Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଆରମ୍ଭ ହେଲା କୋଣାର୍କ ମହୋତ୍ସବ; ପ୍ରଥମ ସନ୍ଧ୍ୟାରେ ଓଡ଼ିଶୀ ଓ ଭାରତନାଟ୍ୟମରେ ଶିବ ଆରାଧନା

କୋଣାର୍କ: ଓଡ଼ିଶା ପର୍ଯ୍ୟଟନ ବିଭାଗ ନିବେଦିତ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ସହଯୋଗରେ ଆୟୋଜିତ କୋଣାର୍କ ଉତ୍ସବ ୨୦୨୦ ଉଦ୍‍ଘାଟିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡ଼ିଜିଟାଲ ମୋଡ୍‍ରେ ଶୁଭ ଉଦ୍‍ଘାଟନ କରି କୋଣାର୍କ ଉତ୍ସବର ସଫଳତା କାମନା…

ଓଡ଼ିଶାର ପାରମ୍ପରିକ ଲୋକ ବାଦ୍ୟ ଧୁଡୁକି ସମ୍ପର୍କରେ ଜାଣନ୍ତୁ

ଭୁବନେଶ୍ୱର: ଧୁଡୁକି (ଘୁଡ଼ୁକି ଭାବେ ମଧ୍ୟ ଜଣାଶୁଣା) ।ଓଡ଼ିଶାର ଏକ ପାରମ୍ପାରିକ ବାଦ୍ୟ ଯନ୍ତ୍ର ।ଏହାକୁ ଭିତ୍ତି କରି ପରିବେଷିତ ହେଉଥିବା ଲୋକକଳା ଘୁଡ଼ୁକି ବା ଧୁଡ଼ୁକି ନାଚ ନାମରେ ପରିଚିତ । ଧୁଡୁକିଆ ଶବର(ମୁଣ୍ଡପୋତା କେଳା) ସମ୍ପ୍ରଦାୟର ଲୋକେ ଏହି ବାଜା ବଜେଇ, ଲୋକମାନଙ୍କର ମନୋରଞ୍ଜନ…

ଓଡ଼ିଆ ସଂସ୍କୃତିରେ ବୋଇତ ବନ୍ଦାଣ…

ଭୁବନେଶ୍ୱର: କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଓଡିଶାର ପ୍ରାୟତଃ ସ୍ଥାନରେ ଡଙ୍ଗାଭସା ବା  ବୋଇତ ବନ୍ଦାଣ ଉତ୍ସବ ମହା ଆଡମ୍ବରରେ ପାଳିତ ହୋଇଥାଏ । ଏହି ଉତ୍ସବ କାହିଁ କେଉଁ ଅନାଦି କାଳରୁ ଉତ୍କଳୀୟ ପରମ୍ପରାରେ ସହ ଜଡିତ । ଏହି ଦିନ ବ୍ରହ୍ମମୂହୁର୍ତ୍ତରୁ ଉଠି ଲୋକେ ବିଭିନ୍ନ ପ୍ରକାରର ବୋଇତ…

ଓଡ଼ିଶାର ପାରମ୍ପରିକ ଲୋକ ନୃତ୍ୟ ଘୁମୁରା ନାଚ ସମ୍ପର୍କରେ ଜାଣନ୍ତୁ

ଭୁବନେଶ୍ୱର: ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ଗ୍ରାମବହୁଳ ଓଡ଼ିଶାରେ…

ଏଥରର ହସ୍ତକଳାରେ ଗୋପାଳପୁରର ଟସର ବସ୍ତ୍ର 

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଭିନ୍ନ ପ୍ରକାରର ହାତତିଆରି କଳାକୃତି ଦେଖିବାକୁ ମିଳିଥାଏ । ବାନ୍ଧ ତଥା ଅନ୍ୟାନ୍ୟ ହାତବୁଣା ଲୁଗା, କାଠ, ପଥର ଖୋଦେଇ, କଂସା-ପିତ୍ତଳ ଓ ସୁନା-ରୂପା କାମ, ଝୋଟି ଚିତା, ପଟ୍ଟଚିତ୍ର, ଚାନ୍ଦୁଆ କାମ ତଥା ଆହୁରି ଅନେକ ପ୍ରକାରର ହାତକାମ ପାଇଁ…

ଓଡିଶାର ପାରମ୍ପରିକ ଲୋକ ନୃତ୍ୟ କରମା ନାଚ ସମ୍ପର୍କରେ ଜାଣନ୍ତୁ…

ଭୁବନେଶ୍ୱର: ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚୟ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର,…

ଓଡ଼ିଶାର ପାରମ୍ପରିକ ଦାସକାଠିଆ ନାଚ ସମ୍ପର୍କରେ, ଜାଣନ୍ତୁ

ଭୁବନେଶ୍ୱର: ଓଡ଼ିଶା କଳା, ନାଚ, ସଂଗୀତରେ ଭରା ଏକ ରାଜ୍ୟ । ଅତୀତରେ ଅନେକ ରାଜାଙ୍କ ଶାସନ କାଳାରେ ଏଠାକାର କଳା, ନାଚ ଆଦି ଖୁବ ସମୃଦ୍ଧ ହୋଇଅଛି । ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ ।…

ବିଲୁପ୍ତ ପ୍ରାୟ ଦେବଦାସୀ ପ୍ରଥା ସମ୍ପର୍କରେ ଜାଣନ୍ତୁ କିଛି ଅଜଣା କଥା

ଭୁବନେଶ୍ୱର: ଦେବାଦେବୀଙ୍କ ମନ୍ଦିରର ନୃତ୍ୟାଙ୍ଗନାମାନଙ୍କୁ ଦେବଦାସୀ କୁହାଯାଏ । ରାଜସଭାର ରାଜ ନର୍ତ୍ତକୀମାନଙ୍କ ଅନୁକରଣରେ ବିଭିନ୍ନ ମନ୍ଦିରରେ ଦେବଦାସୀ ପ୍ରଥାର ପ୍ରଚଳନ ହୋଇଛି। ମର୍ତ୍ତ୍ୟରେ ଦେବତାମାନଙ୍କ ପ୍ରତି ଏମାନଙ୍କ ନୃତ୍ୟ ଓ ଜୀବନଶୈଳୀ ଉତ୍ସର୍ଗ । ଏହି ପୁରାତନ ପ୍ରଥା ରାଜ୍ୟ,…

ଓଡ଼ିଶାର ପ୍ରସିଦ୍ଧ ଲୋକ କଳା ‘ଭାରତ ଲୀଳା’ ସମ୍ପର୍କରେ ଜାଣନ୍ତୁ…

ଭୁବନେଶ୍ୱର: ଓଡ଼ିଶାର ଲୋକ କଳା ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଆମ ରାଜ୍ୟର ଲୋକକଳା ବିବିଧ ଏବଂ…

ଜାଣନ୍ତୁ, ଓଡ଼ିଆ ସଂସ୍କୃତି ଓ ପରମ୍ପରା ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ ଜଉ କଳା ସମ୍ପର୍କରେ

ଭୁବନେଶ୍ୱର: ସଂସ୍କୃତି ରାଜ୍ୟ ଓଡିଶା। ଏହାର ଇତିହାସ ଯେତିକି ପୁରୁଣା ସେତିକି ଆଦୃତ ଓ ଖ୍ୟାତି ସମ୍ପନ୍ନ ଏହାର ଲୋକକଳା। ଓଡ଼ିଶାର କଳା ମଧ୍ୟରେ ଜଉ କଳା ଅନ୍ୟତମ। ଜଉ କଳା ଲାଖ ଜଉକୁ ବ୍ୟବହାର କରି ତିଆରି କରାଯାଉଥିବା ନାନାଦି କଳାକୃତିକୁ ବୁଝାଇଥାଏ । ଓଡ଼ିଶାର ବାଲେଶ୍ଵରଠାରେ ପୁରାତନ…