Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଫଟୋଚିତ୍ର ପ୍ରଦର୍ଶନୀରେ ପ୍ରତିଫଳିତ ହେଉଛି ମା’ ଲକ୍ଷ୍ମୀଙ୍କ ଅଭିମାନ

ପୁରୀ : ହେରାପଞ୍ଚମୀର ପବିତ୍ର ଅବସରରେ ପୁରୀ ଗୁଣ୍ଡିଚାବାଡି ନିକଟସ୍ଥ ଭୋଳାନାଥ ବିଦ୍ୟାପୀଠ ପରିସରରେ ଚାଲିଥିବା ଜାତୀୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଆୟୋଜିତ ଫଟୋଚିତ୍ର ପ୍ରଦର୍ଶନୀରେ ପ୍ରଦର୍ଶିତ ହେଉଛି ଏହି ମାନବୀୟ ଲୀଳାକୁ ନେଇ ଗତ ହେରାପଞ୍ଚମୀର ଫଟୋ…

ରଥଯାତ୍ରା ଉପଲକ୍ଷେ ଶ୍ରୀ ଜଗନ୍ନାଥ ଭକ୍ତି ସଂଗୀତ ସମାରୋହ ‘ଗୁହାରି ୨୦୨୪’

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଶ୍ରୀ ଜଗନ୍ନାଥ ଭକ୍ତି ସଙ୍ଗୀତ ସମାରୋହ ‘ଗୁହାରି ୨୦୨୪’ର ଉଦ୍ଘାଟନୀ ଉତ୍ସବ ସ୍ଥାନୀୟ ରବିନ୍ଦ୍ର ମଣ୍ଡପରେ ଏକ ବର୍ଣ୍ଣାଢ୍ୟ ଓ ମନୋଜ୍ଞ ପରିବେଶ ଭିତରେ…

ରଥଯାତ୍ରାର ୪ ଦିନ ପରେ ମାଉସୀ ମା’ ଘରେ ପହଞ୍ଚିଲା ବ୍ରହ୍ମ ତାଳଧ୍ଵଜ

କେନ୍ଦ୍ରାପଡା: ରଥଯାତ୍ରାର ଚାରିଦିନ ପରେ ମାଉସୀ ମା ମନ୍ଦିରରେ ପହଞ୍ଚିଲା କେନ୍ଦ୍ରାପଡା ଶ୍ରୀ ବଳଦେବଜୀଉଙ୍କ ବ୍ରହ୍ମତାଳଧ୍ବଜ ରଥ। ରଥଯାତ୍ରା ଦିନଠାରୁ ମାଉସି ମା ମନ୍ଦିର ଅଭିମୁଖେ ରଥ ବାହାରି ଥିଲା । ମାତ୍ର ବାରମ୍ବାର ରଥ ବାମ ମୋଡ ନେବାରୁ ଚକଡା ଲାଗିବାକୁ ବିଳମ୍ବ ହୋଇଥିଲା । ଶେଷରେ…

ଜାତୀୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାରେ ସୂଚନା ଓ ଲୋକସମ୍ପର୍କ ବିଭାଗର ଫଟୋଚିତ୍ର ପ୍ରଦର୍ଶନୀ

ପୁରୀ : ରଥଯାତ୍ରା ଉପଲକ୍ଷେ ସ୍ଥାନୀୟ ସ୍ଥାନୀୟ ଭୋଳାନାଥ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ଜାତୀୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାରେ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଶ୍ରୀଜଗନ୍ନାଥ ସଂସ୍କୃତି ଉପରେ ଏକ ଫୋଟୋ ଚିତ୍ର ପ୍ରଦର୍ଶନୀ ଉଦ୍ଘାଟିତ ହୋଇଯାଇଛି । ଉପ-ମୁଖ୍ୟମନ୍ତ୍ରୀ…

ଆରମ୍ଭ ହେଲା ରଥଟଣା, ପ୍ରଥମେ ଗଡିଲା ବଡ ଭାଇଙ୍କ ତାଳଧ୍ଵଜ

ପୁରୀ: ଶେଷ ହେଲା ସବୁ ପ୍ରତିକ୍ଷାର ଅନ୍ତ । ଯେଉଁ ବିଶେଷ ସମୟ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅପେକ୍ଷା କରି ରହିଥିଲେ ସେ ସମୟ ଏବେ ପହଞ୍ଚିଛି । ଆରମ୍ଭ ହୋଇଛି ରଥ ଟଣା । ପ୍ରଥମେ ବଡ ଭାଇ ବଳଭଦ୍ରଙ୍କ ରଥ ଟଣା ଆରମ୍ଭ ହୋଇଛି । ଏହାପରେ ଦେବୀ ସୁଭଦ୍ରା ଏବଂ ପରେ କାଳିଆ ଠାକୁରଙ୍କ ରଥ ଟଣା ହେବ ।…

ରଥାରୂଢ ତିନିଠାକୁରଙ୍କ ଶେଷ ହେଲା ଛେରା ପହଁରା ନୀତି

ପୁରୀ: ତିନିରଥରେ ରଥାରୂଢ ତିନିଠାକୁର । ପହଣ୍ଡି ସରିବା ପରେ ଚାଲିଛି ନୀତିକାନ୍ତି । ପୁରୀରେ ରଥଯାତ୍ରା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଗଜପତି ମହାରାଜଙ୍କ ଛେରାପହଁରା ପରେ ତିନିରଥ ମାଉସୀ ମା ଅଭିମୁଖେ ଯାତ୍ରା କରିବେ । ଛେରାପହଁରା ପୂର୍ବରୁ ରଥ ଉପରେ ତିନିଠାରୁଙ୍କୁ ଦର୍ଶନ…

ବଡ଼ଦାଣ୍ଡରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସାଙ୍ଗରେ ଅଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ

ପୁରୀ: ରଥଟଣା ଦେଖିବାକୁ ଜଗନ୍ନାଥ ଧାମରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସାଙ୍ଗରେ ଅଛନ୍ତି ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେପଟେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ମହାବାହୁଙ୍କ ପବିତ୍ର ରଥଯାତ୍ରା…

ରଥଯାତ୍ରା ଅବସରରେ ‘ଶ୍ରୀଜଗନ୍ନାଥ’ଶୀର୍ଷକ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ

ପୁରୀ : ପବିତ୍ର ରଥଯାତ୍ରା ଉପଲକ୍ଷେ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଶ୍ରୀକ୍ଷେତ୍ର ପୁରୀଠାରେ ଶ୍ରୀଜଗନ୍ନାଥ ଶୀର୍ଷକରେ ଆୟୋଜିତ ଚିତ୍ରକଳା ପ୍ରଦର୍ଶନୀ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି । ଶ୍ରୀଜଗନ୍ନାଥ ଓ ରଥଯାତ୍ରା ଉପରେ ପର୍ଯ୍ୟବେଷିତ କଳାକୃତିଗୁଡିକ…

ଶିଶୁ ଯୌନ ନିର୍ଯାତନା ବିଷୟ ଉପରେ ସ୍ୱତନ୍ତ୍ର ନାଟକ ‘ସେପ୍ଟେମ୍ବରର ତିରିଶ ଦିନ’ ମଞ୍ଚସ୍ଥ

ଭୁବନେଶ୍ୱର : ଇନଷ୍ଟିଚ୍ୟୁଟ୍ ଅଫ୍ ନଲେଜ୍ ସୋସାଇଟିଜ୍ ବ୍ୟାନରରେ ଶିଶୁ ଯୌନ ନିର୍ଯାତନା ଭଳି ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଧାରିତ ଭିନ୍ନ ସ୍ୱାଦର ନାଟକ ‘ସେପ୍ଟେମ୍ବରର ତିରିଶ ଦିନ’ ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ମଞ୍ଚସ୍ଥ ହୋଇଯାଇଛି । ବିଭିନ୍ନ ବୟସ ଓ ବର୍ଗର ଦର୍ଶକମାନଙ୍କୁ ଏହି ନାଟକ…

ଜ୍ୱରରେ ଆକ୍ରାନ୍ତ ଶ୍ରୀଜିଉ ମାନଙ୍କୁ ଲାଗି ହେଲା ଦଶମୂଳ ମୋଦକ

ପୁରୀ: ଅଣସର ଘରେ ରହି ଚାଲିଛି ମହାପ୍ରଭୁଙ୍କ ନୀତିକାନ୍ତି । ମହାପ୍ରଭୁଙ୍କୁ ସୁସ୍ଥ କରିବା ପାଇଁ ଚାଲିଛି ଗୁପ୍ତସେବା । ଆଜି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଲାଗି ହୋଇଛି ଦଶମୂଳ ମୋଦକ । ରାଜବୈଦ ଏହି ଦଶମୂଳ ମୋଦକ ପ୍ରସ୍ତୁତ କରି ମହାପ୍ରଭୁଙ୍କୁ ଲାଗି କରିଛନ୍ତି । ନୀଳାଦିଅ ମହୋଦୟ ଶାସ୍ତ୍ର…