Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଚଳିତ ଥର କେବଳ ପୁରୀରେ ରଥ ଯାତ୍ରା, ଭକ୍ତଙ୍କୁ ବାରଣ

ପୁରୀ: ଚଳିତ ଥର କେବଳ ପୁରୀରେ ହେବ ମହାପ୍ରଭୁଙ୍କ ରଥଯାତ୍ରା ।  ଭକ୍ତଙ୍କୁ ବାରଣ କେବଳ ପୁରୀ ଛଡ଼ା ଚଳିତ ବର୍ଷ ଅନ୍ୟ ସବୁଠି ରଥଯାତ୍ରା ବନ୍ଦ । ଗତବର୍ଷ ଭଳି ଚଳିତ ବର୍ଷ କେବଳ ପୁରୀରେ କଟକଣା ସହ ରଥଯାତ୍ରା ହେବ । ପୁରୀରେ ରଥ ଯାତ୍ରାକୁ ଛାଡ଼ି ଦେଲେ ରାଜ୍ୟର ଅନ୍ୟ ସବୁ ଜାଗାରେ ରଥ ଯାତ୍ରା…

ସୃଜନଶୀଳତାର ଭିନ୍ନ ଏକ ପରିଚୟ: ଟେରାକୋଟା ଶିଳ୍ପୀ ରମେଶ ଚନ୍ଦ୍ର ମୁଦୁଲି

କଳା ଓ କାରିଗରୀକୁ ନେଇ ପ୍ରିୟରଂଜନ କରଙ୍କ ସ୍ୱତନ୍ତ୍ର ଉପସ୍ଥାପନା କଳା କାରିଗରୀ ପରିବାରର କୌଳିକ ବୃତ୍ତି ବଞ୍ଚାଇ ରଖିବା ସହ ଭିନ୍ନ କିଛି କରିବାର ନିଶା ରମେଶଙ୍କୁ କରିଛି ମତୁଆଲା । ମାଟି କାଦୁଅରେ ତିଆରି ତାଙ୍କ ଭଳିକି ଭଳି କଳାକୃତ୍ତି ଦେଖିବା ମାତ୍ରକେ ମୋହିନିଏ ଗ୍ରାହକର ମନ ।…

ଆନ୍ତର୍ଜାତିକ ଅଭିଲେଖ ଦିବସ ପାଳିତ

ଭୁବନେଶ୍ୱର : ରାଜ୍ୟ ଅଭିଲେଖାଗାର ଆନୁକୂଲ୍ୟରେ ଆନ୍ତର୍ଜାତିକ 'ଅଭିଲେଖ ଦିବସ' ଅନଲାଇନ ମାଧ୍ୟମରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଅନ୍ୟ ଅତିଥି ମାନଙ୍କ…

ସମ୍ପନ୍ନ ହେଲା ଜଉ କଣ୍ଢେଇ ବାହାଘର

ବାଲେଶ୍ବର : ସମ୍ପନ୍ନ ହେଲା ଜଉ କଣ୍ଢେଇ ବାହାଘର । କୋଭିଡ୍ କଟକଣା ଭିତରେ ୫ ଦିନର ବିଶାଳ ଓ ଆକର୍ଷଣୀୟ ଉତ୍ସବକୁ ୫ ଘଣ୍ଟାରେ ସାରିଲା ବାଲେଶ୍ବର ଜଉକଣ୍ଢେଇ ବାହାଘର ଉତ୍ସବ କମିଟି । ରେମୁଣା ଗୋଲେଇ ନିକଟସ୍ଥ କୋଶମ୍ବ ନଗରର ଦୁବଲାଗଡ଼ରେ ପ୍ରତୀକାତ୍ମକ ଭାବରେ ସମଲେଇ ଓ ଶମ୍ଭୁନାଥ ଜଉକଣ୍ଢେଇ…

ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ ପକ୍ଷରୁ କଥାମୃତ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ ଆନୁକୂଲ୍ୟରେ ଶ୍ରୀଜଗନ୍ନାଥ କଥାମୃତ କାର୍ଯ୍ୟକ୍ରମ ଅନଲାଇନ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ପ୍ରବଚକ ସଚ୍ଚିଦାନନ୍ଦ ଦାସ ବାବାଜୀ ଏହି କାର୍ଯ୍ୟକ୍ରମରେ କଥାମୃତ ପରିବେଷଣ କରିଥିଲେ । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅଲୌକିକ ରମଣୀୟ…

ପଞ୍ଚାନନ ସାମଲଙ୍କୁ ମିଳିଲା ସୃଜନ ସମ୍ମାନ

ଭୁବନେଶ୍ୱର : 'ଇଷ୍ଟର୍ଣ୍ଣ ଫାଉଣ୍ଡେସନ ଅଫ ଆର୍ଟ ଆଣ୍ଡ କଲଚର ଆକ୍ଟ କନେକ୍ଟ ରିଫେକ୍ଟ -୪'ର ଷଷ୍ଠ ବାର୍ଷିକ ଆନ୍ତର୍ଜାତୀୟ କଳା ପ୍ରଦର୍ଶନୀ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନଲାଇନ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏହି ଭରଚୁଆଲ ଆର୍ଟ ପ୍ରଦର୍ଶନୀରେ ଦେଶ ଓ ବିଦେଶରୁ ୩୦୫ କଳାକାରଙ୍କ ୫୫୬ଟି…

ଜଉ କଣ୍ଢେଇ ବାହାଘରର ଲଗ୍ନଧରା ସମ୍ପନ୍ନ

ବାଲେଶ୍ୱର: ପ୍ରତିବର୍ଷ ପବିତ୍ର ଚନ୍ଦନ ପୂର୍ଣ୍ଣିମାରେ ଜଉକଣ୍ଢେଇ ବାହାଘର ଉତ୍ସବ କମିଟି ଦ୍ବାରା ଜଉ କଣ୍ଢେଇ ବାହାଘରର ଲଗ୍ନଧରା କାର୍ଯ୍ୟ ସମ୍ପନ୍ନ କରାଯାଏ । ଚଳିତ ବର୍ଷ ଚନ୍ଦନ ପୂର୍ଣ୍ଣିମା ଅବସରରେ ସନ୍ଧ୍ୟା ୭ ଟାରେ ରେମୁଣା ଗୋଲେଇ ନିକଟସ୍ଥ କୋଶମ୍ବ ନଗରର ଦୁବଲାଗଡ଼ରେ ପ୍ରତୀକାତ୍ମକ…

ମହାବୋଧି ସୋସାଇଟିର ସ୍ୱତନ୍ତ୍ର ବୁଦ୍ଧ ପୂର୍ଣ୍ଣିମା

ଭୁବନେଶ୍ୱର : ମହାବୋଧି ସୋସାଇଟି ଅଫ ଇଣ୍ଡିଆ ପକ୍ଷରୁ ବୁଦ୍ଧ ପୂର୍ଣ୍ଣିମା ସ୍ୱତନ୍ତ୍ର ଢଙ୍ଗରେ ପାଳିତ ହୋଇଯାଇଛି । କରୋନା ମହାମାରୀର ପ୍ରକୋପ ତଥା 'ୟାସ' ବାତ୍ୟାର ପ୍ରଭାବକୁ ଆଖି ଆଗରେ ରଖି ସୋସାଇଟି ପକ୍ଷରୁ କଳିଙ୍ଗନଗରଠାରେ ଗରିବ ଲୋକମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ଏହା ସହ…

କଣ୍ଠଶିଳ୍ପୀ ଶ୍ରୀଚରଣ ମହାନ୍ତିଙ୍କ ରେକର୍ଡ଼

ଭୁବନେଶ୍ୱର : ଓଡ଼ିଆ ସଙ୍ଗୀତ ଦୁନିଆର ଅତି ପରିଚିତ କଣ୍ଠଶିଳ୍ପୀ ଶ୍ରୀଚରଣ ମହାନ୍ତି ଏକ ରେକର୍ଡ଼ର ଅଧିକାରୀ ହୋଇଛନ୍ତି। ସେ ଗାଇଥିବା 'ନୀଳାଚଳ ଧାମ ଯାଇ ମୁଁ ପାରୁନି' ଓଡ଼ିଆ ଭଜନକୁ  ୟୁଟ୍ୟୁବରେ ୨ କୋଟିରୁ ଅଧିକ ଦର୍ଶକ ଦେଖିଛନ୍ତି । ତାଙ୍କର ଗୋଟିଏ ଭଜନକୁ ଏତିକି ଦର୍ଶକ ଦେଖିବା ଓ…

ୱେବିନାର ମାଧ୍ୟମରେ କୋରାପୁଟ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଆଲୋଚନାଚକ୍ର

କୋରାପୁଟ : କୋରାପୁଟ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଜିଲ୍ଲାର ଜନଜାତି ଗବେଷକଙ୍କୁ ନେଇ ୱେବିନାର ମାଧ୍ୟମରେ 'ସଂସ୍କୃତି ଏବଂ ସାହିତ୍ୟ ଚର୍ଚ୍ଚା' ଶୀର୍ଷକରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମକୁ ରାଜ୍ୟ ସଂସ୍କୃତି ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ…