Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଉନ୍ମୋଚିତ ହେବ ଦିବଂଗତ ଚିତ୍ରଶିଳ୍ପୀଙ୍କ ତୈଳଚିତ୍ର

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀର ୬୧ତମ ପ୍ରତିଷ୍ଠା ଦିବସ ପାଳନ କାରାଯିବ ବୋଲି ଏକାଦେମୀ ତରଫରୁ ସୂଚନା ଦିଆଯାଇଛି। ଏହି ଅବସରରେ ଆଜି ଅପରାହ୍ନରେ ଓଡ଼ିଶାର ପୂର୍ବତନ ବିଶିଷ୍ଟ ଦିବଂଗତ ଚିତ୍ରଶିଳ୍ପୀ ମାନଙ୍କ ତୈଳଚିତ୍ର ଏକାଡେମୀର ଏକ କକ୍ଷରେ  ଉନ୍ମୋଚିତ ହେବ ବୋଲି ଏକାଡେମୀର…

ଦର୍ଶକଙ୍କୁ ବାନ୍ଧି ରଖିଲା ଧବାଲ କ୍ଷତ୍ରୀଙ୍କ କ୍ରିଏଟିଭ ପେଣ୍ଟିଂ

ଭୁବନେଶ୍ୱର : ତିନିଦିନ ଧରି ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ୧୫ତମ ଗୁରୁ ଦକ୍ଷିଣା ଉତ୍ସବ ଉଦଯାପିତ ହୋଇଯାଇଛି।  ଉଦଯାପନ ସମାରୋହରେ ଚିନ୍ମୟୀ କ୍ଲାସିକ ଅନୁଷ୍ଠାନର ଶିଳ୍ପୀ ମାନେ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ। ପରେ ପ୍ରଖ୍ୟାତ ଭିନ୍ନକ୍ଷମ ଚିତ୍ରଶିଳ୍ପୀ ଧବାଲ କ୍ଷତ୍ରୀଙ୍କ ଦ୍ଵାରା…

 ଆଜିଠୁ ଗୁରୁ ଦକ୍ଷିଣା ଉତ୍ସବ

ଭୁବନେଶ୍ୱର : କଳାଶ୍ରମ ନୃତ୍ୟ ଅନୁଷ୍ଠାନ ଆନୁକୂଲ୍ୟରେ ଆଜିଠାରୁ ଆରମ୍ଭ ହେବ ୧୫ତମ ଗୁରୁ ଦକ୍ଷିଣା ଉତ୍ସବ ୨୦୨୦-୨୧ । ୧୧ ତାରିଖ ଯାଏଁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଗୁରୁ ଶିଷ୍ୟର ଆଦର୍ଶ ପରମ୍ପରାକୁ ଆଗକୁ ବଢ଼ାଇବା ଲକ୍ଷ୍ୟ ରହିଛି ।…

ବୁଦ୍ଧଆର୍ଟ ଗ୍ୟାଲେରିରେ ରାଜ୍ୟସ୍ତରୀୟ ନାରୀ ଚିତ୍ରଶିଳ୍ପୀ ଶିବିର

ଭୁବନେଶ୍ୱର : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ତିନି ଦିନ ଧରି ରାଜ୍ୟସ୍ତରୀୟ ନାରୀ ଚିତ୍ରଶିଳ୍ପୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୁଦ୍ଧଆର୍ଟ ଗ୍ୟାଲେରୀ ପରିସରରେ ଏକ ପ୍ରଦର୍ଶନୀର ଆୟୋଜନ…

ଚତୁର୍ଥ ଅନ୍ତର୍ଜାତୀୟ ଶିଶୁ ଚିତ୍ରକଳା ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ୱର :  ଧଉଳି କଳା ମହୋତ୍ସବ ଅବସରରେ ଧଉଳି ଚାରୁକଳା ମହାବିଦ୍ୟାଳୟ ଦ୍ୱାରା ଆୟୋଜିତ ଚତୁର୍ଥ ଅନ୍ତର୍ଜାତୀୟ ଶିଶୁ ଚିତ୍ରକଳା ପ୍ରଦର୍ଶନୀ-୨୦୨୧ ଉଦଘାଟିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଧର୍ମପଦ ପୁରସ୍କାର ପ୍ରାପ୍ତ ଶିଳ୍ପୀ ବିନୋଦ ମହାରଣା , ଧଉଳି ସରପଞ୍ଚ…

କଟକରେ ଉଦଘାଟିତ ହେବ ଆର୍‌ଆର୍ ସେଣ୍ଟର ଅଫ୍ ଆର୍ଟ

କଟକ : ଆସନ୍ତାକାଲି  ସତୀନଗରରେ ଉଦଘାଟିତ ହେବ ଆର୍‌ଆର୍ ସେଣ୍ଟର ଅଫ୍ ଆର୍ଟ । ଏହି ଅବସରରେ ଏକ ଚିତ୍ରକଳା ପ୍ରଦର୍ଶନୀର ମଧ୍ୟ ଆୟୋଜନ କରାଯିବ ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ ଓଡିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶ,…

ଓଡ଼ିଶୀ ସଙ୍ଗୀତ ଉତ୍ସବ ଏବଂ କର୍ମଶାଳା ଉଦଯାପିତ

ସମ୍ବଲପୁର : ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଏବଂ ସମ୍ବଲପୁର କଳାପରିଷଦର ମିଳିତ ସହଯୋଗରେ ସମ୍ବଲପୁର ଠାରେ ଆୟୋଜିତ ଓଡ଼ିଶୀ ସଙ୍ଗୀତ ଉତ୍ସବ ଓ କର୍ମଶାଳା ଉଦଯାପିତ ହୋଇଯାଇଛି।ଏହି ଉତ୍ସବରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡକ୍ଟର ସଞ୍ଜିବ ମିତ୍ତଲ ମୁଖ୍ୟ…

ଶ୍ରୀମନ୍ଦିରରେ ଭୌମ ଏକାଦଶୀ

ପୁରୀ: ଶ୍ରୀମନ୍ଦିରରେ ମାଘ ଶୁକ୍ଳ ଏକାଦଶୀ (ବଡ଼ ଏକାଦଶୀ) ନିମନ୍ତେ ବିଶେଷ ନୀତି ମାନ ସ୍ୱତନ୍ତ୍ର ଭାବେ ଅନୁଷ୍ଠିତ ହୋଇଛି। ମଙ୍ଗଳବାର ଶ୍ରୀମନ୍ଦିର ଦ୍ୱାର ଫିଟା ନୀତି ପ୍ରତଃ ଘ.୫.୪୫ ବଢି, ଭିତର ଶୋଧ ଘ.୬.୨୫, ଅବକାଶ ବେଶ ଘ.୮.୦୦ ରେ ବଢି ଗୋପାଳ ବଲ୍ଲବ ଘ.୧୦.୧୦ ,ସକାଳ ଧୂପ ଘ.୧୧.୪୫ ଓ…

୨୧ରୁ ୨୩ତମ କଳିଙ୍ଗ ନାଟ୍ୟ ମହୋତ୍ସବ

ଭୁବନେଶ୍ୱର : ଶତାଦ୍ଦୀର କଳାକାର ପକ୍ଷରୁ ଆସନ୍ତା ୨୧ରୁ ଆରମ୍ଭ ହେବ ୨୩ତମ କଳିଙ୍ଗ ନାଟ୍ୟ ମହୋତ୍ସବ । ଏହା ରବୀନ୍ଦ୍ର ମଣ୍ଡପରେ ପାଞ୍ଚ ଦିନ ଧରି ଚାଲିବ । ଏହି ଅବସରରେ ଜୀବନବ୍ୟାପୀ ସାଧନା ପାଇଁ ରାଜକିଶୋର ନାୟକ ଓ ପ୍ରଶାନ୍ତ କୁମାର ଦାସଙ୍କୁ ପୁରସ୍କୃତ କରାଯିବ । ଏଥିସହ ଅଭିନେତ୍ରୀ…

ଉତ୍କଳ ରଙ୍ଗମଞ୍ଚରେ ଓଡ଼ିଶୀ ସଙ୍ଗୀତ ଓ ନୃତ୍ୟ ଆଲୋଚନା ଚକ୍ର

ଭୁବନେଶ୍ୱର : ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଏବଂ ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ସହଯୋଗରେ ଗବେଷଣା କେନ୍ଦ୍ରର ଉତ୍କଳ ରଙ୍ଗମଚରେ ଓଡ଼ିଶୀ ସଙ୍ଗୀତ ଉତ୍ସବ ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ଓଡ଼ିଶୀ ସଙ୍ଗୀତକୁ ନେଇ ଏକ ଆଲୋଚନା ଚକ୍ର ଆୟୋଜିତ…