Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ହସ୍ତକଳା କ୍ଷେତ୍ରରେ ନୂତନ ଡିଜାଇନ ଓ ବିପଣନ ସମ୍ପର୍କିତ ଦିନିକିଆ କର୍ମଶାଳା ଆୟୋଜିତ

ଭୁବନେଶ୍ୱର : ନ୍ୟାସନାଲ ଡିଜାଇନ ସେଣ୍ଟର ଓ ବିକାଶ ଆୟୁକ୍ତ ଏବଂ ଭୁବନେଶ୍ୱର ସ୍ଥିତ ହ୍ୟାଣ୍ଡିକ୍ରାଫ୍ଟ ସର୍ଭିସ ସେଣ୍ଟରର ମିଳିତ ଆନୁକୂଲ୍ୟରେ ଓଡ଼ିଶାର ହସ୍ତକଳା କ୍ଷେତ୍ରରେ ନୂତନ ଡିଜାଇନ ଓ ବିପଣନ ସମ୍ପର୍କିତ ଏକ ଦିନିକିଆ କର୍ମଶାଳା ସ୍ଥାନୀୟ ଏକ ଘରୋଇ ହୋଟେଲରେ ଆୟୋଜିତ ହୋଇଯାଇଛି । ଏହି…

ବୁଦ୍ଧ ଆର୍ଟ ଗ୍ୟାଲେରୀରେ ପାରମ୍ପରିକ ଶିଳ୍ପୀ ଶିବିର ଉଦଘାଟିତ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡ଼େମୀ, ଓଡ଼ିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ସ୍ଥାନୀୟ ବୁଦ୍ଧ ଆର୍ଟ ଗ୍ୟାଲେରୀରେ ପାରମ୍ପରିକ କାଗଜ ମୁଖା, ଗୋବର କଣ୍ଢେଇ ଓ କାଠ କାଣ୍ଢେଇ ଶିଳ୍ପୀଙ୍କୁ ନେଇ ଏକ ନାରୀ ଶିଳ୍ପୀ ଶିବିର ଉଦ୍ଘାଟିତ ହୋଇଯାଇଛି । ୩୧ ଜଣ ମହିଳା ଶିଳ୍ପୀଙ୍କୁ ନେଇ…

୨୨ରୁ ପୁରୀରେ ଅନୁଷ୍ଠିତ ହେବ ଜାତୀୟ ନାଟକ ମହୋତ୍ସବ

ପୁରୀ : ରଙ୍ଗଶାଳା ଆନୁକୁଲ୍ୟରେ ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ଆସନ୍ତା କଲି ଅର୍ଥାତ ୨୨ତାରିଖରୁ ତ୍ରୟୋଦଶ ତମ ଜାତୀୟ ନାଟକ ମହୋତ୍ସବ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି । ଏହି ଅବସରରେ ଦେବାନନ୍ଦ ନାୟକଙ୍କୁ ନାଟ୍ୟ ସଂଜୀବନୀ ବ୍ୟୋମକେଶ ସମ୍ମାନ ଏବଂ ଲକ୍ଷ୍ମୀଧର ମିଶ୍ର, ପ୍ରସନ୍ନ…

ଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ ‘ବିଶ୍ୱ ପଖାଳ ଦିବସ’ ପାଳିତ

ଭୁବନେଶ୍ୱର : ଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ ଗୁରୁ କେଳୁଚରଣ ଗବେଷଣା କେନ୍ଦ୍ର ପରିସରର ଉତ୍କଳ ରଙ୍ଗ ମଞ୍ଚଠାରେ ବିଶ୍ଵ ପଖାଳ ଦିବସ ପାଳିତ ହୋଇଯାଇଛି । ପରିଷଦର ସଭାପତି ସଞ୍ଚିତା ମହାନ୍ତିଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମା ସୁଭଦ୍ରାଙ୍କ ବାଡ଼ଗ୍ରାହୀ ରାମଚନ୍ଦ୍ର ଦାଶ…

ଏକାମ୍ର ହାଟରେ ରାଜ୍ୟ ସ୍ତରୀୟ ହସ୍ତତନ୍ତ ମେଳା ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିଃ (ବୟନିକା) ଆନୁକୂଲ୍ୟରେ ସ୍ଥାନୀୟ ଏକାମ୍ର ହାଟରେ ଏକ ରାଜ୍ୟ ସ୍ତରୀୟ ହସ୍ତତନ୍ତ ମେଳା ବୟନ ଓ ହସ୍ତଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢୀଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଅବସରରେ…

ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ ଉଦ୍‌ଯାପିତ

ଭୁବନେଶ୍ୱର : ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପକ୍ଷରୁ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହୋଇଥିବା ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ-୨୦୨୩ ଆଜି ଉଦ୍‌ଯାପିତ ହୋଇଯାଇଛି । ଏହି ଜାତୀୟ ଜନଜାତି କଳାବସ୍ତୁ…

ଜାତୀୟ ଜନଜାତି କଳାବସ୍ତୁ ମେଳାର ଷଷ୍ଠ ସନ୍ଧ୍ୟା

ଭୁବନେଶ୍ୱର : ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପକ୍ଷରୁ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଜନଜାତି କଳାବସ୍ତୁ ପ୍ରଦର୍ଶନୀ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମର ଷଷ୍ଠ ଦିବସରେ ଜନଜାତି ପରମ୍ପରାର ନିଚ୍ଛକ ଝଲକ ଦେଖିବାକୁ…

ଜାତୀୟ ଜନଜାତି କଳାବସ୍ତୁ ମେଳାର ପଞ୍ଚମ ସନ୍ଧ୍ୟା

ଭୁବନେଶ୍ୱର : ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀର ପଞ୍ଚମ ସନ୍ଧ୍ୟାରେ ମଧ୍ୟ ଅନ୍ୟ ଦିନ ପରି ବେଶ ଭିଡ ଜମିଥିଲା । ଗୁଜୁରାଟ, ତେଲେଙ୍ଗାନା, ଅରୁଣାଞ୍ଚଳ ପ୍ରଦେଶ, ତାମିଲନାଡୁ, ଉତ୍ତରପ୍ରଦେଶ ପ୍ରଭୃତି ରାଜ୍ୟ ସମେତ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଜନଜାତି କାରିଗରମାନଙ୍କ ସମାଗମ ଓ ସେମାନଙ୍କ…

ଗୁରୁ ସିଂହାରୀ ଶ୍ୟାମସୁନ୍ଦର କରଙ୍କ ସ୍ମୃତି ଉଦ୍ଦେଶ୍ୟରେ ସଙ୍ଗୀତ ସନ୍ଧ୍ୟା

ଭୁବନେଶ୍ୱର : ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଆନୁକୂଲ୍ୟରେ ଓଡ଼ିଶୀ ସଙ୍ଗୀତ ଜଗତର ପ୍ରଖ୍ୟାତ ଏବଂ ପ୍ରବୀଣ ଗୁରୁ ସିଂହାରୀ ଶ୍ୟାମସୁନ୍ଦର କରଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଓଡ଼ିଶୀ ଗବେଷଣା କେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି…

ଏକାମ୍ର ହାଟରେ ହସ୍ତଶିଳ୍ପ ପ୍ରଦର୍ଶନୀ -୨୦୨୩ ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧିନସ୍ଥ ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ. (ଉତ୍କଳିକା) ଦ୍ୱାରା ବିକାଶ ଆୟୁକ୍ତ (ହସ୍ତଶିଳ୍ପ), ନୂଆଦିଲ୍ଲୀ ଭାରତ ସରକାର ଓ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ, ଓଡ଼ିଶା, ଭୁବନେଶ୍ୱର ଆନୁକୂଲ୍ୟରେ ଏକ ୧୦ ଦିନ…