗଞ୍ଜାମ: ତାରାତାରିଣୀ ମନ୍ଦିର ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଅବସ୍ଥିତ ହିନ୍ଦୁ ଧର୍ମର ଶକ୍ତି-ସ୍ୱରୂପିଣୀ ଦେବୀ, ପୂର୍ଣ୍ଣେଶ୍ୱରୀ ମା' ତାରାତାରିଣୀଙ୍କ ଶକ୍ତିପୀଠ । ଆମ ଦେଶରେ ଥିବା ବିଭିନ୍ନ ୫୧ ଶକ୍ତିପୀଠ ମଧ୍ୟରେ ଏହା ଅନ୍ୟତମ ଅଟେ । ଏହି ଶକ୍ତିପୀଠରେ ତାରା ଓ ତାରିଣୀ ରୂପରେ ଦୁଇ ଭଉଣୀ…

ଆଜି ପବିତ୍ର ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ପବିତ୍ର ଚିତାଲାଗି ଅମାବାସ୍ୟା । ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ମଧ୍ୟରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ।

ଆଜି ଶ୍ରାବଣ ମାସ ଦ୍ୱିତୀୟ ସୋମବାର : ଚଳଚଞ୍ଚଳ ହୋଇ ଉଠିଛି ସମସ୍ତ ଶୈବପୀଠ

ଭୁବନେଶ୍ୱର: ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର । ଏନେଇ ଚଳଚଞ୍ଚଳ ହୋଇ ଉଠିଛି ସମସ୍ତ ଶୈବପୀଠ । ସକାଳୁ ସକାଳୁ ଶୈବାଳୟରେ ଲାଗିଛି ଭକ୍ତଙ୍କ ଭିଡ । ଧାଡିରେ ଯାଇ ଶିବଲିଙ୍ଗରେ ଜଳାଭିଶେକ କରୁଛନ୍ତି ଭକ୍ତ । ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି । ଦେବଦେବ…

ଶ୍ରାବଣରେ ମହାଦେବଙ୍କୁ କରନ୍ତୁ ଏମିତି ପୂଜା, ଦୂର ହେବ ଆର୍ଥିକ ସଙ୍କଟ, ଟଳିବ ମହାବିପଦ

ଓଡିଶା ସମ୍ବାଦ ବ୍ୟୁର: ଚାଲିଛି ମହାଦେବଙ୍କ ପ୍ରିୟ ମାସ ଶ୍ରାବଣ । ବିଶ୍ୱାସ ରହିଛି ଯେ, ଶ୍ରାବଣ ମାସରେ ମହାଦେବଙ୍କୁ ପୂଜା କଲେ ସମସ୍ତ ମନୋସ୍କାମନା ପୂରଣ ହୋଇଥାଏ । ଶ୍ରାବଣ ମାସରେ ବ୍ରତ ରଖିବାର ବିଶେଷ ମହତ୍ୱ ରହିଛି । ବ୍ରତ ରଖିବାର କିଛି ଉପାୟ ରହିଛି ଯାହାକୁ ଆପଣାଇବା ଦ୍ୱାରା ପୂଣ୍ୟ…

ଆଜିଠାରୁ ଆରମ୍ଭ ପବିତ୍ର ଶ୍ରାବଣ ମାସ, ଜାଣନ୍ତୁ କାଉଡ଼ିଆ ଯାତ୍ରାର ମହତ୍ତ୍ୱ

ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ଶ୍ରାବଣ ମାସ । ହିନ୍ଦୁ ଧର୍ମ ଅନୁସାରେ ଶ୍ରାବଣ ମାସର ରହିଛି ବିଶେଷ ମହତ୍ବ । ଏହି ମାସଟି ବର୍ଷର ସବୁଠାରୁ ଶୁଭ ମାସ ମଧ୍ୟରୁ ଗୋଟିଏ ଭାବରେ ବିବେଚନା କରାଯାଏ । କୁହାଯାଏ, ଶ୍ରାବଣ ମାସ ଭଗବାନ ଶିବଙ୍କ ପ୍ରିୟ ମାସ ଅଟେ, ତେଣୁ ଏହି ମାସରେ ମହାଦେବଙ୍କୁ…

ଆଜି ରସଗୋଲା ଦିବସ : ମହାଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନ ଭଞ୍ଜନ କରିବେ ପ୍ରଭୁ ଶ୍ରୀଜଗନ୍ନାଥ

ଭୁବନେଶ୍ୱର : ଆଜି ରସଗୋଲା ଦିବସ । ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲାର ବେଶ ଗୁରୁତ୍ୱ ରହିଛି । ରଥଯାତ୍ରା ସମୟରେ ଅଭିମାନିନୀ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ଜଗନ୍ନାଥ ରସଗୋଲା ଖୋଇବା ବିଧି ହେଉଛି ବଡ଼ଦେଉଳର ୬୦୦ରୁ ଅଧିକ ବର୍ଷର ପୁରୁଣା ବିଧି । ସେଥିପାଇଁ ପ୍ରତିବର୍ଷ ନୀଳାଦ୍ରିବିଜେ ଦିନକୁ…

ଦ୍ବିତୀୟ ଶ୍ରୀକ୍ଷେତ୍ରରେ ନିଆରା ପରମ୍ପରା: ସୁନାବେଶରେ ସଜେଇ ହୋଇ ଦର୍ଶନ ଦେଲେ ମହାପ୍ରଭୁ

ବାରିପଦା : ଓଡ଼ିଶାର ଦ୍ବିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାରିପଦାର ଶ୍ରୀ ଶ୍ରୀ ହରିବଳଦେବ ଜୀଉ ମନ୍ଦିରରେ ଆଜି ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜ୍ଜିତ ହୋଇ ସୁନାବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ପୁରୀରେ ଶ୍ରୀଜୀଉମାନେ ଭକ୍ତଙ୍କୁ ରଥ…

ଶ୍ରୀରାଧା କଳାକୁଞ୍ଜର ତ୍ରୟୋଦଶ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର : ବିଶିଷ୍ଠ ଓଡ଼ିଶୀ ନୃତ୍ୟ ଗୁରୁ ମନୋରଞ୍ଜନ ପ୍ରଧାନଙ୍କ ଦ୍ୱାରା ପ୍ରତିଷ୍ଠିତ ଏବଂ ଗୁରୁ ମିନତୀ ପ୍ରଧାନଙ୍କ ଦ୍ୱାରା ପରିଚାଳିତ ଭୁବନେଶ୍ୱରର ଅଗ୍ରଣୀ ନୃତ୍ୟାନୁଷ୍ଠାନ ଶ୍ରୀରାଧା କଳାକୁଞ୍ଜର ତ୍ରୟୋଦଶ ବାର୍ଷିକ ଉତ୍ସବ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରଠାରେ…