Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବ ଉଦଯାପିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ରବିନ୍ଦ୍ର ମଣ୍ଡପରେ ପାଞ୍ଚ ଦିନ ଧରି ଆୟୋଜିତ ହେଉଥିବା ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ଉଦଯାପିତ ହୋଇଯାଇଛି । ଉଦଯାପନୀ ଦିବସର ପ୍ରଥମ ଅଧିବେଶନରେ ବି…

ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ଚତୁର୍ଥ ଦିବସ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ରବିନ୍ଦ୍ର ମଣ୍ଡପରେ ଆୟୋଜିତ ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ଚତୁର୍ଥ ଦିବସରେ ପୂର୍ବାହ୍ନ ଅଧିବେଶନରେ ଓଡ଼ିଶୀ ନୃତ୍ୟ ଗୁରୁ ବିଚିତ୍ରାନନ୍ଦ ସ୍ୱାଇଁ,…

ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ତୃତୀୟ ଦିବସ

ଭୁବନେଶ୍ଵର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଗୁରୁ ଜେଜୁଟରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ଵାରା ଆୟୋଜିତ ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ତୃତୀୟ ଦିବସର ତିନୋଟି ଯାକ ଅଧିବେଶନରେ ଉତ୍ସାହର ସହ ଓଡ଼ିଶୀ ନୃତ୍ୟ ପରିବେଷିତ ହୋଇଯାଇଛି । ପ୍ରଥମ…

ଐତିହ୍ୟ ପଦଯାତ୍ରୀଙ୍କ ଯାଜପୁର ପରିଦର୍ଶନ

ଯାଜପୁର : କଟକ ହେରିଟେଜ ୱାକସ ନେତୃତ୍ୱରେ ଆୟୋଜିତ ଯାଜପୁରର ଡାକ ଯାତ୍ରାରେ ପ୍ରାୟ ପଚିଶ ଜଣ ଐତିହ୍ୟ ପ୍ରେମୀ ବିରଜା କ୍ଷେତ୍ର ପରିଦର୍ଶନ କରିଛନ୍ତି । ପ୍ରାରମ୍ଭରେ ଆବାହକ ଦୀପକ ସାମନ୍ତରାୟଙ୍କ ସ୍ୱାଗତ ତଥା ଯାଜପୁର ଜିଲ୍ଲା ସମ୍ପର୍କିତ ସାମାନ୍ୟ ସୂଚନା ସହ ଆରମ୍ଭ ହୋଇଥିବା ଏହି…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା ଉଦ୍‌ଯାପିତ

ଭୁବନେଶ୍ୱର :  ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ସ୍ଥାନୀୟ ଜନତା ମଇଦାନଠାରେ, ଆୟୋଜିତ ୧୮ ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଉଦଯାପିତ ହୋଇଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ଵତ ମିଶ୍ର ଅତିଥି…

ଜାତୀୟ ହସ୍ତଶିଳ୍ପ ମେଳା ‘ତୋଷାଳି’ର ଏକାଦଶ ସନ୍ଧ୍ୟା

­ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ୧୨ ଦିନ ଧରି ଡିସେମ୍ବର ୧୫ ତାରିଖରୁ ଜନତା ମଇଦାନରେ ଆୟୋଜିତ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଏକାଦଶ ସନ୍ଧ୍ୟାରେ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବ ଏବଂ ମହିଳା ଓ ଶିଶୁ ବିକାଶ…

ପ୍ରଥମ ପ୍ରବାସୀ ନୃତ୍ୟ ସଙ୍ଗମ ଉଦ୍‌ଯାପିତ

ଭୁବନେଶ୍ୱର : ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ଓ ଆମେରିକାସ୍ଥିତ ନୃତ୍ୟ ସାଧନା ସଂସ୍ଥାର ମିଳିତ ଆନୁକୂଲ୍ୟରେ ତଥା କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ସହଯୋଗରେ ସ୍ଥାନୀୟ ରବିନ୍ଦ୍ର ମଣ୍ଡପଠାରେ ପ୍ରଥମ ପ୍ରବାସୀ ନୃତ୍ୟ ସଙ୍ଗମ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଏହି ଉତ୍ସବରେ…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ସ୍ଥାନୀୟ ଜନତା ମଇଦାନ ଠାରେ, ଆୟୋଜିତ ଅଠରତମ  ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟାରେ ବିଭାଗର ସ୍ବତନ୍ତ୍ର ଶାସନ ସଚିବ ସରୋଜ କୁମାର ପଟେଲ, ସିଡ଼ାକ୍ ର ସଦସ୍ୟ ସଚିବ ଶିଶିର କୁମାର ରଥ ଓ…

ପ୍ରଥମ ପ୍ରବାସୀ ନୃତ୍ୟ ସଙ୍ଗମ ଉଦଘାଟିତ

ଭୁବନେଶ୍ୱର : ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ଓ ଆମେରିକାସ୍ଥିତ ନୃତ୍ୟ ସାଧନା ସଂସ୍ଥାର ମିଳିତ ଆନୁକୂଲ୍ୟରେ ତଥା କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ସହଯୋଗରେ ସ୍ଥାନୀୟ ରବିନ୍ଦ୍ର ମଣ୍ଡପଠାରେ ପ୍ରଥମ ପ୍ରବାସୀ ନୃତ୍ୟ ସଙ୍ଗମ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏହି…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ସପ୍ତମ ସନ୍ଧ୍ୟା

ଭୁବନେଶ୍ବର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ୧୨ ଦିନ ଧରି ଡିସେମ୍ବର ୧୫ ତାରିଖରୁ ଜନତା ମଇଦାନରେ ଆୟୋଜିତ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ସପ୍ତମ ସନ୍ଧ୍ୟାରେଭାରତ ସରକାରଙ୍କ ବୟନ ମନ୍ତ୍ରଣାଳୟ ଅଧିନସ୍ଥ ହସ୍ତତନ୍ତ ରପ୍ତାନୀ ବିକାଶ ପରିଷଦର କାର୍ଯ୍ୟନିର୍ବାହୀ…