Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଆଦିବାସୀ ମେଳାର ଅଷ୍ଟମ ଦିବସରେ ସ୍ୱୟଂ ସହାୟକ ଗୋଷ୍ଠୀର ସଫଳତାର ଝଲକ

ଭୁବନେଶ୍ୱର : ରାଜଧାନୀର ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଆଦିବାସୀ ମେଳା ସରିବା ସମୟ ଆସିଲାଣି । ଜନଜାତି ଅଞ୍ଚଳର ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ବିଶେଷ ଭାବରେ ସେମାନଙ୍କ ଜୀବନଯାତ୍ରାରେ ପରିବର୍ତ୍ତନ ଆଣିବା କ୍ଷେତ୍ରରେ କିପରି ସହାୟକ ହୋଇଛନ୍ତି, ମେଳା ପରିସରରେ ଖୋଲିଥିବା…

ଆଦିବାସୀ ମେଳା-୨୦୨୩ ମେଳାର ସପ୍ତମ ଦିବସ

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆଠାରେ ଫେବୃଆରୀ ୨୦ ତାରିଖଠାରୁ ଆରମ୍ଭ ହୋଇଥିବା ଆଦିବାସୀ ମେଳା ଆଜି ସପ୍ତମ ଦିବସରେ ପହଞ୍ଚିଛି । ଏସ୍‌ସିଏସ୍‌ଟିଆର୍‌ଟିଆଇର ପ୍ରକାଶନ ଷ୍ଟଲ,…

ଅବିକା ୨୦୨୩ କ୍ୟାଲେଣ୍ଡର ଗ୍ରାଣ୍ଡଫିନାଲେ, ଶୁଭାଙ୍ଗୀ ସାମନ୍ତ “ଫେସ୍ ଅଫ୍ ଦ ଇୟର”

ଭୁବନେଶ୍ୱର  : ରାଜ୍ୟର ପାରମ୍ପରିକ ହସ୍ତତନ୍ତ ଏବଂ ବୁଣାକାରମାନଙ୍କୁ ଉତ୍ସାହିତ କରିବା ପାଇଁ 'ଅବିକା ତରଫରୁ ଆୟୋଜିତ କ୍ୟାଲେଣ୍ଡର ମଡେଲ୍ ପ୍ରତିଯୋଗିତା-୩ର ଗ୍ରାଣ୍ଡ ଫିନାଲେ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପ୍ରେକ୍ଷାଳୟରେ ଆୟୋଜିତ ହୋଇଯାଇଛି । ଚୂଡାନ୍ତ…

ଷଷ୍ଠ ସନ୍ଧ୍ୟାରେ ଆଦିବାସୀ ମେଳା

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆଠାରେ ଫେବୃଆରୀ ୨୦ ତାରିଖଠାରୁ ଆୟୋଜିତ ହେଉଥିବା ଆଦିବାସୀ ମେଳା-୨୦୨୩ର ଷଷ୍ଠ ସନ୍ଧ୍ୟାରେ ସାମଗ୍ରିକ ଭାବରେ ଆଦିବାସୀମାନଙ୍କର ସାମାଜିକ, ଅର୍ଥନୈତିକ ଓ…

ପଞ୍ଚମ ଦିନରେ ଆଦିବାସୀ ମେଳା

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌୧ ସ୍ଥିତ ପଡ଼ିଆରେ ଚାଲିଥିବା ଆଦିବାସୀ ମେଳା ଆଜି ପଞ୍ଚମ ଦିନରେ ପହଞ୍ଚିଛି । ଆଦିବାସୀମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀଗୁଡ଼ିକ ବିଶୁଦ୍ଧ ଏବଂ ଏଥିରେ ଜୈବିକ ଗୁଣ ଏ ଯାବତ୍‌ ଅକ୍ଷୁଣ୍ଣ…

ଆଦିବାସୀ ମେଳା ୨୦୨୩ର ଚତୁର୍ଥ ଦିବସ

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ଚାଲିଥିବା ଆଦିବାସୀ ମେଳାର ଚତୁର୍ଥ ଦିବସରେ ପରମ୍ପରା ସହିତ ପ୍ରଗତିର ଝଲକ ଦେଖିବାକୁ ମିଳୁଛି । ବଣପାହାଡ଼ ଘେରା ଆଦିବାସୀ ଅଞ୍ଚଳରେ ରହିଥିବା ଗ୍ରାମଗୁଡ଼ିକରେ ଥିବା ପ୍ରାଚୀନ ଜନଜାତି ଦୁନିଆର ୧୦ଟି ପ୍ରାଚୀନ…

ଆଦିବାସୀ ମେଳା ୨୦୨୩ର ତୃତୀୟ ଦିବସ

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆଠାରେ ଆରମ୍ଭ ହୋଇଥିବା ଆଦିବାସୀ ମେଳାରେ ଆଦିବାସୀମାନଙ୍କର ସାମଗ୍ରିକ ବିକାଶର ପ୍ରତିଫଳନ ଦେଖିବାକୁ ମିଳୁଛି। ବିଭିନ୍ନ ଜନଜାତି ବର୍ଗ ଦ୍ୱାରା ଉତ୍ପାଦିତ…

ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ୪୦ ତମ ରାଜ୍ୟ ଚାରୁକଳା ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ୪୦ ତମ ରାଜ୍ୟ ଚାରୁକଳା ପ୍ରଦର୍ଶନୀ ରାଜ୍ୟ ସଂଗ୍ରହାଳୟ ପରିସରରେ ଥିବା କଳିଙ୍ଗ ଆର୍ଟ ଗ୍ୟାଲେରୀରେ ଉଦଘାଟିତ ହୋଇଯାଇଛି।ଏହି ଅବସରରେ କଳାକୃତିଗୁଡିକର ଏକ ରଙ୍ଗୀନ କ୍ୟାଟଲଗ ଅତିଥିମାନଙ୍କ ଦ୍ଵାରା…

ଆରମ୍ଭ ହେଲା ଆଦିବାସୀ ମେଳା ଓ ସାଂସ୍କୃତିକ ଉତ୍ସବ-୨୦୨୩

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆଠାରେ ଆଦିବାସୀ ମେଳା-୨୦୨୩ ଆରମ୍ଭ ହୋଇଯାଇଛି । ଏହି ମେଳାରେ କଳାବସ୍ତୁ ପ୍ରଭାଗରେ ସମୁଦାୟ ୧୩ଟି ଷ୍ଟଲ ରହିଛି । ଧରଣୀପେନୁ ଢୋକରା କାରିଗରୀ ସମିତି,…

‘ସ୍ନେହା ସମ୍ପୂର୍ଣ୍ଣା’ର ପ୍ରଥମ ହସ୍ତତନ୍ତ ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ବର  :  ସମାଜସେବୀ ତଥା ସ୍ତମ୍ବକାର ପ୍ରୀତିଛନ୍ଦା ଧଳ, ସାହିତ୍ୟିକା ବନ୍ଦନା ପଣ୍ଡା ଓ ସମାଜସେବୀ ସଂଘମିତ୍ରା ପାଢ଼ୀଙ୍କ ମିଳିତ ଉଦ୍ୟମରେ ଓଡ଼ିଶାର ମହିଳା ବୁଣାକାରଙ୍କୁ ସ୍ୱାବଲମ୍ବୀ କରିବା ଦିଗରେ ଏକ ହସ୍ତତନ୍ତ ପ୍ରଦର୍ଶନୀ 'ସ୍ନେହା ସମ୍ପୂର୍ଣ୍ଣା' ସ୍ଥାନୀୟ ମହାବୋଧି ସୋସାଇଟିର…