Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ସରିଲା ଅଧରପଣା ନୀତି; ଆଜି ନୀଳାଦ୍ରିବିଜେ, ରତ୍ନସିଂହାସନକୁ ଫେରିବେ ମହାବାହୁ

ପୁରୀ: ସରିଲା ତିନିଠାକରୁଙ୍କ ଲୀଳାଖେଳା। ଆଜି ହେଉଛି ନୀଳାଦ୍ରିବିଜେ । ପବିତ୍ର ଘୋଷଯାତ୍ରାର ଅନ୍ତିମ ପର୍ବ ହେଉଛି ନୀଳାଦ୍ରି ବିଜେ। ପରମ୍ପରା ଅନୁଯାୟୀ ରଥ ଉପରେ ସୁନାବେଶ, ଅଧରପଣା ଭୋଗର ପରଦିନ ଶ୍ରୀବିଗ୍ରହମାନେ ଗୋଟି ପହଣ୍ଡିରେ ବିଜେ କରି ରତ୍ନ ସିଂହାସନରେ ଅଧିଷ୍ଠିତ ହେବେ। ପବିତ୍ର…

ଓଡ଼ିଶୀ ନୃତ୍ୟରେ ଗୁରୁ ଦେବପ୍ରସାଦ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ଵର : ତ୍ରିଧାରା ଦ୍ଵାରା ଓ ହେଲଥ ଅନ ଟପର ସହଭାଗିତାରେ ଗୁରୁ ଦେବପ୍ରସାଦ ଦାସଙ୍କ ୩୮ତମ ପୂଣ୍ୟତିଥି ଉପଲକ୍ଷେ ଶ୍ରଦ୍ଧାଞ୍ଜଳି  ସମାରୋହ ୨୦୨୪ ଭୁବନେଶ୍ଵରର ରବୀନ୍ଦ୍ର ମଣ୍ଡପରେ ଉଦଘାଟିତ ହୋଇଯାଇଅଛି । ଦୁଇଦିନ ଧରି ଅନୁଷ୍ଠିତ  ହେଉଥିବା ଏହି ଉତ୍ସବରେ ସମୁଦାୟ ୫୦୦ ରୁ ଅଧିକ କଳାକାର ଓ…

ସୁନାରେ ଛାଉଣୀ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ, କଡାକଡି ସୁରକ୍ଷା ବ୍ୟବସ୍ଥା

ପୁରୀ: ଆଜି ଶ୍ରୀହରିଶୟନ ଏକାଦଶୀ ବା ପବିତ୍ର ସୁନାବେଶ । ଜନ୍ମବେଦୀରେ ଲୀଳାଖେଳା ସାରି ରତ୍ନବେଦୀକୁ ବାହୁଡିଛନ୍ତି ମହାବାହୁ । ଆଜି ମହଣ ମହଣ ସୁନାରେ ଛାଉଣି ହୋଇ ଭକ୍ତଙ୍କୁ ନିଜର ଦୁର୍ଲଭ ବେଶରେ ଦର୍ଶନ ଦେବେ ରଥାରୂଢ ବଡ ଠାକୁର ବଳଭଦ୍ର, କଳାସାଆନ୍ତ ଜଗନ୍ନାଥ, ହଳଦୀମୁହିଁ ମା ସୁଭଦ୍ରା ।…

ସମାପିତ ହେଲା ଶ୍ରୀଜଗନ୍ନାଥ ସଂସ୍କୃତି, ପରମ୍ପରା ଓ ଚେତନାର ଫଟୋଚିତ୍ର ପ୍ରଦର୍ଶନୀ

ପୁରୀ : ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଶ୍ରୀଜଗନ୍ନାଥ ସଂସ୍କୃତି, ପରମ୍ପରା ଓ ଚେତନାକୁ ନେଇ ଆୟୋଜିତ ଫଟୋଚିତ୍ର ପ୍ରଦର୍ଶନୀ ସମାପିତ ହୋଇଯାଇଛି । ଶରଧାବାଲିର ଭୋଳାନାଥ ବିଦ୍ୟାପୀଠରେ ଚାଲିଥିବା ଜାତୀୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା…

ବାହୁଡୁଛନ୍ତି ମହାବାହୁ: ମାଉସୀ ମା’ ହାତରୁ ଖାଇବେ ପୋଡପିଠା, ଅପେକ୍ଷାରେ ମାଉସୀ

ପୁରୀ: ବାହୁଡୁଛନ୍ତି ମହାବାହୁ । ବାହୁଡ଼ା ଯାତ୍ରାରେ ମହାପ୍ରଭୁ ଶ୍ରୀମନ୍ଦିର ଫେରିବା ବେଳେ ମାଉସୀ ମା’ଙ୍କ ହାତରୁ ପୋଡ଼ପିଠା ଖାଇବା ପରମ୍ପରା ରହିଛି । କାହିଁ କେଉଁ ଯୁଗରୁ ଏହି ପରମ୍ପରା ରହିଆସିଛି । ଏଥିପାଇଁ ମାଉସୀ ମା' ଘରେ ତିଆରି ହୋଇଛି ସ୍ଵତନ୍ତ୍ର ପୋଡ଼ପିଠା। ପୋଡପିଠା ଧରି ତିନି…

ଜନ୍ମବେଦୀରୁ ରତ୍ନବେଦୀ ବାହୁଡ଼ିଲେ ମହାପ୍ରଭୁ: ଗଡ଼ିଲା ତାଳଧ୍ୱଜ ରଥ

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀରେ ୯ ଦିନର ଲୀଳାଖେଳା ଶେଷ କରି ଶ୍ରୀମନ୍ଦିରକୁ ବାହୁଡୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଆରମ୍ଭ ହୋଇଛି ମହାପ୍ରଭୂଙ୍କ ବାହୁଡା଼ ରଥ ଟଣା। ପୂର୍ବ ନିର୍ଦ୍ଧାରିତ ସମୟ ଆଗରୁ ସବୁ ନୀତି ନିର୍ଘଣ୍ଟ ହୋଇ ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଛି।…

ନୂଆଦିଲ୍ଲୀ ହାଉଜଖାସ ମନ୍ଦିରରେ ପାଲା

ନୂଆଦିଲ୍ଲୀ :  ରାଜଧାନୀ ଦିଲ୍ଲୀର ସର୍ବ ବୃହତ ଜଗନ୍ନାଥ ମନ୍ଦିରଠାରେ ଗତ ୭ତାରିଖ ରଥଯାତ୍ରାଠାରୁ ସୁନା ବେଶ ପର୍ଯ୍ୟନ୍ତ ରଙ୍ଗାରଙ୍ଗ ସାଂସ୍କୃତିକ ସମାରୋହରେ ଅଂଶ ବିଶେଷ ଭାବରେ ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଂଘର ଆନୁକୂଲ୍ୟରେ ଆୟୋଜନ କରାଯାଉଥିବା ଏହି ଭବ୍ୟ କାର୍ଯ୍ୟକ୍ରମ…

ଶ୍ରୀ ଜଗନ୍ନାଥଙ୍କୁ ଭକ୍ତିପୁତ ସଙ୍ଗୀତର କାର୍ଯ୍ୟକ୍ରମ ‘ଗୁହାରି ୨୦୨୪ ଉଦଯାପିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଓ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଶ୍ରୀ ଜଗନ୍ନାଥଙ୍କ ଭକ୍ତି ସଙ୍ଗୀତ ସମାରୋହ ‘ଗୁହାରି ୨୦୨୪’ ଉଦଯାପିତ ହୋଇଯାଇଛି । ଏହି ଉତ୍ସବକୁ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉଦ୍‍ଘାଟନ କରିଥିଲେ…

ଫଟୋଚିତ୍ର ପ୍ରଦର୍ଶନୀରେ ଓଡ଼ିଆଙ୍କ ବୀରତ୍ୱ ଏବଂ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଐଶ୍ୱର୍ଯ୍ୟ

ପୁରୀ : ହେରାପଞ୍ଚମୀର ପବିତ୍ର ଅବସର ପରେ ତିନୋଟି ରଥ ଦକ୍ଷିଣାମୋଡ଼ ନେଇଛନ୍ତି । ଏହା ପରେ ବାହୁଡ଼ା ଯାତ୍ରା ଏବଂ ପରେ ପରେ ଶ୍ରୀ ଜୀଉଙ୍କ ସୁନାବେଶ ଅନୁଷ୍ଠିତ ହେବ। ଓଡ଼ିଆଙ୍କ ବୀରତ୍ୱ ଏବଂ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଐଶ୍ୱର୍ଯ୍ୟ ଓ ମାଧୁର୍ଯ୍ୟ ପ୍ରଦର୍ଶନ କରିବାକୁ ଯାଇ ପବିତ୍ର ବଡ ଏକାଦଶୀରେ…

ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ ‘ଗୁହାରି ୨୦୨୪’ ର ଦ୍ୱିତୀୟ ସନ୍ଧ୍ୟା

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଓ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ନିବେଦିତ ଶ୍ରୀ ଜଗନ୍ନାଥ ଭକ୍ତି ସଙ୍ଗୀତ ସମାରୋହ ‘ଗୁହାରି ୨୦୨୪’ର ଦ୍ୱିତୀୟ ସନ୍ଧ୍ୟାରେ କଣ୍ଠଶିଳ୍ପୀଙ୍କ ଭାବଭରା ସଙ୍ଗୀତ ଶ୍ରୋତାଙ୍କୁ ବିମୁଗ୍ଧ କରିଛି…