Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ରାଜ୍ୟ ସ୍ତରୀୟ ଲୋକନୃତ୍ୟ ଓ ଲୋକ ସଙ୍ଗୀତ ମହୋତ୍ସବ ଉଦଯାପିତ     

ଭୁବନେଶ୍ୱର : ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଉତ୍କଳମଣ୍ଡପ ପରିସରରେ ଆୟୋଜିତ ୩ଦିନିଆ ରାଜ୍ୟସ୍ତରୀୟ ଲୋକନୃତ୍ୟ ଓ ଲୋକ ସଙ୍ଗୀତ ମହୋତ୍ସବ ଉଦଯାପିତ ହୋଇଛି । ଉଦଯାପନୀ କାର୍ଯ୍ୟକ୍ରମରେ ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ କୁମାର ସାମଲ, ଓଡ଼ିଶା…

ରାଜ୍ୟ ସ୍ତରୀୟ ଲୋକନୃତ୍ୟ ଓ ଲୋକ ସଙ୍ଗୀତ ମହୋତ୍ସବର ଦ୍ଵିତୀୟ ଦିବସ            

ଭୁବନେଶ୍ୱର : ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଉତ୍କଳ ମଣ୍ଡପ ପରିସରରେ ଆୟୋଜିତ ୩ଦିନିଆ ରାଜ୍ୟସ୍ତରୀୟ ଲୋକନୃତ୍ୟ ଓ ଲୋକସଙ୍ଗୀତ ମହୋତ୍ସବର ଦ୍ଵିତୀୟ ଦିନରେ ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

ପଥପ୍ରାନ୍ତ ନାଟକ ମାଧ୍ୟମରେ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର: ବସ୍ତି ଅଞ୍ଚଳର ଅଧିବାସୀମାନେ ପ୍ରାୟତଃ ସ୍ୱାସ୍ଥ୍ୟ ବିଷୟରେ ସଚେତନ ହୋଇ ନଥାନ୍ତି । ଏହି କଥାକୁ ଦୃଷ୍ଟିରେ ରଖି ବି.ଜି.ଭି.ଏସ୍‌.ର କଳାକାରମାନେ ନାଟକ ଓ ନୃତ୍ୟ ମାଧ୍ୟମରେ ସେମାନଙ୍କୁ ସଚେତନ କରିବା ପାଇଁ ପ୍ରୟାସ କରିଥିଲେ ।ଚାଇଲ୍ଡ ଫଣ୍ଡ ପକ୍ଷରୁ ଆୟୋଜିତ ଏହି ପଥପ୍ରାନ୍ତ ନାଟକ…

ଅପ୍ରେଲ ୨ ରୁ ୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଆୟୋଜିତ ହେବ ରାଜ୍ୟ ସ୍ତରୀୟ ଲୋକନୃତ୍ୟ ଓ ଲୋକ ସଙ୍ଗୀତ ମହୋତ୍ସବ

ଭୁବନେଶ୍ବର : ବିଲୁପ୍ତ ପ୍ରାୟ ଲୋକନୃତ୍ୟ ଓ ଲୋକସଙ୍ଗୀତର ପୁନରୁଦ୍ଧାର ଓ ପ୍ରଚାର ପ୍ରସାର ନିମନ୍ତେ ଆସନ୍ତା  ଅପ୍ରେଲ  ୨ ରୁ ୪  ତାରିଖ ପର୍ଯ୍ୟନ୍ତ  ତିନିଦିନ ଧରି ରାଜ୍ୟ ସ୍ତରୀୟ ଲୋକନୃତ୍ୟ ଓ ଲୋକସଙ୍ଗୀତ ମହୋତ୍ସବ, ସ୍ଥାନୀୟ ଉତ୍କଳମଣ୍ଡପଠାରେ ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

ଓଡ଼ିଶୀ ସଙ୍ଗୀତ ଉତ୍ସବ ଉଦ୍‌ଯାପିିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ 'ଓଡ଼ିଶୀ ସଙ୍ଗୀତ ଉତ୍ସବ' ଉଦଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ବରିଷ୍ଠ ଗାୟିକା ଶ୍ୟାମମଣି ଦେବୀ, ଗୁରୁ ଗୋପାଳ ଚନ୍ଦ୍ର ପଣ୍ଡା, ଓଡ଼ିଆ ଭାଷା,…

ରାଜ୍ୟ ସ୍ତରୀୟ ଶିଶୁ ଉତ୍ସବ ‘ମହକ’ ଉଦ୍‌ଘାଟିତ

ଭୁବନେଶ୍ୱର : ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ଓଡ଼ିଶା ରାଜ୍ୟ ଶିଶୁ ପ୍ରଯତ୍ନ ଅନୁଷ୍ଠାନର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍‌ଠାରେ ରାଜ୍ୟସ୍ତରୀୟ ଶିଶୁ ଉତ୍ସବ ‘ମହକ’ ଉଦଘାଟିତ ହୋଇଯାଇଛି।ଏହି ଉତ୍ସବରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ୍‌…

‘ଓଡ଼ିଶୀ ସଙ୍ଗୀତ ଉତ୍ସବ’ ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଆନୁକୂଲ୍ୟରେ 'ଓଡ଼ିଶୀ ସଙ୍ଗୀତ ଉତ୍ସବ' ଉତ୍କଳ ରଙ୍ଗମଞ୍ଚରେ ଉଦ୍‌ଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା…

ଓଡ଼ିଶୀ ଗବେଷଣା କେନ୍ଦ୍ରରେ ‘ଓଡ଼ିଶୀ ଆସର’

ଭୁବନେଶ୍ୱର : ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଆନୁକୂଲ୍ୟରେ 'ଉତ୍କଳ ରଙ୍ଗମଞ୍ଚ' ପ୍ରେକ୍ଷାଳୟରେ ଓଡ଼ିଶୀ ଆସର ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ ନିର୍ବାହୀ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ…

ରାଜ୍ୟ ସ୍ତରୀୟ ଲଉଡ଼ି ଲୋକନୃତ୍ୟ ଶୋଭାଯାତ୍ରା ଓ ନୃତ୍ୟ ଉତ୍ସବ     

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ,ଓଡିଶା ତରଫରୁ ଓଡିଶା ସଙ୍ଗୀତ ନାଟକ ଏକାଡେମୀ  ଆନୁକୂଲ୍ୟରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପଖଣ୍ଡ ଭୁବନ ବ୍ଲକର ଜିରାଳ ଗୋଠପଡ଼ିଆରେ ଏକ ବିଶାଳ ଲଉଡ଼ି ଲୋକନୃତ୍ୟ ଶୋଭାଯାତ୍ରା ଓ ରାଜ୍ୟସ୍ତରୀୟ ନୃତ୍ୟ ଉତ୍ସବ ଅନୁଷ୍ଠିତ…

୪ ଦିନିଆ ମହିଳା ଶିଳ୍ପୀ ଶିବିର ଉଦ୍‌ଯାପିତ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡ଼େମୀ,ଓଡିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ନୀଳାଦ୍ରୀ ବିହାର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀ ପରିସରରେ ଚାଲିଥିବା ୪ ଦିନିଆ ପାରମ୍ପରିକ କାଗଜ ମୁଖା ଓ କଣ୍ଢେଇ ପ୍ରସ୍ତୁତ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି ଶିବିରରେ ଶିଳ୍ପୀମାନଙ୍କ ଦ୍ୱାରା…