Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଆମେରିକାରେ ସୁଦର୍ଶନ ଜିତିଲେ ବାଲୁକାକଳା ‘ପିପୁଲ୍ସ ଚଏସ୍’ ପୁରସ୍କାର

ଭୁବନେଶ୍ୱର: ଆମେରିକାର ବୋଷ୍ଟନ ବେଳାଭୂମିରେ ଅନୁଷ୍ଠିତ ହୋଇଥିବା ୨୦୧୯ ଅନ୍ତର୍ଜାତୀୟ ବାଲୁକାକଳା ଚାମ୍ପିୟନସିପରେ ‘ପିପୁଲ୍ସ ଚଏସ୍’ ପୁରସ୍କାର ହାସଲ କରିଛନ୍ତି ଖ୍ୟାତନାମା ଓଡ଼ିଆ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଏହି ବିଶ୍ୱସ୍ତରୀୟ ଚାମ୍ପିୟନସିପରେ ଭାରତକୁ ପ୍ରତିନିଧିତ୍ୱ…

କରୁଣ ରସର ସମ୍ରାଟ୍: ଗାୟକ କୌସ୍ତୁଭ ରବୀନ୍ଦ୍ର କୁମାର ସାମନ୍ତରାୟ

ଭୁବନେଶ୍ୱର: ଗାୟକ ରତ୍ନ ଲୋକନାଥ କରଙ୍କ ପ୍ରସିଦ୍ଧ କୋଇଲି କବିତା ସେ ଯେତେବେଳେ ମଞ୍ଚରେ ଗାୟନ କରନ୍ତି ଉପସ୍ଥିତ ଦର୍ଶକଙ୍କ ଆଖି ଲୁହରେ ଭିଜିଯାଏ । ସେ ଯେଉଁ ମଞ୍ଚକୁ ପାଲା ଗାଇବାକୁ ଯାଆନ୍ତି ସବୁଠି ଲୋକଙ୍କର ଦାବି ଥାଏ ତାଙ୍କରି ମୁହଁରୁ କୋଇଲି ଶୁଣିବା ପାଇଁ । କରୁଣ ରସ ସମେତ ଭାବପୂର୍ଣ୍ଣ…

ବିଶିଷ୍ଟ ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କୁ ଦ୍ୱିତୀୟ ‘ସିକନ୍ଦର ଆଲାମ ସ୍ମୃତି ପୁରସ୍କାର’ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ବିଶିଷ୍ଟ ସଙ୍ଗୀତଜ୍ଞ ତଥା ସଙ୍ଗୀତ ନିର୍ଦ୍ଦେଶକ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ସିକନ୍ଦର ଆଲାମ୍ ସ୍ମୁତି ପୁରସ୍କାର ପ୍ରଦାନ କରିଛନ୍ତି । ରାଜଧାନୀସ୍ଥିତ ସଚିବାଳୟଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ…

କୋଣାର୍କ ମନ୍ଦିର ଲାଗି ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ହେଲେ ‘ଆମିକସ କ୍ୟୁରୀ’

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟ ସୋମବାର ଦିନ ବରିଷ୍ଠ ଆଇନଜୀବୀ ଏନ କେ ମହାନ୍ତିଙ୍କୁ କୋଣାର୍କ ମନ୍ଦିର ଲାଗି ଆମିକସ କ୍ୟୁରୀ ଭାବେ ନିଯୁକ୍ତ କରିଛନ୍ତି । ଏଥିସହିତ ତାଙ୍କୁ ଏହି ପୁରାତନ ମନ୍ଦିର ସମ୍ପର୍କୀତ ଏକ ଷ୍ଟାଟସ୍ ରିପୋର୍ଟ ପ୍ରଦାନ କରିବେ । ଏସମ୍ପର୍କୀତ ଏକ ଜନସ୍ୱାର୍ଥ ମାମଲା…

ପୁରୀରେ ଆରମ୍ଭ ହେଲା ବଡ଼ଦାଣ୍ଡ ମହୋତ୍ସବ

ପୁରୀ: କଥାରେ ଅଛି ଜଗନ୍ନାଥ ଧାମ ପୁରୀରେ ବାର ମାସରେ ତେର ପର୍ବ ପାଳନ ହୁଏ। ରଥଯାତ୍ରାକୁ ଦିନ କେତେଟା ନବିତୁଣୁ ପୁଣି ଉତ୍ସବ ମୁଖର ବଡ଼ଦାଣ୍ଡ । ପୁରୀରେ ଆଜି ଠାରୁ ଆରମ୍ଭ ହୋଇଛି ବଡ଼ଦାଣ୍ଡ ମହୋତ୍ସବ । ପୁରୀ ପ୍ରଶାସନ ଦ୍ୱାରା ଆୟୋଜିତ ହୋଇଥିବା ଏହି ମହୋତ୍ସବ ଏକ ସପ୍ତାହ ଧରି ଚାଲିବ ।…

ପରିଚୟ ଫାଉଣ୍ଡେସନ୍ ପକ୍ଷରୁ ଶ୍ରୀ ଆୱାର୍ଡସ୍ ର ଚତୁର୍ଥ ସଂସ୍କରଣ ଆୟୋଜିତ

ଭୁବନେଶ୍ୱର: ବିଭିନ୍ନ ବର୍ଗରେ କୃତିତ୍ୱ ହାସଲ କରିଥିବା ପୁରୁଷମାନଙ୍କୁ ସମ୍ମାନୀତ କରିବାର ଚିରାଚରିତ ପରମ୍ପରାକୁ ନେଇ ପୁନଃଶ୍ଚ ପରିଚୟ ଫାଉଣ୍ଡେସନ୍ ପକ୍ଷରୁ ଶ୍ରୀ ଆୱାର୍ଡସ୍ ର ଚତୁର୍ଥ ସଂସ୍କରଣ ଚଳିତ ମାସ ୨୦ ତାରିଖ ଦିନ ଭୁବନେଶ୍ୱର ସ୍ଥିତ ହୋଟେଲ୍ କ୍ରାଉନଠାରେ ଆୟୋଜନ କରାଯାଇଥିଲା ।…

ଚିତ୍ରଶିଳ୍ପୀ ସାଇ କଲ୍ୟାଣୀ: ଚିତ୍ରକଳାରେ କାନଭାସକୁ ଜୀବନ୍ତ କରୁଥିବା ମଣିଷ

ଭୁବନେଶ୍ୱର: ଭଗବାନଙ୍କ ସୃଷ୍ଟିର ଏକ ଅନନ୍ୟ ରୂପ ହେଉଛି ନାରୀ । ସେ ହେଉଛି ସ୍ନେହ, ଶ୍ରଦ୍ଧା ଓ ବାତ୍ସଲ୍ୟ ମମତାରେ ଭରପୂର ଏକ ଜୀବନୀ । ସେ ପରିବାରର ଗୁରୁ ଦାୟିତ୍ୱ ନେବା ସହିତ ନିଜର ଅଧୁରା ସ୍ୱପ୍ନକୁ ମଧ୍ୟ ସାକାର କରିବାରେ ସକ୍ଷମ । କାନଭାସ ଚିତ୍ରକୁ ରଙ୍ଗ ଦେଇ ଜୀବନ୍ତ କରିଦେଇଥାଆନ୍ତି…

ସୋଆରେ ପ୍ରତିଷ୍ଠା ହେବ ଐତିହ୍ୟ ଏବଂ ସଂସ୍କୃତି ପୁନରୁଦ୍ଧାର, ସଂରକ୍ଷଣ ଓ ପ୍ରଚାରପ୍ରସାର କେନ୍ଦ୍ର

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ଐତିହ୍ୟ ଏବଂ ସଂସ୍କୃତିର ପୁନଃରୁଦ୍ଧାର, ସଂରକ୍ଷଣ ଓ ପ୍ରଚାରପ୍ରସାର ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପକ୍ଷରୁ ଏକ କେନ୍ଦ୍ର ଖୋଲାଯିବ । ବିଶ୍ୱବିଦ୍ୟାଳୟର ୧୩ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଏହି ଘୋଷଣା କରାଯାଇଛି । ଏହାର…

ଓଡିଶୀ ନୃତ୍ୟଗୁରୁ ସୋନାଲ ମାନସିଂହଙ୍କୁ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

ଭୁବନେଶ୍ୱର: ସଙ୍ଗୀତ ନାଟକ ଏକାଡେମୀ ନୂଆଦିଲ୍ଲୀ ଦ୍ୱାରା ଆସାମର ଗୌହାଟୀଠାରେ ଜୁନ ୨୬, ୨୦୧୯ରେ ଅନୁଷ୍ଠିତ ସାଧାରଣ ପରିଷଦ ବୈଠକରେ ସଙ୍ଗୀତ ନାଟକ ଏକାଡେମୀ ଫେଲୋ (ଏକାଡେମୀ ରତ୍ନ) ପାଇଁ ଓଡିଶୀ ନୃତ୍ୟଗୁରୁ ସୋନାଲ ମାନସିଂ, ଜାକିର ହୁସେନ, ଜତିନ ଗୋସ୍ୱାମୀ ଓ କେ କଲ୍ୟାଣସୁନ୍ଦରମ…

ଆଜି ଦକ୍ଷିଣମୋଡ ହେବ ତିନି ରଥ

ପୁରୀ : ହେରାପଞ୍ଚମୀର ସମାପ୍ତି ପରେ ଶ୍ରୀଜିଉଙ୍କ ବାହୁଡା ଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ ହେଉଛି । ଏହି ଅବସରରେ ମଙ୍ଗଳବାର ଦିନ ତିନି ରଥକୁ ଦକ୍ଷିଣମୋଡ କରାଯିବ । ପ୍ରଚଳିତ ପ୍ରଥାନୁଯାୟୀ ଦେବୀ ସୁଭଦ୍ରାଙ୍କ ରଥ ସର୍ବପ୍ରଥମେ ଟଣା ହୋଇଥାଏ, ତାପରେ ବଳଭଦ୍ରଙ୍କ ତାଳଧ୍ୱଜ ଓ ଶେଷରେ…