Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଶ୍ରୀମୟୀ ନୃତ୍ୟାନୁଷ୍ଠାନର ୨୬ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର : ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଶିକ୍ଷା କେନ୍ଦ୍ର ଶ୍ରୀମୟୀ ନୃତ୍ୟାନୁଷ୍ଠାନର ୨୬ତମ ବାର୍ଷିକ ଉତ୍ସବ ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବସନ୍ତ ଦାସ, ଗୁରୁ ଲକ୍ଷ୍ମୀଧର ଜେନା, ଗୁରୁ ପ୍ରଦୀପ ଦାସ, ଗୁରୁ କାଳିନ୍ଦୀ ଚରଣ ପରିଡ଼ାଙ୍କୁ ସମ୍ମାନିତ…

ଶ୍ୟାମାମଣି ଦେବୀ ପାଇବେ ‘କଳିଙ୍ଗ ଭାରତୀ ସମ୍ମାନ’

ଭୁବନେଶ୍ବର : କଳିଙ୍ଗ ଭାରତୀ ଉତ୍କଳ ଛାତ୍ର ସାହିତ୍ୟ ସମାଜ ପକ୍ଷରୁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ୭୯ ତମ ଜୟନ୍ତୀ ଅବସରରେ ବିଶିଷ୍ଟ ଓଡ଼ିଶୀ କଣ୍ଠଶିଳ୍ପୀ ଶ୍ୟାମାମଣି ଦେବୀଙ୍କୁ ମର୍ଯ୍ୟାଦାଜନକ 'କଳିଙ୍ଗ ଭାରତୀ ସମ୍ମାନ' ପ୍ରଦାନ କରାଯିବ। ଜୀବନବ୍ୟାପୀ ସଙ୍ଗୀତ ସାଧନା ସହ ରୀତିଯୁଗୀୟ…

ରାଜଧାନୀରେ ଅନୁଷ୍ଠିତ ହେଲା ଢେଙ୍କାନାଳ ଉତ୍ସବ

ଭୁବନେଶ୍ୱର : ଢେଙ୍କାନାଳ ସାଂସ୍କୃତିକ ପରିଷଦ, ଭୁବନେଶ୍ୱର ଆନୁକୂଲ୍ୟରେ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଢେଙ୍କାନାଳ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାର ସାଂସ୍କୃତିକ ଐତିହ୍ୟକୁ ଜିଲ୍ଲା  ତଥା ରାଜ୍ୟରେ…

ଜିଲ୍ଲା ସଂସ୍କୃତି ଅଧିକାରୀମାନଙ୍କ ଦୁଇଦିନିଆ କର୍ମଶାଳା ତଥା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଜିଲ୍ଲାର ଜିଲ୍ଲା ସଂସ୍କୃତି ଅଧିକାରୀମାନଙ୍କୁ ନେଇ ଆୟୋଜିତ ହୋଇଥିବା ଦୁଇଦିନିଆ କର୍ମଶାଳା ତଥା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି କର୍ମଶାଳାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଏବଂ…

କଳିଙ୍ଗାୟନ ତୌର୍ଯ୍ଯତ୍ରିକମ୍ ପକ୍ଷରୁ ‘ଆନନ୍ଦ ଉତ୍ସବ- ୨୦୨୩’ ଆୟୋଜିତ

ଭୁବନେଶ୍ୱର : ଓଡ଼ିଶୀ ନୃତ୍ଯାନୁଷ୍ଠାନ କଳିଙ୍ଗାୟନ ତୌର୍ଯ୍ଯତ୍ରିକମ୍ ପକ୍ଷରୁ ପଞ୍ଚଦଶତମ ଆନନ୍ଦ ଉତ୍ସବ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଅଡିଟୋରିଅମରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଖଣ୍ଡପଡାର ପ୍ରାକ୍ତନ ବିଧାୟକ ଯୁବରାଜ ସିଦ୍ଧାର୍ଥ ଶେଖର ସିଂହ ମୁଖ୍ୟ ଅତିଥି, ବିଶିଷ୍ଟ ଓଡିଶୀ…

ପ୍ରବାସୀ ଓଡ଼ିଆ ବିକାଶ ସମିତିର ମହା ବିଷୁବ ସଂକ୍ରାନ୍ତି ମିଳନ

ନୂଆଦିଲ୍ଲୀ : ପ୍ରବାସୀ ଓଡ଼ିଆ ବିକାଶ ସମିତି ପକ୍ଷରୁ ନୂଆଦିଲ୍ଲୀ ସ୍ଥିତ ଭାରତୀୟ ଜନସଂଚାର ସଂସ୍ଥାନର ପ୍ରେକ୍ଷାଳୟରେ ମହା ବିଷୁବ ସଂକ୍ରାନ୍ତି ମିଳନ କାର୍ଯକ୍ରମ ଆୟୋଜିତ ହୋଇ ଯାଇଛି ।ଏହି ଅବସରରେ ଶୈଳେନ୍ଦ୍ର ସ୍ଵାଇଁଙ୍କ ଦ୍ଵାରା ସମ୍ପାଦିତ ପ୍ରବାସୀ ଓଡ଼ିଆ ସ୍ମରଣିକା ୨୦୨୩ ଉନ୍ମୋଚିତ…

ବୁଦ୍ଧ ଆର୍ଟ ଗ୍ୟାଲେରୀରେ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡ଼େମୀ ,ଓଡିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ନିଳାଦ୍ରୀ ବିହାର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀଠାରେ ଏକ ସମସାମୟିକ ଚିତ୍ର କଳା ପ୍ରଦର୍ଶନୀ ଧର୍ମପଦ ପୁରସ୍କାର ପ୍ରାପ୍ତ ଚିତ୍ରଶିଳ୍ପୀ ବଂଶୀଧର ପ୍ରତିହାରୀଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି…

ଦଶମ ଗୁରୁକୁଳ – ୨୦୧୩ ଉତ୍ସବର ଦ୍ଵିତୀୟ ଦିବସ

ସାକ୍ଷୀଗୋପାଳ : ବୀରଗୋବିନ୍ଦପୁର ସ୍ଥିତ ରାମହରି ଦାସ ଓଡ଼ିଶୀ ଗୁରୁକୁଳ ପକ୍ଷରୁ, ଗୁରୁକୁଳ ପରିସରରେ ଦଶମ ଗୁରୁକୁଳ - ୨୦୧୩ ଉତ୍ସବର ଦ୍ଵିତୀୟ ଦିବସ ଅବସରରେ ବିଶିଷ୍ଟ ବୀଣା ବାଦକ ଗୁରୁ କେ. ରାମରାଓ ପାତ୍ର ଏବଂ ବିଶିଷ୍ଟ ଲେଖକ ଆର୍ତତ୍ରାଣ ଶତପଥି ଅତିଥି ଭାବରେ ଯୋଗ ଦେଇଥିଲେ । ଏହି…

ଗୁରୁ କେଳୁଚରଣ ମହାପାତ୍ରଙ୍କ ୧୯ତମ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ଵର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ବିଶିଷ୍ଟ ଓଡ଼ିଶୀ ନୃତ୍ୟଗୁରୁ କେଳୁଚରଣ ମହାପାତ୍ରଙ୍କ ୧୯ତମ ଶ୍ରାଦ୍ଧ ଦିବସ ପାଳିତ ହୋଇ ଯାଇଛି । ଏହି ଅବସରରେ ଓଡ଼ିଶୀ ଗବେଷଣା କେନ୍ଦ୍ର ଛାତ୍ରୀ ସ୍ମୃତିରେଖା ପ୍ରତିହାରୀଙ୍କୁ ଗୁରୁ କେଳୁଚରଣ ସ୍ମୃତି ସମ୍ମାନ ପ୍ରଦାନ…

ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଓ ବିକାଶ ପରିଷଦର ଦ୍ୱିତୀୟ ବୈଠକ

ଭୁବନେଶ୍ୱର : ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଓ ବିକାଶ ପରିଷଦର ଦ୍ୱିତୀୟ ବୈଠକ, ପରିଷଦର ଅଧ୍ୟକ୍ଷ ସୁଦର୍ଶନ ସାହୁଙ୍କ ଅଧ୍ୟକ୍ଷତାରେ ହସ୍ତଶିଳ୍ପ ନିର୍ଦ୍ଦେଶାଳୟର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ତଥା…