Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ପାଲା ଜଗତର ପ୍ରଚଣ୍ଡ ପ୍ରତିଭା: ଗାୟକ ଶିରୋମଣି ନିରଞ୍ଜନ କର

ଭୁବନେଶ୍ୱର: ପାଲା ଜଗତରେ ସର୍ବୋଚ୍ଚ ଶିଖରେ ପହଞ୍ଚିଥିବା ବ୍ୟକ୍ତି ତଥା ପାଲାକୁ ସାଧାରଣ ଲୋକଙ୍କଠାରୁ ନେଇ ବୁଦ୍ଧିଜୀବୀଙ୍କ ପାଖରେ ପହଞ୍ଚାଇଥିବା ବ୍ୟକ୍ତିତ୍ୱର ଅଧିକାରୀ ହେଉଛନ୍ତି ଗାୟକ ଶିରୋମଣି ନିରଞ୍ଜନ କର । ନିରଞ୍ଜନଙ୍କ ପୂର୍ବରୁ ପାଲା ଥିଲା ଅନ୍ୟ ଏକ ରୂପରେ, କିନ୍ତୁ ଗାୟକ ରତ୍ନ…

ସୁପୋଷଣର ଆବଶ୍ୟକତାକୁ ନେଇ ରାଜଧାନୀରେ ଫଟୋ ପ୍ରଦର୍ଶନୀ

ଭୁବନେଶ୍ୱର: ବର୍ତ୍ତମାନ ସମୟରେ ଓଡିଶାରେ ନବୀନ ପଟ୍ଟନାୟକଙ୍କ ସରକାର କୁପୋଷଣ ବିରୁଦ୍ଧରେ ସଗ୍ରାମ କରିବାର ପ୍ରୟାସ ଓ ପ୍ରତିବଦ୍ଧତା ନିମନ୍ତେ ଆବଶ୍ୟକ ସହାୟତା ପାଉଛନ୍ତି, ସେଥିପାଇଁ ରାଜ୍ୟ ସରକାରଙ୍କ ପ୍ରୟାସକୁ ପ୍ରଶଂସିତ କରିବା ସହିତ ପୋଷଣ ସମ୍ବନ୍ଧୀୟ ଆପତିଗୁଡିକର ସମାଧାନ ନିମନ୍ତେ…

ପାଲା ଜଗତର ଖ୍ୟାତାନାମା ଗାୟକ: ବୈରାଗୀ ବେହେରା

ଭୁବନେଶ୍ୱର: ପାଲାରେ ନବ ରସ ପରିବେଷଣ କରି ସବୁ ବର୍ଗର ଦର୍ଶକଙ୍କ ମନକୁ ବାନ୍ଧିରଖି ପାରୁଥିବା ସଫଳ ଗାୟକ ହେଉଛନ୍ତି ବୈରାଗୀ ବେହେରା । ପୁରାତନ ପାଲାକୁ ସେହି ପୁରୁଣା ଢଙ୍ଗରେ ସେ ଏଭଳି ରସସିକ୍ତ କରିଥାନ୍ତି ଯେ, ତାଙ୍କ ପାଲା ଯାହା କାନରେ ଥରେ ବାଜିଯାଏ ଶେଷ ପର୍ଯ୍ୟନ୍ତ ସେ ଉଠି…

ଧଉଳି ଶାନ୍ତିସ୍ତୁପରେ ଶିଳ୍ପୀଙ୍କ ସମାଗମ

ଭୁବନେଶ୍ୱର: କଳାକୁ ଜୀବନ ଓ ଜୀବିକା କରି ଆଗକୁ ବଢିବା ପାଇଁ କେତେଜଣ ଶିଳ୍ପୀ ହିଁ ବ୍ରତ ବୋଲି ଭାବିଥାନ୍ତି । ସେହିପରି ଦିଲ୍ଲୀର ଜଣେ ଶିଳ୍ପୀଙ୍କ ସହିତ ଆଲୋଚନା କରିଥିଲେ ଶାନ୍ତିସ୍ତୁପ ନିକଟସ୍ଥ ଧଉଳି ଚାରୁକଳା ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକାମାନେ । କୋଲକତା ସରକାରୀ…

ଭାରତୀୟ ଐତିହ, କଳା ଓ ସଂସ୍କୃତିର ଏକ ଝଲକ ‘ଅଯନ୍ତା ଏଲୋରା ଗୁମ୍ଫା’

ଭୁବନେଶ୍ୱର: ସଂସ୍କୃତି ଓ ଇତିହାସରେ ଭରିରହିଛି ଭାରତର କଳାକାରିଗରି । ଏହାର ପ୍ରତ୍ୟେକଟି ଐତିହ୍ୟ ପଛରେ ଲୁଚି ରହିଛି ସେଠାକାର ଗାରିମାର ଗାଥା । ସେହିପରି ଏକ ସ୍ଥାନ ହେଉଛି 'ଅଯନ୍ତା ଏଲୋରା ଗୁମ୍ଫା' । ମହାରାଷ୍ଟ୍ରର ଔରଙ୍ଗାବାଦ ଜିଲ୍ଲାରେ ରହିଛି ଏହି ଅଯନ୍ତା ଏଲୋରା ଗୁମ୍ଫା । ଭାରତର…

ପାଲା ଜଗତର ଖ୍ୟାତନାମା ଗାୟକ: ଘନଶ୍ୟାମ ନାୟକ

ଭୁବନେଶ୍ୱର: ପାଲା ଜଗତରେ ଜଣେ ପ୍ରସିଦ୍ଧ ନର୍ତକ ଗାୟକ ଭାବେ ପରିଚିତ ଘନଶ୍ୟାମ ନାୟକ । ପାଲାରେ ଦକ୍ଷିଣୀ, ପଡି, ଆଠତାଳି, ନଦିଆ କୀର୍ତନ, ମନ୍ଦିରା ବାଦନ କରି ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିବାରେ ବେଶ ସିଦ୍ଧହସ୍ତ ଥିଲେ ଗାୟକ ଭୂଷଣ ଘନଶ୍ୟାମ ନାୟକ । ଏହି ପ୍ରଖ୍ୟାତ ପାଲା ଗାୟକ ୧୯୧୧…

ବରିଷ୍ଠ ପାଲା ଗାୟକ ନରୋତ୍ତମ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ପାଲାକାର ଗାୟକ ରତ୍ନ ନରୋତମ ମହପାତ୍ରଙ୍କର ଶୁକ୍ରବାର ଅପରାହ୍ଣରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା । ଗତ କିଛି ଦିନ ହେବ ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତାରେ ପୀଡ଼ିତ ଶ୍ରୀ ମହାପାତ୍ରଙ୍କ ଖୋର୍ଦ୍ଧା ନିକଟବର୍ତୀ କଂଟାବାଡ଼ ଗ୍ରାମସ୍ଥିତ ପୈତୃକ…

ରାଜ୍ୟସ୍ତରୀୟ ପାଲା ମହୋତ୍ସବ: ପାଲାର ଅଭିବୃଦ୍ଧି ଓ ସଂରକ୍ଷଣ ନେଇ ଆଲୋଚନା

ଢେଙ୍କାନାଳ: ‘ଶ୍ରୀଜଗନ୍ନାଥ ପାଲା ଗବେଷଣା ପ୍ରତିଷ୍ଠାନ’ ପକ୍ଷରୁ ଢେଙ୍କାନାଳ ବାଲିମୀସ୍ଥିତ ଫାର୍ କାର୍ଯ୍ୟାଳୟ ପରିସରରେ ଦୁଇ ଦିନିଆ ରାଜ୍ୟସ୍ତରୀୟ ପାଲା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଦୁଇ ଦିନବ୍ୟାପୀ ଶନିବାର ଓ ରବିବାରରେ ଅନୁଷ୍ଠିତ ଏହି ପାଲା-ମହୋତ୍ସବରେ ରାଜ୍ୟର ବରିଷ୍ଠ ପାଲା…

ପାଲା ଗାୟନର ପ୍ରଚଣ୍ଡ ପ୍ରତିଭାଧର: ଗାୟକ ପର୍ଶୁରାମ ପଣ୍ଡା

ଭୁବନେଶ୍ୱର:ଜଣେ ଉଚ୍ଚ ଶିକ୍ଷିତ, ସଂସ୍କୃତ ବିଦ୍ୱାନ ପାଲା ଗାୟକ ଭାବେ ସାରା ରାଜ୍ୟରେ ପରିଚିତ ଗାୟକ ସୂର‌୍ୟ୍ୟ ପର୍ଶୁରାମ ପଣ୍ଡା । କେନ୍ଦ୍ରାପଡା ଜିଲ୍ଲା ସାନମାଣତିଆ ଗ୍ରାମରେ ୧୯୫୪ ମସିହା ମାର୍ଚ୍ଚ ୩ ତାରିଖରେ ଏକ କୁଳୀଣ ବ୍ରାହ୍ମଣ ପରିବାରରେ ଜନ୍ମ ଗ୍ରହଣ କରିଥିଲେ ପର୍ଶୁରାମ । ବାପା…

ନୂଆ ସକାଳର କଥା ନେଇ ଆସିଛି ଓଡ଼ିଆ ଫିଲ୍ମ ‘ମାଟିମୁହଁ’

ଭୁବନେଶ୍ୱର: ଦଶନ୍ଧି ଦଶନ୍ଧି ଧରି ଓଡ଼ିଶାରେ ଚାଲିଛି 'ଚାଲୁ ସିନେମା'ର ଯୁଗ । ପୁଣି ଏସବୁ ସିନେମା ମୌଳିକ ବି ନୁହେଁ, କାହାର ନ କାହାର ନକଲ। ଫଳରେ ଓଡ଼ିଆ ସିନେମା ହରେଇ ଚାଲିଛି ତାର ପୂର୍ବ ଗୌରବ । ଅନ୍ୟପଟେ ଓଡିଆ ଫିଚର ଫିଲ୍ମକୁ ବର୍ଷବର୍ଷ ଧରି ମିଳୁନାହିଁ କୌଣସି ଜାତୀୟ ପୁରସ୍କାର ।…