Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

୨୩ରେ ଅନୁଷ୍ଠିତ ହେବ ଓଡ଼ିଶୀ ଆସର

ଭୁବନେଶ୍ୱର : ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଓଡ଼ିଶୀ ଆସର ୨୩ ମାର୍ଚ୍ଚରେ କେନ୍ଦ୍ର ପରିସରରେ ଥିବା ଉତ୍କଳ ରଙ୍ଗମଞ୍ଚରେ ଅନୁଷ୍ଠିତ ହେବ ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଅବସରରେ ଗାୟନ, ବାଦନ ସହିତ ସାତଜଣ ବିଶିଷ୍ଟ ଗୁରୁ ମାନଙ୍କ…

ଶ୍ରୋତାଙ୍କୁ ବାନ୍ଧି ରଖିଲା ସୋହିନୀ ବସୁଙ୍କ ନଜରୁଲ ଗୀତି

ଭୁବନେଶ୍ୱର : ଭୁବନେଶ୍ୱର ମ୍ୟୁଜିକ ସର୍କଲ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ସୁଫିୟାନା ଓ ଆଧ୍ୟାତ୍ମିକ ସଙ୍ଗୀତ କାର୍ଯ୍ୟକ୍ରମ 'ସମର୍ପଣ'ର ଦ୍ଵିତୀୟ ସନ୍ଧ୍ୟାରେ ପାରମ୍ପରିକ ସୁଫି କଲାମ ଓ କାଜି ନଜୁରୂଲ ଇସଲାମଙ୍କ ଦ୍ୱାରା ରଚିତ ନଜରୁଲ ଗୀତି ଶ୍ରୋତାଙ୍କୁ ବାନ୍ଧି ରଖିଥିଲା। ସନ୍ଧ୍ୟାର…

ଫୋଟୋ ଚିତ୍ର ପ୍ରଦର୍ଶନୀ ‘ଆଜାଦୀ କା ଅମୃତ ମହୋତ୍ସବ’ ଉଦଯାପିତ

ଭୁବନେଶ୍ୱର : ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ୫ ଦିନିଆ 'ଆଜାଦୀ କା ଅମୃତ ମହୋତ୍ସବ' ଶୀର୍ଷକ ଫୋଟୋ ଚିତ୍ର ପ୍ରଦର୍ଶନୀ ଉଦଯାପିତ ହୋଇଯାଇଛି। ଏହି ଅବସର 'ଓଡ଼ିଶାରେ ଗାନ୍ଧୀ 'ବିଷୟ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନା ଚକ୍ରକୁ ଭାରତୀୟ ସୂଚନା ସେବାର ବରିଷ୍ଠ…

ଓଡ଼ିଶା ଲଳିତ କଳା ଏକାଡେମୀର ୬୧ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀର ୬୧ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି।  ଏହି ଅବସରରେ ଧର୍ମପଦ ପୁରସ୍କାର ପ୍ରାପ୍ତ ଓଡ଼ିଶାର ୧୩ ଜଣ ଦିବଂଗତ ଚିତ୍ରଶିଳ୍ପୀଙ୍କ ତୈଳଚିତ୍ର ପ୍ରଦର୍ଶିତ କରାଯାଇ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ଏକାଡେମୀର ସଭାପତି ସୁଦର୍ଶନ…

୧୬ରେ ଗୁରୁ ଦେବପ୍ରସାଦ ଦାସଙ୍କ ୩୪ତମ ଶ୍ରଦ୍ଧାଞ୍ଜଳି ସମାରୋହ

ଭୁବନେଶ୍ୱର : ବିଶିଷ୍ଟ ନୃତ୍ୟ ଅନୁଷ୍ଠାନ ତ୍ରିଧାରା ତରଫରୁ ଆସନ୍ତା ୧୬ ମାର୍ଚ୍ଚରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ୩୪ତମ ଶ୍ରଦ୍ଧାଞ୍ଜଳି ସମାରୋହ  ଆୟୋଜିତ ହେବ। ଗୁରୁ ଦେବପ୍ରସାଦ ଦାସଙ୍କ ସ୍ମୃତିରେ ପ୍ରତିବର୍ଷ ଏହି ସମାରୋହ ଅନୁଷ୍ଠିତ ହୋଇଥାଏ। ଏହି ଅବସରରେ ଗୁରୁ ଦେବପ୍ରସାଦ ଦାସଙ୍କ…

ଉନ୍ମୋଚିତ ହେବ ଦିବଂଗତ ଚିତ୍ରଶିଳ୍ପୀଙ୍କ ତୈଳଚିତ୍ର

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀର ୬୧ତମ ପ୍ରତିଷ୍ଠା ଦିବସ ପାଳନ କାରାଯିବ ବୋଲି ଏକାଦେମୀ ତରଫରୁ ସୂଚନା ଦିଆଯାଇଛି। ଏହି ଅବସରରେ ଆଜି ଅପରାହ୍ନରେ ଓଡ଼ିଶାର ପୂର୍ବତନ ବିଶିଷ୍ଟ ଦିବଂଗତ ଚିତ୍ରଶିଳ୍ପୀ ମାନଙ୍କ ତୈଳଚିତ୍ର ଏକାଡେମୀର ଏକ କକ୍ଷରେ  ଉନ୍ମୋଚିତ ହେବ ବୋଲି ଏକାଡେମୀର…

ଦର୍ଶକଙ୍କୁ ବାନ୍ଧି ରଖିଲା ଧବାଲ କ୍ଷତ୍ରୀଙ୍କ କ୍ରିଏଟିଭ ପେଣ୍ଟିଂ

ଭୁବନେଶ୍ୱର : ତିନିଦିନ ଧରି ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ୧୫ତମ ଗୁରୁ ଦକ୍ଷିଣା ଉତ୍ସବ ଉଦଯାପିତ ହୋଇଯାଇଛି।  ଉଦଯାପନ ସମାରୋହରେ ଚିନ୍ମୟୀ କ୍ଲାସିକ ଅନୁଷ୍ଠାନର ଶିଳ୍ପୀ ମାନେ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ। ପରେ ପ୍ରଖ୍ୟାତ ଭିନ୍ନକ୍ଷମ ଚିତ୍ରଶିଳ୍ପୀ ଧବାଲ କ୍ଷତ୍ରୀଙ୍କ ଦ୍ଵାରା…

 ଆଜିଠୁ ଗୁରୁ ଦକ୍ଷିଣା ଉତ୍ସବ

ଭୁବନେଶ୍ୱର : କଳାଶ୍ରମ ନୃତ୍ୟ ଅନୁଷ୍ଠାନ ଆନୁକୂଲ୍ୟରେ ଆଜିଠାରୁ ଆରମ୍ଭ ହେବ ୧୫ତମ ଗୁରୁ ଦକ୍ଷିଣା ଉତ୍ସବ ୨୦୨୦-୨୧ । ୧୧ ତାରିଖ ଯାଏଁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଗୁରୁ ଶିଷ୍ୟର ଆଦର୍ଶ ପରମ୍ପରାକୁ ଆଗକୁ ବଢ଼ାଇବା ଲକ୍ଷ୍ୟ ରହିଛି ।…

ବୁଦ୍ଧଆର୍ଟ ଗ୍ୟାଲେରିରେ ରାଜ୍ୟସ୍ତରୀୟ ନାରୀ ଚିତ୍ରଶିଳ୍ପୀ ଶିବିର

ଭୁବନେଶ୍ୱର : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ତିନି ଦିନ ଧରି ରାଜ୍ୟସ୍ତରୀୟ ନାରୀ ଚିତ୍ରଶିଳ୍ପୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୁଦ୍ଧଆର୍ଟ ଗ୍ୟାଲେରୀ ପରିସରରେ ଏକ ପ୍ରଦର୍ଶନୀର ଆୟୋଜନ…

ଚତୁର୍ଥ ଅନ୍ତର୍ଜାତୀୟ ଶିଶୁ ଚିତ୍ରକଳା ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ୱର :  ଧଉଳି କଳା ମହୋତ୍ସବ ଅବସରରେ ଧଉଳି ଚାରୁକଳା ମହାବିଦ୍ୟାଳୟ ଦ୍ୱାରା ଆୟୋଜିତ ଚତୁର୍ଥ ଅନ୍ତର୍ଜାତୀୟ ଶିଶୁ ଚିତ୍ରକଳା ପ୍ରଦର୍ଶନୀ-୨୦୨୧ ଉଦଘାଟିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଧର୍ମପଦ ପୁରସ୍କାର ପ୍ରାପ୍ତ ଶିଳ୍ପୀ ବିନୋଦ ମହାରଣା , ଧଉଳି ସରପଞ୍ଚ…