Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

୨୧ରୁ ୨୩ତମ କଳିଙ୍ଗ ନାଟ୍ୟ ମହୋତ୍ସବ

ଭୁବନେଶ୍ୱର : ଶତାଦ୍ଦୀର କଳାକାର ପକ୍ଷରୁ ଆସନ୍ତା ୨୧ରୁ ଆରମ୍ଭ ହେବ ୨୩ତମ କଳିଙ୍ଗ ନାଟ୍ୟ ମହୋତ୍ସବ । ଏହା ରବୀନ୍ଦ୍ର ମଣ୍ଡପରେ ପାଞ୍ଚ ଦିନ ଧରି ଚାଲିବ । ଏହି ଅବସରରେ ଜୀବନବ୍ୟାପୀ ସାଧନା ପାଇଁ ରାଜକିଶୋର ନାୟକ ଓ ପ୍ରଶାନ୍ତ କୁମାର ଦାସଙ୍କୁ ପୁରସ୍କୃତ କରାଯିବ । ଏଥିସହ ଅଭିନେତ୍ରୀ…

ଉତ୍କଳ ରଙ୍ଗମଞ୍ଚରେ ଓଡ଼ିଶୀ ସଙ୍ଗୀତ ଓ ନୃତ୍ୟ ଆଲୋଚନା ଚକ୍ର

ଭୁବନେଶ୍ୱର : ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଏବଂ ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ସହଯୋଗରେ ଗବେଷଣା କେନ୍ଦ୍ରର ଉତ୍କଳ ରଙ୍ଗମଚରେ ଓଡ଼ିଶୀ ସଙ୍ଗୀତ ଉତ୍ସବ ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ଓଡ଼ିଶୀ ସଙ୍ଗୀତକୁ ନେଇ ଏକ ଆଲୋଚନା ଚକ୍ର ଆୟୋଜିତ…

ସ୍ନେହପ୍ରଭା ସାମନ୍ତରାୟଙ୍କୁ ଦଶମ ଓଡ଼ିଶୀ ନୃତ୍ୟ ସଂଗୀତ ସମ୍ମାନ

ଭୁବନେଶ୍ୱର : ସାଂସ୍କୃତିକ ଅନୁଷ୍ଠାନ ନୃତ୍ୟାଙ୍ଗନା ପକ୍ଷରୁ ଭଞ୍ଜ କଲା ମଣ୍ଡପରେ ଦୁଇଦିନ ଧରି ଚାଲିଥିବା ଦଶମ ଓଡ଼ିଶୀ ନୃତ୍ୟ ସଂଗୀତ ସମ୍ମାନ ସମାରୋହ ଉଦଯାପିତ ହୋଇଯାଇଛି ।  ଏହି ଅବସରରେ ବିଶିଷ୍ଟ ନୃତ୍ୟଗୁରୁ ସ୍ନେହପ୍ରଭା ସାମନ୍ତରାୟଙ୍କୁ ଦଶମ ଓଡ଼ିଶୀ ନୃତ୍ୟ ସଂଗୀତ ସମ୍ମାନରେ ସମ୍ମାନିତ…

ଓଡ଼ିଶାର ପାରମ୍ପରିକ ଲୋକନୃତ୍ୟ ଗୋଟିପୁଅ ନାଚ ସମ୍ପର୍କରେ ଆସନ୍ତୁ ଜାଣିବା

ଭୁବନେଶ୍ୱର: ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକଙ୍କ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ଅନେକ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର,…

ଆଦିବାସୀଙ୍କ ନିଆରା ‘ମାଗେ ପରବ’

ଯାଜପୁର: ଚାଲିଛି ଖୁସିମଜା। ଝୁମୁଛନ୍ତି ଲୋକେ। ପାରମ୍ପରିକ ବିଦ୍ୟାର ତାଳେତାଳେ ନାଚୁଛନ୍ତି ପିଲାରୁ ବୁଢା। ପ୍ରତ୍ୟେକ ବର୍ଷ ମାଘ ମାସ ଆସିଲେ ଚଳଚଞ୍ଚଳ ହୋଇ ଉଠେ ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକର ପୁରୁଣାପାଣି ଅଞ୍ଚଳ। ବେଶ ଧୁମଧାମରେ ପାଳନ କରାଯାଏ ମାଗେ ପରବ୍। ଏଠାରେ ବସବାସ କରୁଥିବା…

୧୪ତମ ଗୁରୁ ଦେବପ୍ରସାଦ ପୁରସ୍କାର ଉତ୍ସବ ଉଦଯାପିତ

ଭୁବନେଶ୍ୱର : ତ୍ରିଧାରା ଅନୁଷ୍ଠାନ ପକ୍ଷରୁ ଆୟୋଜିତ  ୧୪ତମ ଗୁରୁ ଦେବପ୍ରସାଦ ପୁରସ୍କାର ଉତ୍ସବ ଉଦଯାପିତ ହୋଇଯାଇଛି। ଗତ ତିନି ଦଶନ୍ଧି ଧରି ତ୍ରିଧାରା ଅନୁଷ୍ଠାନ ବିଶ୍ୱର ପ୍ରତ୍ୟେକ କୋଣରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରି ଗୁରୁ ଦେବପ୍ରସାଦ ଦାସଙ୍କ ପରମ୍ପରାକୁ ବଜାୟ ରଖିବାର ପ୍ରୟାସ…

 ଛଉ ନୃତ୍ୟ ସହିତ ତବଲା ଓ ଓଡ଼ିଶୀ ସଙ୍ଗୀତରେ ଦର୍ଶକ ବିମୋହିତ

ଭୁବନେଶ୍ୱର : ତ୍ରିଧାରା ଅନୁଷ୍ଠାନ ଦ୍ୱାରା ଆୟୋଜିତ ୧୪ତମ ଗୁରୁ ଦେବପ୍ରସାଦ ପୁରସ୍କାର ଉତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ଓଡିଶୀ ଓ ଛଉ ନୃତ୍ୟ ସହିତ ତବଲା ବାଦନ ଏବଂ ଓଡ଼ିଶୀ ସଙ୍ଗୀତର ସୁନ୍ଦର ମିଶ୍ରଣରେ ରବୀନ୍ଦ୍ର ମଣ୍ଡପରେ ଦର୍ଶକ ବିମୋହିତ ହୋଇଥିଲେ । କଟକ କଳା ବିକାଶ କେନ୍ଦ୍ରର ଶିଳ୍ପୀ…

୧୪ ତମ ଗୁରୁ ଦେବପ୍ରସାଦ ପୁରସ୍କାର ଉତ୍ସବ ଉଦଘାଟିତ

ଭୁବନେଶ୍ୱର : ତ୍ରିଧାରା ଅନୁଷ୍ଠାନ ପକ୍ଷରୁ ୧୪ ତମ ଗୁରୁ ଦେବପ୍ରସାଦ ପୁରସ୍କାର ସମାରୋହ ଉଦଘାଟିତ ହୋଇଯାଇଛି। ଏହି ଉତ୍ସବ ୧୩ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ରବିନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହେବ। ଉତ୍ସବର ପ୍ରଥମ ସସନ୍ଧ୍ୟାରେ ତ୍ରିଧାରାର ଶିଳ୍ପୀମାନଙ୍କ ଦ୍ୱାରା ସଂକ୍ଷିପ୍ତ…

ଭଜନ ସମ୍ରାଟ ଅନୁପ ଜଲୋଟା ପାଇବେ ଗୁରୁ ଦେବପ୍ରସାଦ ସମ୍ମାନ

ଭୁବନେଶ୍ୱର :ଜୀବନ ବ୍ୟାପୀ ସଙ୍ଗୀତ ସାଧନା ପାଇଁ  ଭଜନ ସମ୍ରାଟ ପଦ୍ମଶ୍ରୀ ଅନୁପ ଜଲଟାଙ୍କୁ ଏ ବର୍ଷ ଲାଇଫ ଟାଇମ ଆଚିଫମେଣ୍ଟ ପୁରସ୍କାର ମିଳିବ।ଏଥିପାଇଁ ତାଙ୍କୁ ଏକ ଫଳକ ଅଙ୍ଗବସ୍ତ୍ର ଏବଂ ଏକଲକ୍ଷ ଟଙ୍କାର ନଗଦ ପୁରସ୍କାର ଦିଆଯିବ।ଭୁବନେଶ୍ୱରରେ ଅବସ୍ଥାପିତ ତ୍ରିଧାରା ଓଡିଶୀ ନୃତ୍ୟ ଅନୁଷ୍ଠାନ…

ଧଉଳି-କଳିଙ୍ଗ ମହୋତ୍ସବ ଉଦଯାପିତ, ଅନ୍ତିମ ସନ୍ଧ୍ୟାରେ ଓଡିଶୀ ଓ ଷଢେଇକଳା ଛଉର ଚମତ୍କାରିତା

ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ଓଡ଼ିଶା ଡ଼୍ୟାନ୍ସ ଏକାଡ଼େମୀ ତଥା ଆର୍ଟ ଭିଜନର ମିଳିତ ଉଦ୍ୟମରେ ଐତିହାସିକ ଧଉଳି ପାହାଡ଼ର ପାଦଦେଶରେ ଆୟୋଜିତ ୧୭ଶ ଧଉଳୀ କଳିଙ୍ଗ ମହୋତ୍ସବ ଉଦଯାପିତ ହୋଇଯାଇଛି।  ଉତ୍ସବର ଅନ୍ତିମ ସନ୍ଧ୍ୟାରେ ଓଡିଶୀ, କୁଚୀପୁଡ଼ୀ ଓ ଷଢେଇକଳା ଛଉ ନୃତ୍ୟର ମନୋରମ ପରିବେଷଣ ଦେଖିବାକୁ…