Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଗାଁ ଦାଣ୍ଡରେ ଆଉ ଶୁଣିବାକୁ ମିଳୁନାହିଁ ଚକୁଳିଆ ପଣ୍ଡାର ଗୀତ..

ଭୁବନେଶ୍ୱର:ସଂସ୍କୃତି ଓ ଐତିହ୍ୟରେ ପରିପୂର୍ଣ୍ଣ ଆମ ରାଜ୍ୟ ଓଡ଼ିଶା। ଏହାର କୋଣଅନୁକୋଣରେ ଭାରି ରହିଛି ଧର୍ମ ଓ ପରମ୍ପରାର ମହକ । ବାରମାସରେ ତେର ଓଷା ତାସାଙ୍ଗକୁ ନାନାଦି ରୀତିନୀତି । ବର୍ତ୍ତମାନ ଏସବୁରୁ ଅନେକ କିଛି ପାଶୋରି ଗଲାଣି । ଓଡ଼ିଶାର ପରମ୍ପରା, ସଂସ୍କୃତି କଥା ମନେ ପଡିଲେ,…

କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହ ପ୍ରସଙ୍ଗ: ପର୍ଯ୍ୟାୟ କ୍ରମେ ବାଲି କାଢିବ ଏଏଏଆଇ

କୋଣାର୍କ: ବହୁ ଆଲୋଚନା ଓ ପର୍ଯ୍ୟାଲୋଚନା ପରେ କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରେ ଥିବା ବାଲି କାଢିବା ନେଇ ଚୂଡ଼ାନ୍ତ ନିଷ୍ପତ୍ତି ହୋଇଛି । ଭାରତୀୟ ପ୍ରତ୍ନତାତ୍ୱିକ ସର୍ଭେ ବିଭାଗ (ଏଏସଆଇ) ଏହି ଗର୍ଭଗୃହରୁ ବାଲି କାଢିବା ନେଇ ନିଷ୍ପତ୍ତି ଗ୍ରହଣ କରାଯାଇଛି । କୋଣାର୍କ ସୂର୍ଯ୍ୟ…

ଏଏସଆଇର ଚରମ ଅବହେଳା ଯୋଗୁଁ କୋଣାର୍କ ମନ୍ଦିରର ମୂର୍ତ୍ତି କ୍ଷତିଗ୍ରସ୍ତ ହୋଇଛି !

ଭୁବନେଶ୍ୱର: ଭାରତୀୟ ପ୍ରତ୍ନତାତ୍ୱିକ ସର୍ଭେ ବିଭାଗ (ଏଏସଆଇ)ର ଚରମ ଅବହେଳା ଯୋଗୁଁ କୋଣାର୍କ ମନ୍ଦିରରେ ଥିବା ଏକ ସୁନ୍ଦର ପୁରାତନ ମୂର୍ତ୍ତି ଭାଙ୍ଗିଯାଇଥିବାର ଅଭିଯୋଗ ହୋଇଛି । ଶୁକ୍ରବାର ଦିନ କୋଣାର୍କରେ ଅନୁଷ୍ଠିତ ଏକ ଦୁଇଦିନିଆ କର୍ମଶାଳାରେ ଏହାକୁ ନେଇ ଆଲୋଚନା ହୋଇଛି ।…

ଓଡ଼ିଶାର ପାରମ୍ପରିକ ଟସର ବସ୍ତ୍ର…

ଭୁବନେଶ୍ୱର: ଆବହମାନ କାଳରୁ ଓଡିଶା ଏକ ପାରମ୍ପରିକ ଟସର ଉତ୍ପାଦନକାରୀ ରାଜ୍ୟ ଭାବେ ପରିଚିତ । ପ୍ରାଚୀନ କାଳରୁ ହାତ ତିଆରି ଟସର ୟୁରୋପ ମହାଦେଶର ରାଜକୀୟ ଅଳଙ୍କରଣ ଭାବେ ବବ୍ୟହୃତ ହେଉଥିଲା । ନୌବାଣିଜ୍ୟ ପା ଇଁପ୍ରସିଦ୍ଧ ଆମ ରାଜ୍ୟ ଏକଦା ଏସିଆ ଏବଂ ୟୁରୋପ ମହାବଦଶ ସହିତ ବାଣିଜ୍ୟ…

ଓଡ଼ିଶାର ତ୍ରିବେଣୀ ସଙ୍ଗମ

ଭାରତର ପ୍ରୟାଗରାଜ (ଆଲହାବାଦ୍)ଠାରେ ଗଙ୍ଗା, ଯମୁନା ଓ ସରସ୍ୱତୀ ନାମକ ୩ଟି ପ୍ରମୁଖ ନଦୀର ସଙ୍ଗମ ସ୍ଥଳକୁ ତ୍ରିବେଣୀ ସଙ୍ଗମ ବୋଲି କୁହାଯାଏ । ଯେଉଁଠାରେ ଅନୁଷ୍ଠିତ ହୋଇଥାଏ ବିଶ୍ୱପ୍ରସିଦ୍ଧ କୁମ୍ଭମେଳା । ବିଶ୍ୱାସ ରହିଛି ଏହି ସଙ୍ଗମ ସ୍ଥଳରେ ସ୍ନାନ କରୁଥିବା ବ୍ୟକ୍ତିର ମୋକ୍ଷ ପ୍ରାପ୍ତି…

ଶ୍ରାଦ୍ଧ ବାର୍ଷିକରେ ଜାଣନ୍ତୁ କାନ୍ତକବି ଲକ୍ଷ୍ମୀକାନ୍ତଙ୍କ ଅନନ୍ୟ ରଚନାବଳୀ ସମ୍ପର୍କରେ

ଭୁବନେଶ୍ୱର: ଆଜି କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଶ୍ରାଦ୍ଧ ବାର୍ଷିକ । ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିବା ଲକ୍ଷ୍ମୀକାନ୍ତଙ୍କର୍ ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ…

ପାଲା ଆକାଶର ଉଜ୍ଜ୍ୱଳ ନକ୍ଷତ୍ର; ନିରଞ୍ଜନ ପଣ୍ଡା

ଭୁବନେଶ୍ବର: ପାଲା ଜଗତରେ ଉଚ୍ଚ ଶିକ୍ଷିତ ଗାୟକ ଭାବେ ପାଦ ଦେଇଥିଲେ ଡକ୍ଟର ନିରଞ୍ଜନ ପଣ୍ଡା । ୧୯୪୨ ମସିହା ଜାନୁଆରି ୪ ତାରିଖରେ କେନ୍ଦ୍ରାପଡା ଜିଲ୍ଲା ମଲ୍ଲିକେଶ୍ୱରପୁର ଗ୍ରାମରେ ଏକ କୁଳୀନ ବ୍ରାହ୍ଣଣ ପରିବାରରେ ସେ ଜନ୍ମ ଗ୍ରହଣ କରିଥିଲେ । ବାପା ସୁନାକର ପଣ୍ଡା ଥିଲେ ଜଣେ ସଂସ୍କୃତି…

ଅନ୍ତର୍ଜାତୀୟ ମାତୃଭାଷା ଦିବସ: କେତେ ସୁରକ୍ଷିତ ଆମ ମାତୃଭାଷା…

ଭୁବନେଶ୍ୱର: ଓଡ଼ିଆରେ ଏକ ପଂକ୍ତି ରହିଛି "ମାତୃଭୂମି ମାତୃଭାଷାରେ ମମତା ଯା ହୃଦେ ଜନମି ନାହିଁ, ତାକୁ ଯଦି ଜ୍ଞାନୀ ଗଣରେ ଗଣିବା ଅଜ୍ଞାନ ରହିବେ କାହିଁ"...। ଏହାର ଅର୍ଥ ଯିଏ ମାତୃଭାଷାକୁ ସମ୍ମାନ ଦେଇ ଜାଣି ନାହିଁ ତାଠାରୁ ମୂର୍ଖ ସାଂସରରେ ନାହିଁ । ଲୋକଙ୍କ ମନରୁ ମାତୃଭାଷା ପ୍ରତି…

ଏମିତି ଏକ ମସଜିଦ, ଯେଉଁଠି କୋରାନ ସାଙ୍ଗରେ ସ୍ଥାନ ପାଇଛି ଗୀତା ଓ ବାଇବେଲ…

ଆସାମ: ଈଶ୍ୱର ଆଲ୍ଲା ସବୁ ସମାନ । ଭଗବାନ ମଣିଷ ଜନ୍ମ କରିଛନ୍ତି ଏହି ମଣିଷ ହିଁ ଜାତି ଭେଦ ସୃଷ୍ଟି କରୁଛି । ବିଭିନ୍ନତା ମଧ୍ୟରେ ଏକତା ବଜାୟୀ ରଖୁଥିବା ଆମ ଦେଶ ଭାରତର ଆସାମର ଏକ ମସଜିଦରୁ ସାମ୍ନାକୁ ଆସିଛି ଏଭଳି ଉଦାହରଣ ମୂଳକ କାର୍ଯ୍ୟ । ଯାହା ଦେଶରେ ପାଇଁ ଉଦାହରଣ ପାଲଟିଛି ।…

ଲଣ୍ଡନ ଫ୍ୟାଶନ ୱିକରେ ଭାରତୀୟ ସଂସ୍କୃତିର ଝଲକ

ନୂଆଦିଲ୍ଲୀ: ବିଦେଶରେ ସବୁବେଳେ ଭାରତୀୟ ସଂସ୍କୃତିକୁ ବହୁତ ପସନ୍ଦ କରାଯାଏ । ଲଣ୍ଡନର ଫ୍ୟାଶନ ଶୋ’ରେ ଏମିତି କିଛି ଦେଖିବାକୁ ମିଳିଛି । ବିଦେଶୀ ମଡେଲ ର‌୍ୟାମ୍ପରେ ଭାରତୀୟ ପରିଧାନ ‘ଶାଢ଼ୀ’ ପିନ୍ଧି ଚାଲୁଥିବାର ନଜର ଆସିଛନ୍ତି । ଲଣ୍ଡନରେ ଭାରତୀୟ ଉଚ୍ଚ ଆୟୋଗ ଏକ ଫ୍ୟାଶନ ଶୋ’ର ଆୟୋଜନ…