Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

୫୫ତମ ସଂସ୍କୃତି ଚର୍ଚ୍ଚା ସମ୍ପାନ ଆୟୋଜିତ

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ଅଭିଲେଖାଗାର ପରିସରରେ ଆଜାଦି କା ଅମୃତ ମହୋତ୍ସବ ଉପଲକ୍ଷେ, ୫୫ତମ ସ୍ୱତନ୍ତ୍ର ସଂସ୍କୃତି ଚର୍ଚ୍ଚା ସମ୍ପାନ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ରଞ୍ଜନ କୁମାର ଦାସଙ୍କ ସଭାପତିତ୍ୱରେ ସୁରେଶ ଚନ୍ଦ୍ର ଦଳାଇ ମୁଖ୍ୟ ଅତିଥି, ପ୍ରାକ୍ତନ ଶାସନ ସଚିବ ମନୋରଞ୍ଜନ…

ଅକ୍ଟୋବର ୨ରୁ ଆୟୋଜିତ ହେବ ଏକାମ୍ର ସଂସ୍କୃତି ସନ୍ଧ୍ୟା

ଭୁବନେଶ୍ୱର : ଓଡ଼ିଆ ଭାଷା ସାହିତ୍ୟର, ସଂସ୍କୃତି, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ଏବଂ ପର୍ଯ୍ୟଟନ ବିଭାଗର ମିଳିତ ସହଯୋଗରେ,  ଆସନ୍ତା ଅକ୍ଟୋବର ୨ରୁ ସ୍ଥାନୀୟ ଏକାମ୍ର ହାଟରେ ଏକାମ୍ର ସାଂସ୍କୃତିକ ସନ୍ଧ୍ୟା ଆୟୋଜିତ ହେବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶାର ପାରମ୍ପରିକ ଖାଦ୍ୟପେୟ,…

ଲଉଡ଼ି ଓ ଢାପ ନୃତ୍ୟ ସହ ଆମ ଲୋକକଳା ଆମ ସଂସ୍କୃତିର ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ୱର : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ , ଆଜାଦି କା ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଏକ ସ୍ୱତନ୍ତ୍ର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳ ଜିଲ୍ଲାର ଆଦିପୁରର ଲଉଡ଼ି ନୃତ୍ୟ , ବଲାଙ୍ଗୀର…

‘ଇନ୍ଟାକ’ର ବାର୍ଷିକ ଐତିହ୍ୟ କୁଇଜ୍ ପ୍ରତିଯୋଗିତା

ଭୁବନେଶ୍ୱର : ଇଣ୍ଡିଆନ ନେସନାଲ ଟ୍ରଷ୍ଟ ଫର ଆର୍ଟ ଆଣ୍ଡ କଲ୍ଚରାଲ ହେରିଟେଜ ( ଇନ୍ଟାକ ) ପକ୍ଷରୁ ବାର୍ଷିକ ଐତିହ୍ୟ କୁଇଜ୍ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନଲାଇନ ମାଧ୍ୟମରେ ଆୟୋଜିତ ହୋଇଯାଇଛି। ଏହି ପ୍ରତିଯୋଗିତାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ, ଇନ୍ଟାକର ରାଜ୍ୟ ଆବାହକ ତଥା…

ସୁସ୍ମିତା ଦାସ ହେଲେ ଓଡ଼ିଶା ହସ୍ତତନ୍ତ କାର୍ଣ୍ଣିଭାଲର ବ୍ରାଣ୍ଡ ଅମ୍ବାସେଡର

ଭୁବନେଶ୍ୱର : ଆଗାମୀ ଡିସେମ୍ବର ମାସରେ 'ଅବିକା’ ଦ୍ୱାରା ‘ଓଡ଼ିଶା ହସ୍ତତନ୍ତ କାର୍ଣ୍ଣିିର୍ଭାଲ୍‍’ର ଦ୍ୱିତୀୟ ସଂସ୍କରଣ ଆୟୋଜିତ ହେବାକୁ ସ୍ଥିର କରାଯାଇଛି । ଓଡ଼ିଶାର ହସ୍ତତନ୍ତ ତଥା ପାରମ୍ପରିକ ବୁଣାକାରମାନଙ୍କୁ ଉତ୍ସାହିତ କରିବା ପାଇଁ ଏହି କାର୍ଣ୍ଣିିର୍ଭାଲର ଆୟୋଜନ କରାଯାଏ । ଏହି…

ଚିତ୍ର ଜଗତର ଏକ ନୂତନ ସମ୍ଭାବନା : ଯୁବଶିଳ୍ପୀ ରାକେଶ ପାତ୍ର

କଳା ଓ କାରିଗରୀକୁ ନେଇ ପ୍ରିୟରଞ୍ଜନ କରଙ୍କ ସ୍ୱତନ୍ତ୍ର ଉପସ୍ଥାପନା  ନିକଟରେ ମହମରେ କ୍ଷୁଦ୍ରତମ ବୁଦ୍ଧ ମୂର୍ତ୍ତି ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି ଯାଜପୁର ବ୍ଲକ ନାଥ ସାହିର ଯୁବଶିଳ୍ପୀ ରାକେଶ କୁମାର ପାତ୍ର । ନିଜର ଭିନ୍ନ ଚିନ୍ତା ଧାରା ଓ ତାଙ୍କ ଭିତରେ ଥିବା ଜନ୍ମଗତ କଳା ତାଙ୍କୁ…

ଅନ୍ତରା ଚକ୍ରବର୍ତ୍ତୀ ପାଇଲେ ପ୍ରଥମ ‘ଶାନ୍ତିରାଜ ସ୍ମୃତି ସମ୍ମାନ’

ଭୁବନେଶ୍ୱର : କୁନ୍ଦନ କ୍ରିଏସନ, ଲିସା କ୍ରିଏସନ ଆଣ୍ଡ ଏଣ୍ଟରଟେନମେଣ୍ଟ ଓ ମୁଡ ସୁଇଙ୍ଗ ଓଡ଼ିଶା ଆନୁକୂଲ୍ୟରେ, ସ୍ଥାନୀୟ ମାଷ୍ଟର କ୍ୟାଣ୍ଟିନ ନିକଟସ୍ଥ ପ୍ରେସ କ୍ଳବ ପରିସରରେ ଓଡ଼ିଶାର ସ୍ୱନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ତଥା ପରିଚାଳକ ଶାନ୍ତିରାଜ ଖୋସଲାଙ୍କ ସ୍ମୃତିରେ "ଶାନ୍ତିରାଜ ସ୍ମୃତି…

୨୬ ଦିନିଆ ଝୋଟ ହସ୍ତକଳାର ଡିଜାଇନ କର୍ମଶାଳା ଉଦଯାପିତ

ବାଲେଶ୍ୱର : ଅହମଦାବାଦର ଇଣ୍ଟରପ୍ରୁନରସିପ ଡେଭଲପମେଣ୍ଟ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ( ଇଡିଆଇ) ଓ ଆସେନଚର ସଂସ୍ଥା ଏବଂ ଭୂବନେଶ୍ୱରର ସ୍ୱେଚ୍ଛାସେବୀ ସଂଗଠନ (ଏଫଡିଆଇ)ର ମିଳିତ ଉଦ୍ୟମରେ, ୨୬ ଦିନ ଧରି ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଳକ ନାବରାଠାରେ ଆୟୋଜିତ 'ଝୋଟ ହସ୍ତକଳାର ଡିଜାଇନ କର୍ମଶାଳା'…

ମନ୍ଦିରରେ ମିଳୁଛି ନୁଡୁଲ୍ସ ଓ ଚପ୍‌’ସି ପ୍ରସାଦ

ଭୁବନେଶ୍ୱର: ବିଭିନ୍ନ ସଂସ୍କୃତି ଓ ସମ୍ପ୍ରଦାୟକୁ ନେଇ ସାରା ବିଶ୍ୱରେ ଭାରତର ରହିଛି ସ୍ୱତନ୍ତ୍ର ପରିଚୟ । ଏଠି ରହିଛି ବିଭିନ୍ନ ଦେବାଦେବୀଙ୍କ ମନ୍ଦିର । ଭିନ୍ନ ମନ୍ଦିରମାନଙ୍କରେ ରହିଛି ବିଭିନ୍ନ ପ୍ରସାଦ ପ୍ରସ୍ତୁତି ପରମ୍ପରା । ତେବେ ଭାରତରେ ଏପରି ବି କିଛି ମନ୍ଦିର ରହିଛି, ଯେଉଁଠି…

ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ରାଜ୍ୟସ୍ତରୀୟ ଅଭିମୁଖୀକରଣ କାର୍ଯ୍ୟକ୍ରମ ଉଦଯାପିତ

ଭୁବନେଶ୍ୱର : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ୟୁନିସେଫର ମିଳିତ ଉଦ୍ୟମରେ ଆରମ୍ଭ ହୋଇଥିବା ରାଜ୍ୟସ୍ତରୀୟ ଅଭିମୁଖି କାର୍ଯ୍ୟକ୍ରମ "କୋଭିଡ ପ୍ଲସ ଅନ ହ୍ବିଲ " ଉଦଯାପିତ ହୋଇଯାଇଛି। କୋଭିଡର ତୃତୀୟ ଲହରକୁ ନଜରରେ ରଖି ସଚେତନତା ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।…