Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଜନଜାତି କଳାବସ୍ତୁ ପ୍ରଦର୍ଶନୀର ହାତ ତିଆରି ସାମଗ୍ରୀରେ ପରମ୍ପରା ଓ ପ୍ରଗତିର ଝଲକ

ଭୁବନେଶ୍ୱର : ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀରେ କଳାବସ୍ତୁ ତିଆରି ଅତି ସୁନ୍ଦର କଳାବସ୍ତୁ ବିକ୍ରୟ ହେଉଛି । ଯାହାର ନିର୍ମାଣ ଶୈଳୀ ଖୁବ୍‌ ସରଳ…

୧୧ତମ ବାର୍ଷିକ ସୁଫିୟାନା ଓ ଆଧ୍ୟାତ୍ମିକ ସଙ୍ଗୀତ କାର୍ଯ୍ୟକ୍ରମ ‘ସମର୍ପଣ’ ଉଦଯାପିତ

ଭୁବନେଶ୍ୱର : ଓଡ଼ିଶା ପର୍ଯ୍ୟଟନ ବିଭାଗ ସହାୟତାରେ ଭୁବନେଶ୍ୱର ମ୍ୟୁଜିକ ସର୍କଲ ଦ୍ୱାରା ଅନୁଷ୍ଠିତ ହେଉଥିବା ୧୧ତମ ବାର୍ଷିକ ସୁଫିୟାନା ଓ ଆଧ୍ୟାତ୍ମିକ ସଙ୍ଗୀତ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଏହି ଅବସରରେ ଭାରତ ସରକାରଙ୍କ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର…

୧୧ ତମ ବାର୍ଷିକ ସୁଫିୟାନା ଓ ଆଧ୍ୟାତ୍ମିକ ସଙ୍ଗୀତ କାର୍ଯ୍ୟକ୍ରମ ‘ସମର୍ପଣ’ର ଦ୍ୱିତୀୟ ସନ୍ଧ୍ୟାରେ…

ଭୁବନେଶ୍ୱର : ଓଡ଼଼ିଶା ପର୍ଯ୍ୟଟନ ବିଭାଗ ଆନୁକୁଲ୍ୟରେ, ଭୁବନେଶ୍ୱର ମ୍ୟୁଜିକ ସର୍କଲ ଦ୍ୱାରା ତିନିଦିନ ଧରି ଅନୁଷ୍ଠିତ ହେଉଥିବା ୧୧ ତମ ବାର୍ଷିକ ସୁଫିୟାନା ଓ ଆଧ୍ୟାତ୍ମିକ ସଙ୍ଗୀତ କାର୍ଯ୍ୟକ୍ରମ ସମର୍ପଣର ଦ୍ୱିତୀୟ ଦିନରେ ଭୁବନେଶ୍ୱର ମ୍ୟୁଜିକ ସର୍କଲର ସଭାପତି ଅରବିନ୍ଦ ବେହେରା,…

ଏକାଦଶ ତମ ବାର୍ଷିକ ଭକ୍ତି ସଙ୍ଗୀତ ଓ ସୁଫିୟାନା ସଙ୍ଗୀତର କାର୍ଯ୍ୟକ୍ରମ ‘ସମର୍ପଣ’ ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଶା ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱର ମ୍ୟୁଜିକ ସର୍କଲ ଦ୍ୱାରା ତିନିଦିନ ଧରି ଅନୁଷ୍ଠିତ ହେବାକୁ ଥିବା ୧୧ ତମ ସୁଫିୟାନା ଓ ଆଧ୍ୟାତ୍ମିକ ସଙ୍ଗୀତ କାର୍ଯ୍ୟକ୍ରମ 'ସମର୍ପଣ' ଏକ ସ୍ଥାନୀୟ ରବିନ୍ଦ୍ର ମଣ୍ଡପ ପ୍ରେକ୍ଷାଳୟରେ ଉଦ୍‌ଘାଟିତ ହୋଇଯାଇଅଛି । ସଙ୍ଗୀତା…

ବୃନ୍ଦାବନ ମହୋତ୍ସବ ଅନୁଷ୍ଠିତ

ଭୁବନେଶ୍ୱର : ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସହଯୋଗରେ ବୃନ୍ଦାବନ ଗୁରୁକୁଳ ତରଫରୁ ପ୍ରମୁଖ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ କାର୍ଯ୍ୟକ୍ରମ ଅଷ୍ଟମ ବୃନ୍ଦାବନ ମହୋତ୍ସବ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି।…

ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜାତୀୟ ମହିଳା ଚିତ୍ରଶିଳ୍ପୀ ଶିବିର ଉଦଘାଟିତ

କୋଣାର୍କ : ଓଡ଼ିଶା ଲଳିତ କଳା ଏକାଡେମୀ, ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଇକୋ ରିଟ୍ରିଟ ସେଣ୍ଟର୍, କୋଣାର୍କଠାରେ ଜାତୀୟସ୍ତରୀୟ ମହିଳା ଚିତ୍ରଶିଳ୍ପୀ ଶିବିର ଉଦଘାଟିତ ହୋଇଯାଇଛି । ଏହି ଶିବିରକୁ ରାଜ୍ୟ ଓଡ଼ିଆ ଭାଷା,…

ଆଗାମୀ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ ‘ବୃନ୍ଦାବନ ମହୋତ୍ସବ’

ଭୁବନେଶ୍ୱର : ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସହଯୋଗରେ ବୃନ୍ଦାବନ ଗୁରୁକୁଳ ତରଫରୁ ଆଗାମୀ ମାର୍ଚ୍ଚ ୮ ତାରିଖରେ ପ୍ରମୁଖ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ କାର୍ଯ୍ୟକ୍ରମ 'ଅଷ୍ଟମ ବୃନ୍ଦାବନ ମହୋତ୍ସବ' ଅନୁଷ୍ଠିତ ହେବ ।…

ବାଉଁଶ ହସ୍ତଶିଳ୍ପ ଉପରେ ରାଜ୍ୟସ୍ତରୀୟ କର୍ମଶାଳା

ଭୁବନେଶ୍ୱର : ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ସ୍ଥାନୀୟ ଅତିଥି ଭବନଠାରେ ବାଉଁଶ ହସ୍ତଶିଳ୍ପ ଉପରେ ଦିିନିକିଆ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବାଉଁଶ ଶିଳ୍ପରେ ଡିଜାଇନ୍‌, ସହନୀୟତା ଓ ଉତ୍ପାଦର ସମ୍ଭାବ୍ୟ ଅଭିବୃଦ୍ଧି ଉପରେ…

ଜାତୀୟ ସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ୨୦୨୩ ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧିନସ୍ଥ ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିଃ (ଉତ୍କଳିକା) ଦ୍ୱାରା ବିକାଶ ଆୟୁକ୍ତ (ହସ୍ତଶିଳ୍ପ), ନୂଆଦିଲ୍ଲୀ ଭାରତ ସରକାର ଓ ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ଓଡ଼ିଶା, ଭୁବନେଶ୍ୱରଙ୍କ ଆର୍ଥିକ ସହାୟତାରେ ୧୦…

ଆଦିବାସୀ ମେଳା-୨୦୨୩ ଉଦ୍‌ଯାପିତ

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଫେବୃଆରୀ ୨୦ ତାରିଖରୁ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆଠାରେ ଆରମ୍ଭ ହୋଇଥିବା ରାଜ୍ୟସ୍ତରୀୟ ଆଦିବାସୀ ମେଳା ଉଦ୍‌ଯାପିତ ହୋଇଛି । ଉଦ୍‌ଯାପନୀ ଦିବସର ଓଡ଼ିଶାର ଅନୁସୂଚିତ ଜନଜାତି ଓ…