Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଫଟୋଚିତ୍ର ପ୍ରଦର୍ଶନୀରେ ଓଡ଼ିଆଙ୍କ ବୀରତ୍ୱ ଏବଂ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଐଶ୍ୱର୍ଯ୍ୟ

ପୁରୀ : ହେରାପଞ୍ଚମୀର ପବିତ୍ର ଅବସର ପରେ ତିନୋଟି ରଥ ଦକ୍ଷିଣାମୋଡ଼ ନେଇଛନ୍ତି । ଏହା ପରେ ବାହୁଡ଼ା ଯାତ୍ରା ଏବଂ ପରେ ପରେ ଶ୍ରୀ ଜୀଉଙ୍କ ସୁନାବେଶ ଅନୁଷ୍ଠିତ ହେବ। ଓଡ଼ିଆଙ୍କ ବୀରତ୍ୱ ଏବଂ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଐଶ୍ୱର୍ଯ୍ୟ ଓ ମାଧୁର୍ଯ୍ୟ ପ୍ରଦର୍ଶନ କରିବାକୁ ଯାଇ ପବିତ୍ର ବଡ ଏକାଦଶୀରେ…

ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ ‘ଗୁହାରି ୨୦୨୪’ ର ଦ୍ୱିତୀୟ ସନ୍ଧ୍ୟା

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଓ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ନିବେଦିତ ଶ୍ରୀ ଜଗନ୍ନାଥ ଭକ୍ତି ସଙ୍ଗୀତ ସମାରୋହ ‘ଗୁହାରି ୨୦୨୪’ର ଦ୍ୱିତୀୟ ସନ୍ଧ୍ୟାରେ କଣ୍ଠଶିଳ୍ପୀଙ୍କ ଭାବଭରା ସଙ୍ଗୀତ ଶ୍ରୋତାଙ୍କୁ ବିମୁଗ୍ଧ କରିଛି…

ଫଟୋଚିତ୍ର ପ୍ରଦର୍ଶନୀରେ ପ୍ରତିଫଳିତ ହେଉଛି ମା’ ଲକ୍ଷ୍ମୀଙ୍କ ଅଭିମାନ

ପୁରୀ : ହେରାପଞ୍ଚମୀର ପବିତ୍ର ଅବସରରେ ପୁରୀ ଗୁଣ୍ଡିଚାବାଡି ନିକଟସ୍ଥ ଭୋଳାନାଥ ବିଦ୍ୟାପୀଠ ପରିସରରେ ଚାଲିଥିବା ଜାତୀୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଆୟୋଜିତ ଫଟୋଚିତ୍ର ପ୍ରଦର୍ଶନୀରେ ପ୍ରଦର୍ଶିତ ହେଉଛି ଏହି ମାନବୀୟ ଲୀଳାକୁ ନେଇ ଗତ ହେରାପଞ୍ଚମୀର ଫଟୋ…

ରଥଯାତ୍ରା ଉପଲକ୍ଷେ ଶ୍ରୀ ଜଗନ୍ନାଥ ଭକ୍ତି ସଂଗୀତ ସମାରୋହ ‘ଗୁହାରି ୨୦୨୪’

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଶ୍ରୀ ଜଗନ୍ନାଥ ଭକ୍ତି ସଙ୍ଗୀତ ସମାରୋହ ‘ଗୁହାରି ୨୦୨୪’ର ଉଦ୍ଘାଟନୀ ଉତ୍ସବ ସ୍ଥାନୀୟ ରବିନ୍ଦ୍ର ମଣ୍ଡପରେ ଏକ ବର୍ଣ୍ଣାଢ୍ୟ ଓ ମନୋଜ୍ଞ ପରିବେଶ ଭିତରେ…

ରଥଯାତ୍ରାର ୪ ଦିନ ପରେ ମାଉସୀ ମା’ ଘରେ ପହଞ୍ଚିଲା ବ୍ରହ୍ମ ତାଳଧ୍ଵଜ

କେନ୍ଦ୍ରାପଡା: ରଥଯାତ୍ରାର ଚାରିଦିନ ପରେ ମାଉସୀ ମା ମନ୍ଦିରରେ ପହଞ୍ଚିଲା କେନ୍ଦ୍ରାପଡା ଶ୍ରୀ ବଳଦେବଜୀଉଙ୍କ ବ୍ରହ୍ମତାଳଧ୍ବଜ ରଥ। ରଥଯାତ୍ରା ଦିନଠାରୁ ମାଉସି ମା ମନ୍ଦିର ଅଭିମୁଖେ ରଥ ବାହାରି ଥିଲା । ମାତ୍ର ବାରମ୍ବାର ରଥ ବାମ ମୋଡ ନେବାରୁ ଚକଡା ଲାଗିବାକୁ ବିଳମ୍ବ ହୋଇଥିଲା । ଶେଷରେ…

ଜାତୀୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାରେ ସୂଚନା ଓ ଲୋକସମ୍ପର୍କ ବିଭାଗର ଫଟୋଚିତ୍ର ପ୍ରଦର୍ଶନୀ

ପୁରୀ : ରଥଯାତ୍ରା ଉପଲକ୍ଷେ ସ୍ଥାନୀୟ ସ୍ଥାନୀୟ ଭୋଳାନାଥ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ଜାତୀୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାରେ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଶ୍ରୀଜଗନ୍ନାଥ ସଂସ୍କୃତି ଉପରେ ଏକ ଫୋଟୋ ଚିତ୍ର ପ୍ରଦର୍ଶନୀ ଉଦ୍ଘାଟିତ ହୋଇଯାଇଛି । ଉପ-ମୁଖ୍ୟମନ୍ତ୍ରୀ…

ଆରମ୍ଭ ହେଲା ରଥଟଣା, ପ୍ରଥମେ ଗଡିଲା ବଡ ଭାଇଙ୍କ ତାଳଧ୍ଵଜ

ପୁରୀ: ଶେଷ ହେଲା ସବୁ ପ୍ରତିକ୍ଷାର ଅନ୍ତ । ଯେଉଁ ବିଶେଷ ସମୟ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅପେକ୍ଷା କରି ରହିଥିଲେ ସେ ସମୟ ଏବେ ପହଞ୍ଚିଛି । ଆରମ୍ଭ ହୋଇଛି ରଥ ଟଣା । ପ୍ରଥମେ ବଡ ଭାଇ ବଳଭଦ୍ରଙ୍କ ରଥ ଟଣା ଆରମ୍ଭ ହୋଇଛି । ଏହାପରେ ଦେବୀ ସୁଭଦ୍ରା ଏବଂ ପରେ କାଳିଆ ଠାକୁରଙ୍କ ରଥ ଟଣା ହେବ ।…

ରଥାରୂଢ ତିନିଠାକୁରଙ୍କ ଶେଷ ହେଲା ଛେରା ପହଁରା ନୀତି

ପୁରୀ: ତିନିରଥରେ ରଥାରୂଢ ତିନିଠାକୁର । ପହଣ୍ଡି ସରିବା ପରେ ଚାଲିଛି ନୀତିକାନ୍ତି । ପୁରୀରେ ରଥଯାତ୍ରା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଗଜପତି ମହାରାଜଙ୍କ ଛେରାପହଁରା ପରେ ତିନିରଥ ମାଉସୀ ମା ଅଭିମୁଖେ ଯାତ୍ରା କରିବେ । ଛେରାପହଁରା ପୂର୍ବରୁ ରଥ ଉପରେ ତିନିଠାରୁଙ୍କୁ ଦର୍ଶନ…

ବଡ଼ଦାଣ୍ଡରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସାଙ୍ଗରେ ଅଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ

ପୁରୀ: ରଥଟଣା ଦେଖିବାକୁ ଜଗନ୍ନାଥ ଧାମରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସାଙ୍ଗରେ ଅଛନ୍ତି ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେପଟେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ମହାବାହୁଙ୍କ ପବିତ୍ର ରଥଯାତ୍ରା…

ରଥଯାତ୍ରା ଅବସରରେ ‘ଶ୍ରୀଜଗନ୍ନାଥ’ଶୀର୍ଷକ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟିତ

ପୁରୀ : ପବିତ୍ର ରଥଯାତ୍ରା ଉପଲକ୍ଷେ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଶ୍ରୀକ୍ଷେତ୍ର ପୁରୀଠାରେ ଶ୍ରୀଜଗନ୍ନାଥ ଶୀର୍ଷକରେ ଆୟୋଜିତ ଚିତ୍ରକଳା ପ୍ରଦର୍ଶନୀ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି । ଶ୍ରୀଜଗନ୍ନାଥ ଓ ରଥଯାତ୍ରା ଉପରେ ପର୍ଯ୍ୟବେଷିତ କଳାକୃତିଗୁଡିକ…