Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟାରେ ଅତିଥି ଭାବରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅଶ୍ୱଥି ଏସ୍‌, ଯୋଗଦେଇ ଥିଲେ । ଏହି କାର୍ଯ୍ୟକ୍ରମରେ ମଞ୍ଚରେ ହସ୍ତତନ୍ତ,…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟା ମୁଖ୍ୟ ଅତିଥି ଭାବରେ ୱାଲାର୍ ସ୍କିଲ ସେଣ୍ଟର୍‌ର ମୁଖ୍ୟ ନିର୍ବାହୀ ଅଧିକାରୀ ଅଳକା ମିଶ୍ର, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଅଷ୍ଟମ ସନ୍ଧ୍ୟା

ଭୁବନେଶ୍ୱର : ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଅଷ୍ଟମ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ସପ୍ତମ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ସପ୍ତମ ସନ୍ଧ୍ୟାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗର କମିଶନର ତଥା ଶାସନ ସଚିବଭାସ୍କର ଜ୍ୟୋତି ଶର୍ମା, ଏବଂ…

ଜାତୀୟ ନାଟ୍ୟ ଉତ୍ସବ ‘ପୂର୍ବ ରଙ୍ଗ’ ଆୟୋଜିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ,ପୂର୍ବାଞ୍ଚଳ ସାଂସ୍କୃତିକ କେନ୍ଦ୍ର ଏବଂ କୋଲକାତାର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଜାତୀୟ ନାଟ୍ୟ ଉତ୍ସବ-୨୦୧୩ ଅନୁଷ୍ଠିତ ହେଉଛି । ଏହି ନାଟ୍ୟ ଉତ୍ସବରେ ଦ୍ଵିତୀୟ ଦିନରେ…

ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଉଦଯାପିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ଦ୍ୱାରା ଆୟୋଜିତ ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ…

ଗୁରୁ କେଳୁ ଚରଣ ମହାପାତ୍ରଙ୍କ ୯୭ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟଶିଳ୍ପୀ ଗୁରୁ କେଳୁ ଚରଣ ମହାପାତ୍ରଙ୍କ ୯୭ତମ ଜୟନ୍ତୀ ଉତ୍ସବ ଓଡ଼ିଶୀ ଗବେଷଣା କେନ୍ଦ୍ର ପରିସରରେ ପାଳିତ ହୋଇଯାଇଛି । ଏହି ଅବସରରେ ଓଡ଼ିଶୀ ନୃତ୍ୟଗୁରୁ ନିତ୍ୟାନନ୍ଦ ଦାସ, ସୁକାନ୍ତ କୁମାର କୁଣ୍ଡୁ, ପ୍ରୀତିପ୍ରଜ୍ଞା ନାୟକ, ସୌମ୍ୟା ଶୁଭଦର୍ଶିନୀ,…

ଆନ୍ତର୍ଜାତିକ ଓଡ଼ିଶୀ ନୃତ୍ୟୋତ୍ସବ ଉଦଯାପିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଆନୁକୂଲ୍ୟରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ଆନ୍ତର୍ଜାତିକ ଓଡ଼ିଶୀ ନୃତ୍ୟୋତ୍ସବ ଉଦଯାପିତ ହୋଇଯାଇଛି । ଏହି ଅବସରରେ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିବା…

କଳାହାଣ୍ଡି କନକ୍ଲେଭ ଅବସରରେ ଜନଜାତି ସାମଗ୍ରୀ ପ୍ରଦର୍ଶନୀ ଆୟୋଜିତ

ଭବାନୀପାଟଣା : ଜନଜାତି ସାଧନ କେନ୍ଦ୍ର ପକ୍ଷରୁ କଳାହାଣ୍ଡି କନକ୍ଲେଭ୍ ଅବସରରେ 'ଚାଲ୍ ଦେଖମା ଆମର୍ କଳାହାଣ୍ଡି' ଶୀର୍ଷକରେ ଏକ ଜନଜାତି ସାମଗ୍ରୀ ପ୍ରଦର୍ଶନୀ ଆୟୋଜିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ର ପକ୍ଷରୁ ନିର୍ମିତ ଆଦିବାସୀ କୁଟୀର, ମଞ୍ଚା, ଲୁପ୍ତପ୍ରାୟ ଅଳଙ୍କାର, ଅସ୍ତ୍ରଶସ୍ତ୍ର,…

ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୯୦ ବର୍ଷ ପୂର୍ତ୍ତି ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ୯୦ ବର୍ଷ ପୂର୍ତ୍ତି ଅବସରରେ ଏକ ଭବ୍ୟ ଉତ୍ସବ ସଂଗ୍ରହାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଉଦ୍ଘାଟକ ଭାବରେ ଯୋଗ ଦେଇଥିଲେ । ରାଜ୍ୟ ସଂଗ୍ରହାଳୟକୁ…