Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଯାଯାବର ଗଣହତ୍ୟା ମାମଲା, ୭ ଗିରଫ

ସୁନ୍ଦରଗଡ଼: ଯାଯାବର ଗଣହତ୍ୟା ମାମଲାରେ ୭ ଗିରଫ l କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡ଼ିଶା ଆଣିଲା ପୋଲିସ l ଅକ୍ଟୋବର ୨୯ ତାରିଖ ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ଶୋଇଥିବା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା l ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୯ ତାରିଖରେ ସୁନ୍ଦରଗଡ ସଦର…

ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ: ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି ବାବା

ଆଠଗଡ: ଆଜିଠୁ ଆରମ୍ଭ ହୋଇଛି ପଞ୍ଚୁକ ବ୍ରତ । ଏନେଇ ଚଳଚଞ୍ଚଳ ହୋଇ ଉଠିଛି ବାବା ଧବଳେଶ୍ଵରଙ୍କ ପୀଠ। ପ୍ରଥମ ଦିନରେ ପ୍ରଭୁ ଧବଳେଶ୍ୱର ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି । ସେଥିପାଇଁ ଆଜି ରାତି ୩ଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ମହାଦେବଙ୍କ ମହାସ୍ନାନ କରାଯାଇଥିଲା । ପରେ ମଇଲମ,…

ଆଜି ଦୀପାବଳି: ତାରିଖକୁ ନେଇ ଦ୍ଵନ୍ଦ, ଜାଣନ୍ତୁ କଣ କହୁଛନ୍ତି ପାଞ୍ଜିକାର

ଭୁବନେଶ୍ଵର: ଆଜି ଆଲୋକର ପର୍ବ ଦୀପାବଳି । ଗାଁ ଠାରୁ ସହର ସବୁଆଡ଼େ ଉତ୍ସବର ମାହୋଲ୍ । ଅନ୍ଧାର ଉପରେ ଆଲୋକର ଓ ଅଧର୍ମ ଉପରେ ଧର୍ମର ବିଜୟର ପ୍ରତୀକ ଦୀପାବଳି । କାର୍ତ୍ତିକ ମାସର କୃଷ୍ଣ ପକ୍ଷ ଅମାବାସ୍ୟାରେ ପ୍ରତିବର୍ଷ ଦୀପାବଳି ପର୍ବ ପାଳନ କରାଯାଏ । ଦୀପାବଳିର କିଛି ଦିନ ପୂର୍ବରୁ ହିଁ…

ଦୁଲୁକିବ ବଡଦାଣ୍ଡ, ଚାଲିବ ଦେବୀସଭା, ଜମିବ ଗୋଷାଣୀ ଯାତ୍ରା

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ପ୍ରସିଦ୍ଧ ଗୋଷାଣୀ ଯାତ୍ରା । ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ସାତ ସାହି ୪୨କନ୍ଦିର ପ୍ରାୟ ୬୦ଟି ମେଢ ଏକାଠି ହେବେ । ସମସ୍ତେ ସିଂହଦ୍ଵାର ଠାରେ ଏକାଠି ହେବାପରେ ଚାଲିବ ଦେବୀସଭା। ସେପଟେ ଗୋଷାଣି ମୂର୍ତ୍ତିଙ୍କୁ ଦର୍ଶନ କରିବା ପାଇଁ ପ୍ରବଳ…

ପୀଠେ ବିରାଜିତ ମା’: ଆଜି ମହାନବମୀ, ମଣ୍ଡପରେ ମହା ଅଷ୍ଟମୀ

ଭୁବନେଶ୍ଵର: ଭକ୍ତଙ୍କ ଗହଣରେ ଜଗତଜନନୀ ମା । ଚାଲିଛି ପୂଜାର୍ଚ୍ଚନା.ହୋମଯଜ୍ଞ । ଘଣ୍ଟ, ଶଙ୍ଖ ହୁଳ ହୁଳି ଧ୍ୱନିରେ ପ୍ରକମ୍ପିତ ହେଉଛି ପରିବେଶ । ସବୁଠି ଭକ୍ତ ଓ ଭଗବାନଙ୍କ ମିଳନର ଅପୂର୍ବ ଦୃଶ୍ୟ ଦେଖିବାକୁ ମଳୁଛି । ଆଜି ମଣ୍ଡପରେ ମା’ଙ୍କର ମହା ଅଷ୍ଟମୀ ପୂଜା ଚାଲିଥିବା ବେଳେ ପୀଠରେ ଚାଲିଛି…

ଚଳଚଞ୍ଚଳ ଶକ୍ତିପୀଠ: ମଣ୍ଡପରେ ଷଷ୍ଠୀ, ପୀଠରେ ସପ୍ତମୀ ପୂଜା

ଭୁବନେଶ୍ୱର: ଆସୁଛନ୍ତି ଦୁର୍ଗତିନାଶିନୀ ମା' ଦୁର୍ଗା । ଉତ୍ସବମୁଖର ହୋଇପଢିଛି ସାରା ରାଜ୍ୟ । ସଜେଇ ହୋଇସାରିଲାଣି ସୁଉଚ୍ଚ ତୋରଣ ଓ ଆଖି ଝଲିସିବା ପରି ମେଢ । ଆଜି ଶକ୍ତିପୀଠରେ ସପ୍ତମୀ ପୂଜା ଚାଲିଥିବା ବେଳେ ମଣ୍ଡପରେ ଷଷ୍ଠୀ ପୂଜା କରାଯାଉଛି । ବେଲ ଗଛ ମୂଳେ ଷଷ୍ଠୀ ପୂଜା କରାଯିବା ପରେ…

କମ୍ପୁଛି ଶକ୍ତିପୀଠ, ଚାଲିଛି ମା’ ଭଟ୍ଟାରିକାଙ୍କ ଷୋଡଶ ଉପଚାର

କଟକ: କମ୍ପୁଛି ଶକ୍ତିପୀଠ l ଚାଲିଛି ମା' ଜଗତଜନନୀଙ୍କ ଷୋଡ଼ଶ ଉପଚାର ପୂଜା l ସେଥିପାଇଁ ଚଳଚଞ୍ଚଳ ସମସ୍ତ ଶକ୍ତିପୀଠ l ସେପଟେ କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମାଆ ଭଟ୍ଟାରିକା ପୀଠରେ ଚାଲିଛି ସ୍ୱତନ୍ତ୍ର ରୀତିନୀତି l ବିଧି ମୁତାବକ ଚାଲିଛି ସ୍ୱତନ୍ତ୍ର ପୂଜାର୍ଚ୍ଚନା ।…

ନବରାତ୍ରୀ ୨୦୨୪: ଷଷ୍ଠ ଦିନରେ ପୂଜା ପାଉଛନ୍ତି ମା’ କାତ୍ୟାୟନୀ

ଭୁବନେଶ୍ଵର: ଚାଲିଛି ନବରାତ୍ରୀ । ଏନେଇ ଉତ୍ସବ ମୁଖର ଗାଁ ଠୁ ସହର । ନବରାତ୍ରୀର ଷଷ୍ଠ ଦିନରେ ମାଆ ଆଦିଶକ୍ତି କାତ୍ୟାୟନୀଙ୍କୁ ପୂଜା କରାଯାଏ । ମା’ କାତ୍ୟାୟନୀଙ୍କ ପୂଜା ଦ୍ବାରା ଶତ୍ରୁ ସଂହାର ପାଇଁ ଶରୀରରେ ଅଦ୍ଭୁତ ଶକ୍ତି ସଞ୍ଚାର ହୋଇଥାଏ ବୋଲି ବିଶ୍ବାସ ରହିଛି । ବଜ୍ର ମଣ୍ଡଳର…

ଚାଲିଛି ଷୋଡ଼ଶ ଉପଚାର ପୂଜା, ଉଠୁଛି ପଡୁଛି ଝଙ୍କଡବାସିନୀ ମା’ ଶାରଳାଙ୍କ ପୀଠ

ଜଗତସିଂହପୁର: ଦେବୀଙ୍କ ପୀଠରେ ଚାଲିଛି ଷୋଡ଼ଶ ଉପଚାର ପୂଜା। ମୂଳାଷ୍ଟମୀ ଠାରୁ ଆରମ୍ଭ ହୋଇଥିବା ଏହି ପୂଜା ଦୁର୍ଗାଷ୍ଟମୀରେ ଶେଷ ହେବ। ଏହି ସମୟରେ ମା'ଙ୍କୁ ପ୍ରତ୍ୟେକ ଦିନ ଷୋଡ଼ଶ ଉପଚାରରେ ପୂଜା କରାଯିବ ସହ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ । ତେବେ ଷୋଳ ପୂଜା ପାଇଁ…

ନବରାତ୍ରୀ ୨୦୨୪: ପୂଜା ପାଇବେ ସ୍କନ୍ଦଙ୍କ ମାତା ସ୍କନ୍ଦମାତା

ଭୁବନେଶ୍ଵର: ପର୍ବତ ଉପରେ ରହି ସାଂସାରିକ ଜୀବଙ୍କ ମଧ୍ୟରେ ନବଚେତନାର ନିର୍ମାଣ କରୁଥିବା ମା’ ହେଉଛନ୍ତି ଦେବୀ ସ୍କନ୍ଦମାତା । ନବରାତ୍ରୀର ପଞ୍ଚମ ଦିନରେ ସ୍କନ୍ଦମାତା ରୂପରେ ମା' ଦୁର୍ଗାଙ୍କ ପୂଜାର୍ଚ୍ଚନା କରାଯାଉଛି । ସ୍କନ୍ଦ କୁମାର କାର୍ତ୍ତିକେୟଙ୍କ ମାତା ହୋଇଥିବା କାରଣରୁ ମା'ଙ୍କ ନାମ…