Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଆଜି ଶ୍ରୀଜିଉଙ୍କ ଖସାପଡ଼ା ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ସୋମବାର ଶ୍ରାବଣ-ମଳ ଶୁକ୍ଳ ଷଷ୍ଠୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ପ୍ରାୟ ୫ ଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ । ଶ୍ରୀମନ୍ଦିରରେ…

ସତୀଙ୍କ ଅଙ୍ଗୁଷ୍ଠି ପୀଠ ପୁଣ୍ୟ କାଳିଘାଟ: ଜାଣନ୍ତୁ ଏହି ମନ୍ଦିରର ମାହାତ୍ମ୍ୟ….

ଓଡିଶା ସମ୍ବାଦ ବ୍ୟୁରୋ: ଭାରତ ୩୩ କୋଟି ଦେବଦେବତାଙ୍କ ଭୂମି, ଯାହା ନିଜ ପ୍ରାଚୀନ ମନ୍ଦିରକୁ ନେଇ ପ୍ରସିଦ୍ଧି ଲାଭ କରିଛି। ଭାରତରେ ଆପଣଙ୍କୁ ବିଭିନ୍ନ ଦେବୀଦେବତାଙ୍କ ମନ୍ଦିର ଦେଖିବାକୁ ମିଳିବ। ଯାହା ନିଜ ସଂସ୍କୃତି ତଥା ମାନ୍ୟତା କିମ୍ବା ସିଦ୍ଧି ପାଇଁ ଜଣାଯାଏ। ଭାରତୀୟ ସଭ୍ୟତା ଧର୍ମ ଓ…

୩୨ମାସରେ ଥରେ ଖୋଲେ ଏହି ମନ୍ଦିର: ପୂଜା ପାଆନ୍ତି ମଳ ନାରାୟଣ

ପୁରୀ: ଆରମ୍ଭ ହୋଇଛି ମଳ ମାସ । ଜୁଲାଇ ମାସ ୧୮ ତାରିଖ ମଙ୍ଗଳବାର ଠାରୁ ଅଗଷ୍ଟ ମାସ ୧୬ ତାରିଖ ବୁଧବାର ପର୍ଯ୍ୟନ୍ତ ମଳ ମାସ ପଡୁଛି । ମଳ ମାସ ହେଉଛି ଚନ୍ଦ୍ରମାସ ଓ ସୌରମାସ ମଧ୍ୟ ରେ ସାମ୍ୟ ରକ୍ଷା ପାଇଁ ପ୍ରତି ୩୨ ମାସରେ ଗଣନା କରାଯାଉଥିବା ଗୋଟିଏ ଅଧିମାସ । ପୁରୁଷୋତ୍ତମ ଜଗନ୍ନାଥ…

ଓଡ଼ିଶା ଶିଳ୍ପୀ ମହାସଙ୍ଘର କାରିଗର ସମାବେଶ

ଚଣ୍ଡିଖୋଲ : ଓଡିଶା ଶିଳ୍ପୀ ମହାସଂଘ ପକ୍ଷରୁ ସ୍ଥାନୀୟ ଓଳାଶୁଣୀ ପୀଠ ଗଣେଷ ମଣ୍ଡପ ପରିସରରେ ଆୟୋଜିତ କଟକ ଜିଲ୍ଲା କାରିଗର ସମାବେଶରେ ହସ୍ତଶିଳ୍ପୀ ଓ ବୁଣାକାରଙ୍କୁ ଯଥାଶୀଘ୍ର ରାଜ୍ୟ ସରକାର ମାସିକ ଆର୍ଥିକ ସହାୟତା ପ୍ରଦାନ କରନ୍ତୁ, ବୋଲି ଓଡିଶା ଶିଳ୍ପୀ ମହାସଂଘ ଦାବୀ କରିଛି । ଶିଳ୍ପୀ…

ଆଦି ଶକ୍ତିପୀଠ ତାରାତାରିଣୀ ମନ୍ଦିର, ଜାଣନ୍ତୁ ଏହି ମନ୍ଦିରର ମାହାତ୍ମ୍ୟ…

ଗଞ୍ଜାମ: ତାରାତାରିଣୀ ମନ୍ଦିର ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଅବସ୍ଥିତ ହିନ୍ଦୁ ଧର୍ମର ଶକ୍ତି-ସ୍ୱରୂପିଣୀ ଦେବୀ, ପୂର୍ଣ୍ଣେଶ୍ୱରୀ ମା' ତାରାତାରିଣୀଙ୍କ ଶକ୍ତିପୀଠ । ଆମ ଦେଶରେ ଥିବା ବିଭିନ୍ନ ୫୧ ଶକ୍ତିପୀଠ ମଧ୍ୟରେ ଏହା ଅନ୍ୟତମ ଅଟେ । ଏହି ଶକ୍ତିପୀଠରେ ତାରା ଓ ତାରିଣୀ ରୂପରେ ଦୁଇ ଭଉଣୀ…

ଆଜି ପବିତ୍ର ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ପବିତ୍ର ଚିତାଲାଗି ଅମାବାସ୍ୟା । ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ମଧ୍ୟରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ।

ଆଜି ଶ୍ରାବଣ ମାସ ଦ୍ୱିତୀୟ ସୋମବାର : ଚଳଚଞ୍ଚଳ ହୋଇ ଉଠିଛି ସମସ୍ତ ଶୈବପୀଠ

ଭୁବନେଶ୍ୱର: ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର । ଏନେଇ ଚଳଚଞ୍ଚଳ ହୋଇ ଉଠିଛି ସମସ୍ତ ଶୈବପୀଠ । ସକାଳୁ ସକାଳୁ ଶୈବାଳୟରେ ଲାଗିଛି ଭକ୍ତଙ୍କ ଭିଡ । ଧାଡିରେ ଯାଇ ଶିବଲିଙ୍ଗରେ ଜଳାଭିଶେକ କରୁଛନ୍ତି ଭକ୍ତ । ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି । ଦେବଦେବ…

ଶ୍ରାବଣରେ ମହାଦେବଙ୍କୁ କରନ୍ତୁ ଏମିତି ପୂଜା, ଦୂର ହେବ ଆର୍ଥିକ ସଙ୍କଟ, ଟଳିବ ମହାବିପଦ

ଓଡିଶା ସମ୍ବାଦ ବ୍ୟୁର: ଚାଲିଛି ମହାଦେବଙ୍କ ପ୍ରିୟ ମାସ ଶ୍ରାବଣ । ବିଶ୍ୱାସ ରହିଛି ଯେ, ଶ୍ରାବଣ ମାସରେ ମହାଦେବଙ୍କୁ ପୂଜା କଲେ ସମସ୍ତ ମନୋସ୍କାମନା ପୂରଣ ହୋଇଥାଏ । ଶ୍ରାବଣ ମାସରେ ବ୍ରତ ରଖିବାର ବିଶେଷ ମହତ୍ୱ ରହିଛି । ବ୍ରତ ରଖିବାର କିଛି ଉପାୟ ରହିଛି ଯାହାକୁ ଆପଣାଇବା ଦ୍ୱାରା ପୂଣ୍ୟ…

ଆଜିଠାରୁ ଆରମ୍ଭ ପବିତ୍ର ଶ୍ରାବଣ ମାସ, ଜାଣନ୍ତୁ କାଉଡ଼ିଆ ଯାତ୍ରାର ମହତ୍ତ୍ୱ

ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ଶ୍ରାବଣ ମାସ । ହିନ୍ଦୁ ଧର୍ମ ଅନୁସାରେ ଶ୍ରାବଣ ମାସର ରହିଛି ବିଶେଷ ମହତ୍ବ । ଏହି ମାସଟି ବର୍ଷର ସବୁଠାରୁ ଶୁଭ ମାସ ମଧ୍ୟରୁ ଗୋଟିଏ ଭାବରେ ବିବେଚନା କରାଯାଏ । କୁହାଯାଏ, ଶ୍ରାବଣ ମାସ ଭଗବାନ ଶିବଙ୍କ ପ୍ରିୟ ମାସ ଅଟେ, ତେଣୁ ଏହି ମାସରେ ମହାଦେବଙ୍କୁ…

ଆଜି ରସଗୋଲା ଦିବସ : ମହାଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନ ଭଞ୍ଜନ କରିବେ ପ୍ରଭୁ ଶ୍ରୀଜଗନ୍ନାଥ

ଭୁବନେଶ୍ୱର : ଆଜି ରସଗୋଲା ଦିବସ । ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲାର ବେଶ ଗୁରୁତ୍ୱ ରହିଛି । ରଥଯାତ୍ରା ସମୟରେ ଅଭିମାନିନୀ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ଜଗନ୍ନାଥ ରସଗୋଲା ଖୋଇବା ବିଧି ହେଉଛି ବଡ଼ଦେଉଳର ୬୦୦ରୁ ଅଧିକ ବର୍ଷର ପୁରୁଣା ବିଧି । ସେଥିପାଇଁ ପ୍ରତିବର୍ଷ ନୀଳାଦ୍ରିବିଜେ ଦିନକୁ…