Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଆରମ୍ଭ ହେଲା ଆଦିବାସୀ ମେଳା ଓ ସାଂସ୍କୃତିକ ଉତ୍ସବ-୨୦୨୩

ଭୁବନେଶ୍ୱର : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆଠାରେ ଆଦିବାସୀ ମେଳା-୨୦୨୩ ଆରମ୍ଭ ହୋଇଯାଇଛି । ଏହି ମେଳାରେ କଳାବସ୍ତୁ ପ୍ରଭାଗରେ ସମୁଦାୟ ୧୩ଟି ଷ୍ଟଲ ରହିଛି । ଧରଣୀପେନୁ ଢୋକରା କାରିଗରୀ ସମିତି,…

‘ସ୍ନେହା ସମ୍ପୂର୍ଣ୍ଣା’ର ପ୍ରଥମ ହସ୍ତତନ୍ତ ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ବର  :  ସମାଜସେବୀ ତଥା ସ୍ତମ୍ବକାର ପ୍ରୀତିଛନ୍ଦା ଧଳ, ସାହିତ୍ୟିକା ବନ୍ଦନା ପଣ୍ଡା ଓ ସମାଜସେବୀ ସଂଘମିତ୍ରା ପାଢ଼ୀଙ୍କ ମିଳିତ ଉଦ୍ୟମରେ ଓଡ଼ିଶାର ମହିଳା ବୁଣାକାରଙ୍କୁ ସ୍ୱାବଲମ୍ବୀ କରିବା ଦିଗରେ ଏକ ହସ୍ତତନ୍ତ ପ୍ରଦର୍ଶନୀ 'ସ୍ନେହା ସମ୍ପୂର୍ଣ୍ଣା' ସ୍ଥାନୀୟ ମହାବୋଧି ସୋସାଇଟିର…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟାରେ ଅତିଥି ଭାବରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅଶ୍ୱଥି ଏସ୍‌, ଯୋଗଦେଇ ଥିଲେ । ଏହି କାର୍ଯ୍ୟକ୍ରମରେ ମଞ୍ଚରେ ହସ୍ତତନ୍ତ,…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟା ମୁଖ୍ୟ ଅତିଥି ଭାବରେ ୱାଲାର୍ ସ୍କିଲ ସେଣ୍ଟର୍‌ର ମୁଖ୍ୟ ନିର୍ବାହୀ ଅଧିକାରୀ ଅଳକା ମିଶ୍ର, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଅଷ୍ଟମ ସନ୍ଧ୍ୟା

ଭୁବନେଶ୍ୱର : ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଅଷ୍ଟମ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ସପ୍ତମ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ସପ୍ତମ ସନ୍ଧ୍ୟାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗର କମିଶନର ତଥା ଶାସନ ସଚିବଭାସ୍କର ଜ୍ୟୋତି ଶର୍ମା, ଏବଂ…

ଜାତୀୟ ନାଟ୍ୟ ଉତ୍ସବ ‘ପୂର୍ବ ରଙ୍ଗ’ ଆୟୋଜିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ,ପୂର୍ବାଞ୍ଚଳ ସାଂସ୍କୃତିକ କେନ୍ଦ୍ର ଏବଂ କୋଲକାତାର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଜାତୀୟ ନାଟ୍ୟ ଉତ୍ସବ-୨୦୧୩ ଅନୁଷ୍ଠିତ ହେଉଛି । ଏହି ନାଟ୍ୟ ଉତ୍ସବରେ ଦ୍ଵିତୀୟ ଦିନରେ…

ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଉଦଯାପିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ଦ୍ୱାରା ଆୟୋଜିତ ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ…

ଗୁରୁ କେଳୁ ଚରଣ ମହାପାତ୍ରଙ୍କ ୯୭ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟଶିଳ୍ପୀ ଗୁରୁ କେଳୁ ଚରଣ ମହାପାତ୍ରଙ୍କ ୯୭ତମ ଜୟନ୍ତୀ ଉତ୍ସବ ଓଡ଼ିଶୀ ଗବେଷଣା କେନ୍ଦ୍ର ପରିସରରେ ପାଳିତ ହୋଇଯାଇଛି । ଏହି ଅବସରରେ ଓଡ଼ିଶୀ ନୃତ୍ୟଗୁରୁ ନିତ୍ୟାନନ୍ଦ ଦାସ, ସୁକାନ୍ତ କୁମାର କୁଣ୍ଡୁ, ପ୍ରୀତିପ୍ରଜ୍ଞା ନାୟକ, ସୌମ୍ୟା ଶୁଭଦର୍ଶିନୀ,…

ଆନ୍ତର୍ଜାତିକ ଓଡ଼ିଶୀ ନୃତ୍ୟୋତ୍ସବ ଉଦଯାପିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଆନୁକୂଲ୍ୟରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ଆନ୍ତର୍ଜାତିକ ଓଡ଼ିଶୀ ନୃତ୍ୟୋତ୍ସବ ଉଦଯାପିତ ହୋଇଯାଇଛି । ଏହି ଅବସରରେ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିବା…