Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଓଡ଼ିଶା ଲଳିତ କଳା ଏକାଡେମୀର ଶ୍ରୀଜଗନ୍ନାଥ ଶୀର୍ଷକ ଚିତ୍ରଶିଳ୍ପୀ ଶିବିର

ଭୁବନେଶ୍ୱର : ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ୨୮ ଜଣ ଚିତ୍ରଶିଳ୍ପୀଙ୍କୁ ନେଇ  ‘ଶ୍ରୀଜଗନ୍ନାଥ’ ଶୀର୍ଷକରେ ଏକ ରାଜ୍ୟସ୍ତରୀୟ ଚିତ୍ରଶିଳ୍ପୀ ଶିବିର ଆୟୋଜିତ ହୋଇଯାଇଛି ।ଏହି ଶିବିରରେ ଓଡ଼ିଶାର…

୧୦୦ ଦିନିଆ ଯୋଜନାରେ ଏଟିଏଲସିର ପୁନଃକଳ୍ପନା, ପ୍ରତିଷ୍ଠା ହେବ ନୂତନ ଶିକ୍ଷା କେନ୍ଦ୍ର ଓ ଭାଷା ପରୀକ୍ଷାଗାର

ଭୁବନେଶ୍ବର : ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗର ୧୦୦ ଦିନିଆ ଯୋଜନା ଅଧୀନରେ ସହରସ୍ଥିତ ଆଦିବାସୀ ଭାଷା ଓ ସଂସ୍କୃତି ଏକାଡେମୀ ପାଇଁ ଏକ ନୂତନ ଏକାଡେମିକ୍ ସେଣ୍ଟର ଏବଂ ଭାଷା ପରୀକ୍ଷାଗାର ପ୍ରତିଷ୍ଠା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନିକଟରେ…

ନାଦବ୍ରହ୍ମ ସଙ୍ଗୀତ ଉତ୍ସବ-୨୦୨୪ ଆୟୋଜିତ

ଭୁବନେଶ୍ୱର : ଓଡ଼ିଆ ସଙ୍ଗୀତ ଭିତ୍ତିକ କାର୍ଯ୍ୟକ୍ରମ ନାଦବ୍ରହ୍ମ ସଙ୍ଗୀତ ଉତ୍ସବ-୨୦୨୪ ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଦୁଇ ଦିନ ଧରି ଆୟୋଜିତ ଏହି ଉତ୍ସବର ପ୍ରଥମ ଦିବସରେ ଏକାମ୍ର ବିଧାୟକ ବାବୁ ସିଂ, ପ୍ରଖ୍ୟାତ କଣ୍ଠଶିଳ୍ପୀ ଶ୍ୟାମାମଣୀ ଦେବୀ, କୁଳପତି…

କୋଷାଗାର ନିର୍ଦ୍ଦେଶାଳୟ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର : କୋଷାଗାର ନିର୍ଦ୍ଦେଶାଳୟ ସାଂସ୍କୃତିକ ପରିଷଦର ପଞ୍ଚଦଶତମ ବାର୍ଷିକ ଉତ୍ସବ ମହାସମାରୋହରେ ସ୍ଥାନୀୟ ରବିନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଓଡ଼ିଶା ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେ ମୁଖ୍ୟ ଅତିଥି , ଅର୍ଥ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ…

ସୃଜନ ପକ୍ଷରୁ ବାର୍ଷିକ ଓଡ଼ିଶୀ ନୃତ୍ୟ ଉପସରଣମ୍-୨୦୨୪ ଆୟୋଜିତ

ଭୁବନେଶ୍ୱର : ଓଡ଼ିଶୀ ନୃତ୍ୟାନୁଷ୍ଠାନ ସୃଜନ ପକ୍ଷରୁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଯୁବ ନୃତ୍ୟଶିଳ୍ପୀମାନଙ୍କୁ ନେଇ ଉପସରଣମ୍ ୨୦୨୪ ଆୟୋଜିତ ହୋଇଯାଇଛି । ସୃଜନର ନିର୍ଦ୍ଦେଶକ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ (ଏସଏସୟୁ)ର ଫ୍ୟାକଲ୍ଟି ଅଫ୍ ଆର୍ଟସ୍ କମ୍ୟୁନିକେସନ ଆଣ୍ଡ ଇଣ୍ଡିକ ଷ୍ଟଡିଜ୍…

ପଡିଲା ହାତଗଣ୍ଠୀ, ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ନବ ବିବାହିତ ଦେବଦମ୍ପତି

ସମ୍ବଲପୁର: ମହା ଆଡମ୍ବରରେ ଶେଷ ହେଲା ମହାଦେବଙ୍କ ବାହାଘର । ଥାଟ ପଟୁଆରରେ ଜଗତ ଜନନୀଙ୍କ ଘରେ ପହଞ୍ଚିବା ପରେ ପରମ୍ପରା ଅନୁସାରେ ହୋଇଥିଲା ବିବାହ ଉତ୍ସବ । ଜଗତଜନନୀ ମାତା ପାର୍ବତୀଙ୍କ ହାତ ଧରିଥିଲେ ବାବା ଭୋଳାନାଥ । ଗତକାଲି ମଧ୍ୟରାତିରେ ବିରାଟ ପଟୁଆରରେ ବରଯାତ୍ରୀ ନେଇ ଯାଇଥିଲେ…

ଆଜି ସାବିତ୍ରୀ ବ୍ରତ: ପ୍ରାଣପ୍ରିୟଙ୍କ ଦୀର୍ଘାୟୁ କାମନା କରି ଓଷା କରୁଛନ୍ତି ପତ୍ନୀ

ଭୁବନେଶ୍ଵର: ଆଜି ପବିତ୍ର ସାବିତ୍ରୀ ବ୍ରତ । ପ୍ରତି ସଧବାଙ୍କ ପାଇଁ ଆଜି ଦିନଟି ଗୁରୁତ୍ବ ବହନ କରେ । ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ବ୍ରତ ରଖିଥାନ୍ତି ସ୍ତ୍ରୀ । ସଧବାର ସମ୍ପତ୍ତି ଶଙ୍ଖା, ସିନ୍ଦୁରକୁ ବଜର ରଖିବା ପାଇଁ ମାନସିକ କରି ବ୍ରତ ପାଳିଥାଆନ୍ତି ପତ୍ନୀ । ପରମ୍ପରା ଅନୁସାରେ…

ଓଡ଼ିଶୀ ନୃତ୍ୟ ଉତ୍ସବ ଉଦୟରାଗ-୨୦୨୪ ଆୟୋଜିତ

ଭୁବନେଶ୍ୱର : ଓଡ଼ିଶାର ଯୁବପିଢ଼ିଙ୍କ ମଧ୍ୟରେ ଥିବା ଓଡ଼ିଶୀ ନୃତ୍ୟର କଳାତ୍ମକ ଦିଗକୁ ଲୋକଲୋଚନକୁ ଆଣିବା ପ୍ରୟାସରେ ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଗୁରୁଅରୁଣା ମହାନ୍ତିଙ୍କ ନେତୃତ୍ୱରେ ଗୁରୁ ଗଙ୍ଗାଧର ପ୍ରଧାନଙ୍କ ଦ୍ୱାରା ପ୍ରତିଷ୍ଠିତ ଓଡ଼ିଶାର ଏକ ଅଗ୍ରଣୀ ସାଂସ୍କୃତିକ ସଙ୍ଗଠନ ଆନୁକୂଲ୍ୟରେ ଉଦୟରାଗ…

ଓଡ଼ିଶା ଡ୍ୟାନ୍ସ ଏକାଡ଼େମୀର ୩୭ତମ ବାର୍ଷିକ ନୃତ୍ୟୋତ୍ସବ ‘ନୃତ୍ୟମ୍ବଦା’ ଉଦଯାପିତ

ଭୁବନେଶ୍ୱର : ଓଡ଼ିଶାର ପ୍ରମୁଖ ସାଂସ୍କୃତିକ ଅନୁଷ୍ଠାନ ଓଡ଼ିଶା ଡ଼୍ୟାନ୍ସ ଏକାଡ଼େମୀର ୩୭ତମ ବାର୍ଷିକ ନୃତ୍ୟୋତ୍ସବ 'ନୃତ୍ୟମ୍ବଦା' ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଉଦଯାପିତ ହୋଇଯାଇଅଛି । ଏହି ଅବସରରେ ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ଗୁରୁ ବିଜୟ କୁମାର ଦାଶଙ୍କୁ ଓଡିଏ ଉତ୍କର୍ଷ ସମ୍ମାନ ୨୦୨୪,…

ଆଜି ମହାପ୍ରଭୁଙ୍କ ପ୍ରସିଦ୍ଧ ଚନ୍ଦନ ଯାତ୍ରା, ଚାପ ଖେଳିବେ ମହାପ୍ରଭୁ, ସେପଟେ ଅନୁକୁଳ ହେବ ରଥକାଠ

ପୁରୀ: ଆଜି ପବିତ୍ର ଅକ୍ଷୟ ତୃତୀୟା । ଓଡିଶାର ପାରମ୍ପରିକ ପରିବେଶରେ ଏହି ଦିନଟିର ବହୁ ମହାତ୍ମ୍ୟ ରହିଛି । ସେପଟେ ଆଜିଠୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ଏଥିପାଇଁ ସଜେଇ ହୋଇଛି ନରେନ୍ଦ୍ର ପୁଷ୍କରିଣୀ। ଭକ୍ତଙ୍କ ଗହଣରେ ଜଳକ୍ରୀଡା କରିବେ ମହାପ୍ରଭୁଙ୍କ…