Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଆଦିବାସୀ ମେଳାରେ ଜମୁଛି ଦର୍ଶକଙ୍କ ଭିଡ

ଭୁବନେଶ୍ୱର: ଆଦିବାସୀ ମେଳା ବୁଲି ଦେଖିବାକୁ ପ୍ରତିଦିନ ଦର୍ଶକଙ୍କ ଖୁବ୍ ଭିଡ ଜମୁଛି । ମେଳାର ୭ମ ସଂଧ୍ୟାରେ ମଧ୍ୟ ରେକର୍ଡ ସଂଖ୍ୟକ ତଥା ଦେଢ ଲକ୍ଷ ଲୋକଙ୍କ ସମାଗମ ହୋଇଥିବା ଜଣାପଡିଛି । ସାତ ଦିନରେ ୭ଲକ୍ଷରୁ ଅଧିକ ଦର୍ଶକ ମେଳା ବୁଲିବାକୁ ଆସିଥିବାବେଳେ କାରବାର ମଧ୍ୟ ସାଢେ ତିନିକୋଟି…

ଆଦିବାସୀ ମେଳା: ଆକର୍ଷଣ ସାଜିଛି ଜନଜାତି କଳାକାରଙ୍କ ସାମଗ୍ରୀ ପ୍ରସ୍ତୁତି ପ୍ରଦର୍ଶନ

ଭୁବନେଶ୍ୱର: ଆଦିବାସୀ ମେଳାର ଅନ୍ୟତମ ମୁଖ୍ୟ ଆକର୍ଷଣ ସାଜିଛି ଜନଜାତି କଳାକାରମାନଙ୍କ ସିଧାସଳଖ କଳା ପ୍ରଦର୍ଶନ । ପ୍ରଥମ ଥର ପାଇଁ ମେଳାରେ ବିଭିନ୍ନ ପାରମ୍ପରିକ ଚିତ୍ରକଳା, ବୁଣାବୁଣି ଆଦିକୁ ଦର୍ଶକମାନେ ସିଧାସଳଖ ଦେଖିବାକୁ ପାଉଛନ୍ତି । ଲୋକଙ୍କ ସମ୍ମୁଖରେ ଜନଜାତି କଳାକାରମାନେ ସେମାନଙ୍କର…

ଆଦିବାସୀ ମେଳାର ପଞ୍ଚମ ସଂଧ୍ୟା: ଜନଜାତି କଳାକାରଙ୍କ ପାରମ୍ପରିକ ନୃୃତ୍ୟରେ ମେଳା ପରିସର ପ୍ରକମ୍ପିତ

ଭୁବନେଶ୍ୱର: ଆଦିବାସୀ ମେଳାର ପଞ୍ଚମ ଦିବସରୁ ଆରମ୍ଭ ହୋଇଛି ଜାତୀୟ ଆଦିବାସୀ ନୃତ୍ୟ ମହୋତ୍ସବ । ନାଗାଲାଣ୍ଡ, ମିଜୋରାମ, ସିକିମ, ଆସାମ, ଛତିଶଗଡ, ରାଜସ୍ଥାନ, ମହାରାଷ୍ଟ୍ର, ଗୁଜୁରାଟ, ହିମାଚଳପ୍ରଦେଶ ସହିତ ଓଡିଶାର ଜନଜାତି କଳାକାରଙ୍କ ପାରମ୍ପରିକ ନୃୃତ୍ୟରେ ମେଳା ପରିସର ପ୍ରକମ୍ପିତ ହୋଇଛି…

ଐତିହାସିକ ଧଉଳି ପାହାଡର ପାଦ ଦେଶରେ ଆୟୋଜିତ ହେଉଛି ଧଉଳି କଳିଙ୍ଗ ମହୋତ୍ସବ

ଭୁବନେଶ୍ଵର: ଓଡିଶା ସରକାରଙ୍କର ରାଜ୍ୟ ପର୍ଯ୍ୟଟନର ବିଶ୍ଵ ବ୍ୟାପି ପ୍ରଚାର, ପ୍ରସାର ଓ ବିକାଶ ଉଦ୍ଦେଶ୍ୟ ନେଇ କାର୍ଯ୍ୟରତ । ଓଡିଶାକୁ ବିଶ୍ଵ ମାନଚିତ୍ରରେ ଏକ ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଭାବେ ଉପସ୍ଥାପିତ କରିବା ପାଇଁ ରାଜ୍ୟ ସରକାର ସର୍ବଦା ଚେଷ୍ଟା କରି ଆସୁଅଛନ୍ତି । ବିଶେଷ କରି…

ଦିଲ୍ଲୀ ରାଜପଥରେ ଗଡିବ ରୁକୁଣା ରଥ…

ନୂଆଦିଲ୍ଳୀ:ଦିଲ୍ଲୀରେ ଓଡ଼ିଶାର କଳା, ସଂସ୍କୃତି ଓ ପରମ୍ପରାର ଗାଥା ବଖାଣିବ ପ୍ରଜ୍ଞାପନ ମେଢ଼ । ରାଜଧାନୀ ରାଜପଥରେ ଗଡିବ ପ୍ରଭୁ ଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥ । ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟସ୍ତରର ସାଧାରଣତନ୍ତ୍ର ଦିବସରେ ଓଡ଼ିଶାର ଏହି ପ୍ରଜ୍ଞାପନ ମେଢ଼କୁ ପ୍ରଦର୍ଶିତ…

ରାଜାରାଣୀ ସଙ୍ଗୀତ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଶାସ୍ତ୍ରୀୟ ସଙ୍ଗୀତ ଓ ସନ୍ତୁର ବାଦନରେ ମନ୍ଦିର ପ୍ରାଙ୍ଗଣ ମୁଖରିତ

ଭୁବନେଶ୍ୱର: ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ରାଜାରାଣୀ ସଙ୍ଗୀତ ମହୋତ୍ସବର ଆଜି ଦ୍ୱିତୀୟ ବର୍ଣ୍ଣାଢ୍ୟ ଓ ଚିତ୍ତାକର୍ଷକ ସନ୍ଧ୍ୟା ସାଙ୍ଗକୁ ଓଡ଼ିଶୀ ଶାସ୍ତ୍ରୀୟ ସଙ୍ଗୀତ ଓ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତରେ ସନ୍ତୁର ବାଦନରେ ରାଜାରାଣୀ ମନ୍ଦିର ପ୍ରାଙ୍ଗଣ ମୁଖରିତ ହୋଇଥିଲା ।…

ପାଲା ଆକାଶର ଉଜ୍ଜ୍ୱଳତମ ନକ୍ଷତ୍ର; ବିଦ୍ୟାଭୂଷଣ ରମାକାନ୍ତ ମିଶ୍ର

ଭୁବନେଶ୍ୱର: ପାଲା ଆକାଶର ଉଜ୍ୱଳତମ ନକ୍ଷତ୍ର ଗାୟକ ବିଦ୍ୟାଭୂଷଣ ପଣ୍ଡିତ ରମାକାନ୍ତ ମିଶ୍ର । ୧୯୫୭ ମସିହା ଡିସେମ୍ବର ୧୭ ତାରିଖରେ ନୟାଗଡ ଜିଲ୍ଲା ଓଡଗାଁ ବ୍ଲକ ଅଖାରିଆ ଗ୍ରାମରେ ରମାକାନ୍ତ ଜନ୍ମ ଗ୍ରହଣ କରିଥିଲେ । ବାପା ହରେକୃଷ୍ଣ ମିଶ୍ର ଏବଂ ମାଆ ରତ୍ନମଣି ଦେବୀଙ୍କର ୩ ପୁଅ ଏବଂ ୪…

ରାଜାରାଣୀ ସଙ୍ଗୀତ ମହୋତ୍ସବ: ଶାସ୍ତ୍ରୀୟ ସଙ୍ଗୀତର ମୁର୍ଚ୍ଛନାରେ ମନ୍ଦିର ପ୍ରାଙ୍ଗଣ ମୁଖରିତ

ଭୁବନେଶ୍ୱର: ରାଜ୍ୟ ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ରାଜାରାଣୀ ସଙ୍ଗୀତ ମହୋତ୍ସବ ଆଜିଠାରୁ ତିନିଦିନ ଧରି କଳିଙ୍ଗ କଳାସ୍ଥାପତ୍ୟର ଚମତ୍କାର କଳାକୃତି ଏକାଦଶ ଶତାବ୍ଦୀ ନିର୍ମିତ ପ୍ରସିଦ୍ଧ ରାଜାରାଣୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହେଉଛି । ଏହି ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ହେଉଛି…

ମୁକ୍ତେଶ୍ୱର ଉତ୍ସବର ଶେଷ ସନ୍ଧ୍ୟା: ଓଡ଼ିଶୀ ରସରେ ଝୁମିଲେ ବିମୁଗ୍ଧ ଦର୍ଶକ…

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ମୁକ୍ତେଶ୍ୱର ଉତ୍ସବର ଉଦ୍‍ଯାପନୀ ସନ୍ଧ୍ୟାରେ ଭରପୁର ଦର୍ଶକ ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତକୁ ଉପଭୋଗ କରିଥିଲେ । ସଂଧ୍ୟାର କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ଗୁରୁ ରାମହରି ଦାସ ଓ ସାଥୀଙ୍କ ଦ୍ୱାରା ଶିବ ବନ୍ଦନା ଓଁ ନମଃ ଶିବାୟରୁ, ଯାହାର…

ମୁକ୍ତେଶ୍ଵର ନୃତ୍ୟ ଉତ୍ସବ: ଆଜି ସନ୍ଧ୍ୟାରେ ପରିବେଷିତ ଚିତାକର୍ଷକ ଓଡିଶୀ ନୃତ୍ୟର କିଛି ଝଲକ…

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ମୁକ୍ତେଶ୍ୱର ଉତ୍ସବର ୩ୟ ସନ୍ଧ୍ୟାରେ ଭରପୁର ଦର୍ଶକ ଓଡ଼ିଶୀ ନୃତ୍ୟକୁ ଉପଭୋଗ କରିଛନ୍ତି। ଆଜି ସନ୍ଧ୍ୟାରେ ଓଡିଶୀ ନୃତ୍ୟଶିଳ୍ପୀ କୁନମୁନ ମହାନ୍ତି ଓ ତାଙ୍କ ଗ୍ରୁପ ଦ୍ୱାରା ପରିବେଷିତ ହୋଇଥିବା ଚିତାକର୍ଷକ ନୃତ୍ୟର କିଛି ଝଲକ୍ ଫଟୋ…