Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଜମିବ ଗୋଷାଣୀ ଯାତ୍ରା, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ପୁରୀ: ପାଖେଇ ଆସୁଛି ଶାରଦୀୟ ଦୁର୍ଗାପୂଜା । ଆଉ କିଛି ଦିନ ପରେ ଧରାପୃଷ୍ଠରେ ଅବତରଣ କରିବେ ଶକ୍ତି ସ୍ବରୂପିଣୀ ମା' ଦୁର୍ଗା । ଶ୍ରୀକ୍ଷେତ୍ର ପୁରୀରେ ଗୋଷାଣୀ ପୂଜାକୁ ନେଇ ପ୍ରସ୍ତୁତି ଆଗେଇ ଚାଲିଛି । ଶାରଦୀୟ ଦୁର୍ଗାପୂଜାରେ ଦେବୀ ଦୁର୍ଗାଙ୍କୁ ସବୁଆଡ଼େ ଆରାଧନା କରାଯାଉଥିବା ବେଳେ…

ଚଳଚଞ୍ଚଳ ଶକ୍ତିପୀଠ, ମା’ ରାମଚଣ୍ଡୀଙ୍କ ପୀଠରେ ଷୋଡଶ ଉପଚାର ବିଧି

ପୁରୀ: ନବରାତ୍ରୀ ପାଇଁ ଚଳଚଞ୍ଚଳ ସମସ୍ତ ଶକ୍ତିପୀଠ । ବିଭିନ୍ନ ଶକ୍ତିପୀଠରେ ଚାଲିଛି ମା’ଙ୍କ ଷୋଡ଼ଶ ଉପଚାର ପୂଜା। ପୁରୀ ଜିଲ୍ଲା କୋଣାର୍କ ବେଳାଭୂମି ମାର୍ଗରେ କାହିଁ କେତେ କାଳରୁ ପୂଜା ପାଇ ଆସୁଛନ୍ତି ମା ରାମଚଣ୍ଡୀ | କିମ୍ବଦନ୍ତୀ କୁହେ ପ୍ରଭୁ ରାମଚନ୍ଦ୍ର ଲଙ୍କା ବିଜୟ ସମୟରେ ମାଁ ଙ୍କୁ…

ନବରାତ୍ରୀ ୨୦୨୪: କୁଷ୍ମାଣ୍ଡା ରୂପରେ ପୂଜା ପାଇବେ ମା’ ଦୁର୍ଗା

ଭୁବନେଶ୍ଵର: ଆରମ୍ଭ ହୋଇଛି ଶାରଦୀୟ ନବରାତ୍ରୀ । ଆଜି ହେଉଛି ନବରାତ୍ରିର ଚତୁର୍ଥ ଦିନ। ଆଜି ଦିନରେ ମା’ କୁଷ୍ମାଣ୍ଡାଙ୍କୁ ପୂଜା କରାଯାଏ। ନିଜର ସ୍ମିତହାସ୍ୟର ସଂପୂର୍ଣ୍ଣ ବ୍ରହ୍ମାଣ୍ଡକୁ ଉତ୍ପନ୍ନ କରିବା କାରଣରୁ ତାଙ୍କର ନାମ କୁଷ୍ମାଣ୍ଡା। ମା’ ଅନାହତ ଚକ୍ରକୁ ନିୟନ୍ତ୍ରିତ କରନ୍ତି। ଦେବୀ…

ନବରାତ୍ରୀ ୨୦୨୪: ନବରାତ୍ରୀର ଦ୍ୱିତୀୟ ଦିନରେ ପୂଜା ପାଇଥାନ୍ତି ମାତା ବ୍ରହ୍ମଚାରିଣୀ

ଭୁବନେଶ୍ଵର: ଆରମ୍ଭ ହୋଇଯାଇଛି ମା' ଦୁର୍ଗାଙ୍କ ନବରାତ୍ରୀ ପୂଜା, ଆଉ ଦିନ କେଇଟା ପରେ ଦଶହରା, ଏନେଇ ଚଳଚଞ୍ଚଳ ହୋଇ ଉଠିଛି ଶକ୍ତିପୀଠ ସହ ପୂଜା ମଣ୍ଡପ । ନବରାତ୍ରୀରେ ମା’ ଦୁର୍ଗା ନଅଟି ରୂପରେ ପୂଜା ପାଇଥାନ୍ତି । ଏହି ନଅଦିନ ମା' ଦୁର୍ଗା ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା,…

ନବରାତ୍ରୀ ୨୦୨୪: ଶୈଳପୁତ୍ରୀ ବେଶରେ ଦର୍ଶନ ଦେବେ ମା’

ଭୁବନେଶ୍ଵର: ଆଜି ଠାରୁ ଆରମ୍ଭ ହୋଇଛି ଦୁର୍ଗେତି ନାଶିନୀ, ଜଗତ ଜନନୀ, ଶକ୍ତି ସ୍ବରୂପିଣି ମା' ଦୁର୍ଗାଙ୍କ ନବରାତ୍ରୀ ପୂଜା। ଏନେଇ ଚଳଚଞ୍ଚଳ ହୋଇ ଉଠିଛି ସମସ୍ତ ଶକ୍ତିପୀଠ । ନଅ ଦିନ ବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତି ସ୍ବରୂପିଣୀ ମା’ଦୁର୍ଗାଙ୍କୁ ବିଭିନ୍ନ ରୂପରେ ପୂଜା ପାଇବେ । ଭାରତର…

ଆସୁଛନ୍ତି ମା’, ଶକ୍ତିପୀଠରେ ଧୁମଧାମରେ ପାଳନ ହେଉଛି ଷୋଡଶ ଉପଚାର ବିଧି

ଯାଜପୁର: ବର୍ଷାକୁ ବିଦାୟ ଦେଇ ଆସିଛି ଶରତ । ଚାଲିଛି ପାର୍ବଣ ଋତୁ । ଧରା ପୃଷ୍ଠକୁ ଅବତରଣ କରିବେ ମହିଷା ମର୍ଦ୍ଧିନି ମା ଦୁର୍ଗା । ମାଙ୍କ ଆଗମନକୁ ନେଇ ଉତ୍ସବ ମୁଖର ହୋଇ ଉଠିଛି ଗାଁଠୁ ସହର । ବିଭିନ୍ନ ପୂଜା ମଣ୍ଡପରେ ପୂଜା ପାଇଁ ସଜବାଜ ଆରମ୍ଭ ହୋଇ ଗଲାଣି । ତେବେ ଏହି ଅବସରରେ ରାଜ୍ୟର…

ଆଜିଠୁ ‘ପିତୃପକ୍ଷ’: ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପୁରୀରେ ପିଣ୍ଡଦାନ

ପୁରୀ: ଆଜି ଆଶ୍ଵିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି । ପିତୃପକ୍ଷର ଆରମ୍ଭ । ଏହି ଅବସରରେ ପୁରୀରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଆରମ୍ଭ ହୋଇଛି ତିଳତର୍ପଣ ଓ ପିଣ୍ଡଦାନ କାର୍ଯ୍ୟ। ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦା ଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ଦୀର୍ଘ ୧୫ ଦିନ ଧରି ଏହି ପିତୃପକ୍ଷ ପାଳନ…

ଆଜି ପବିତ୍ର ଜନ୍ମାଷ୍ଟମୀ, ଉତ୍ସବମୁଖର ମଥୁରାରୁ ଶ୍ରୀକ୍ଷେତ୍ର

ଭୁବନେଶ୍ଵର: ଆଜି ପବିତ୍ର ଜନ୍ମାଷ୍ଟମୀ। ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଭଗବାନ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। କୃଷ୍ଣଙ୍କ ଜନ୍ମ ଉତ୍ସବକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ। ହିନ୍ଦୁ ସଂସ୍କୃତିରେ ଏହି ପବିତ୍ର ଦିନର ବେଶ୍‌ ମହତ୍ତ୍ୱ ରହିଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ବା…

ପବିତ୍ର ନାଗ ପଞ୍ଚମୀ: ଜାଣନ୍ତୁ ପୂଜାର ବିଧି

ଭୁବନେଶ୍ଵର: ଆଜି ହେଉଛି ପବିତ୍ର ନାଗ ପଞ୍ଚମୀ । ଶ୍ରାବଣ ମାସର ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ନାଗପଞ୍ଚମୀ ପାଳନ କରାଯାଇଥାଏ । ହିନ୍ଦୁ ମାନ୍ୟତା ଅନୁସାରେ ସାପକୁ ପୌରାଣିକ ଯୁଗରୁ ଦେବତା ରୂପରେ ପୂଜା କରାଯାଇ ଆସୁଛି । ଏଥିଲାଗି ନାଗପଞ୍ଚମୀ ଦିନ ନାଗପୂଜାର ଅଧିକ ମହତ୍ଵ ରହିଥାଏ ।ଯେଉଁମାନେ…

ଗୁରୁ ଦେବପ୍ରସାଦ ଦାସଙ୍କ ୩୮ତମ ଶ୍ରଦ୍ଧାଞ୍ଜଳି ସମାରୋହ ୨୦୨୪ ଉଦଯାପିତ

ଭୁବନେଶ୍ଵର : ଗୁରୁ ଦେବପ୍ରସାଦ ଦାସଙ୍କ ୩୮ତମ ପୂଣ୍ୟତିଥି ଅବସରରେ ତ୍ରିଧାରା ଦ୍ଵାରା ଓ ହେଲଥ ଅନ ଟପ ସହଯୋଗରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ୩୮ତମ ଶ୍ରଦ୍ଧାଞ୍ଜଳି ସମାରୋହ ଉଦଯାପିତ ହୋଇଯାଇଛି । ଉଦଯାପନୀ ସନ୍ଧ୍ୟାରେ ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ଅଶୋକ କୁମାର ତ୍ରିପାଠୀ,…