Latest Odisha News

BREAKING NEWS

Browsing Category

କଳା ସଂସ୍କୃତି

ଓଡ଼ିଶୀ ନୃତ୍ୟ ଉତ୍ସବ ଉଦୟରାଗ-୨୦୨୪ ଆୟୋଜିତ

ଭୁବନେଶ୍ୱର : ଓଡ଼ିଶାର ଯୁବପିଢ଼ିଙ୍କ ମଧ୍ୟରେ ଥିବା ଓଡ଼ିଶୀ ନୃତ୍ୟର କଳାତ୍ମକ ଦିଗକୁ ଲୋକଲୋଚନକୁ ଆଣିବା ପ୍ରୟାସରେ ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଗୁରୁଅରୁଣା ମହାନ୍ତିଙ୍କ ନେତୃତ୍ୱରେ ଗୁରୁ ଗଙ୍ଗାଧର ପ୍ରଧାନଙ୍କ ଦ୍ୱାରା ପ୍ରତିଷ୍ଠିତ ଓଡ଼ିଶାର ଏକ ଅଗ୍ରଣୀ ସାଂସ୍କୃତିକ ସଙ୍ଗଠନ ଆନୁକୂଲ୍ୟରେ ଉଦୟରାଗ…

ଓଡ଼ିଶା ଡ୍ୟାନ୍ସ ଏକାଡ଼େମୀର ୩୭ତମ ବାର୍ଷିକ ନୃତ୍ୟୋତ୍ସବ ‘ନୃତ୍ୟମ୍ବଦା’ ଉଦଯାପିତ

ଭୁବନେଶ୍ୱର : ଓଡ଼ିଶାର ପ୍ରମୁଖ ସାଂସ୍କୃତିକ ଅନୁଷ୍ଠାନ ଓଡ଼ିଶା ଡ଼୍ୟାନ୍ସ ଏକାଡ଼େମୀର ୩୭ତମ ବାର୍ଷିକ ନୃତ୍ୟୋତ୍ସବ 'ନୃତ୍ୟମ୍ବଦା' ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଉଦଯାପିତ ହୋଇଯାଇଅଛି । ଏହି ଅବସରରେ ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ଗୁରୁ ବିଜୟ କୁମାର ଦାଶଙ୍କୁ ଓଡିଏ ଉତ୍କର୍ଷ ସମ୍ମାନ ୨୦୨୪,…

ଆଜି ମହାପ୍ରଭୁଙ୍କ ପ୍ରସିଦ୍ଧ ଚନ୍ଦନ ଯାତ୍ରା, ଚାପ ଖେଳିବେ ମହାପ୍ରଭୁ, ସେପଟେ ଅନୁକୁଳ ହେବ ରଥକାଠ

ପୁରୀ: ଆଜି ପବିତ୍ର ଅକ୍ଷୟ ତୃତୀୟା । ଓଡିଶାର ପାରମ୍ପରିକ ପରିବେଶରେ ଏହି ଦିନଟିର ବହୁ ମହାତ୍ମ୍ୟ ରହିଛି । ସେପଟେ ଆଜିଠୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ଏଥିପାଇଁ ସଜେଇ ହୋଇଛି ନରେନ୍ଦ୍ର ପୁଷ୍କରିଣୀ। ଭକ୍ତଙ୍କ ଗହଣରେ ଜଳକ୍ରୀଡା କରିବେ ମହାପ୍ରଭୁଙ୍କ…

୪୧ ତମ ରାଜ୍ୟସ୍ତରୀୟ ଚାରୁକଳା ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏକାଡେମୀର ୪୧ ତମ ରାଜ୍ୟସ୍ତରୀୟ ଚାରୁକଳା ପ୍ରଦର୍ଶଳୀ କଳିଙ୍ଗ ଆwର୍ଟ ଗ୍ୟାଲେରୀରେ ଉଦଘାଟିତ ହୋଇଯାଇଛି । ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ ଚିତ୍ରଶିଳ୍ପୀ ବିନୋଦ ମହାରଣା ଏବଂ…

ଲିଙ୍ଗରାଜ ମହୋତ୍ସବ ଉଦଯାପିତ

ଭୁବନେଶ୍ୱର : ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଶ୍ରୀଲିଙ୍ଗରାଜଙ୍କର ରୁକୁଣା ରଥଯାତ୍ରା ଉପଲକ୍ଷେ ଆୟୋଜିତ ଚତୁର୍ଦ୍ଦଶ ଲିଙ୍ଗରାଜ ମହୋତ୍ସବ ଉଦ୍ଯାପିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ତଥା ବିଧାୟକ ସୁରେଶ କୁମାର ରାଉତରାୟଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ…

ଆରମ୍ଭ ହୋଇଛି ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ଯାତ୍ରା, ଲୋକାରଣ୍ୟ ଗୋପାଳପ୍ରସାଦ

ତାଳଚେର: ସମଗ୍ର ଭାରତରେ ଏମିତି ଏକ ପୀଠ ଅଛି ଯେଉଁଠି ଭକ୍ତଠାରୁ ଭଗବାନ ସିଧାସଳଖ ନୈବେଦ୍ୟ ଗ୍ରହଣ କରନ୍ତି । ନାଁ ଥାଏ ପୂଜକର ମନ୍ତ୍ର ଧ୍ବନି ନା କୈଣସି ପ୍ରତିବନ୍ଧକ । ଏହି ପୀଠ ସହ ସିଧାସଳଖ ରହିଛି ଶ୍ରୀକ୍ଷେତ୍ରର ସମ୍ପର୍କ । ବିଶ୍ବାସ ରହିଛି ଦିନକ ପାଇଁ ଶ୍ରୀକ୍ଷେତ୍ର ରୋଷଘରର ଠାକୁରାଣୀ…

ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦୟଣା ଚୋରି ନୀତି

ପୁରୀ: ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦୟଣା ଚୋରି ନୀତି । ଜଗନ୍ନାଥ ବଲ୍ଲଭ ମଠ ପରିସର ଓ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଏହି ନୀତି । ଇନ୍ଦ୍ରଦେବଙ୍କ ଉଦ୍ୟାନ ମାଳି କନ୍ଦର୍ପଙ୍କୁ ବାନ୍ଧି ଦୟଣା ଗଛ ଚୋରି କରିଥିବେ ଶ୍ରୀରାମକୃଷ୍ଣ । ପରେ ସୁବାସିତ ଦୟଣା ଗଛ ଚୋରି କରିବା ଅଭିଯୋଗରେ ଠାକୁରେ…

ବାହୁଡିବେ ପ୍ରଭୁ ଲିଙ୍ଗରାଜ, ସାଢେ ୩ଟାରେ ହେବ ରଥଟଣା

ଭୁବନେଶ୍ୱର: ଆଜି ମହାଦେବ ଲିଙ୍ଗରାଜଙ୍କ ବାହୁଡ଼ାଯାତ୍ରା। ମାଉସୀଘରେ ଦୀର୍ଘ ଚାରିଦିନ ରହଣି ପରେ ଆଜି ଲିଙ୍ଗରାଜ ସ୍ୱଗୃହକୁ ବାହୁଡିବେ। ଗତ ଏପ୍ରିଲ ୧୬ ତାରିଖ ଆଶୋକାଷ୍ଟମୀ ଦିନ ରୁକୁଣାରଥରେ ମାଉସୀମା ଘରକୁ ପ୍ରଭୁ ଲିଙ୍ଗରାଜ ବୁଲି ଆସିଥିଲେ। ଆଜି ଅପରାହ୍ନ ସେଢେ ୩ଟାରେ ରଥଟଣା ଆରମ୍ଭ ହେବ।…

ଆସନ୍ତାକାଲିଠୁ ସାହି ଯାତରେ କମ୍ପିବ ଶ୍ରୀକ୍ଷେତ୍ର, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ପୁରୀ: ଆସନ୍ତାକାଲି ପବିତ୍ର ରାମନବମୀ । ଶ୍ରୀକ୍ଷେତ୍ରର ସାଂସ୍କୃତିକ ମହାକୁମ୍ଭ ସାହିଯାତର ହେବ ଶୁଭାରମ୍ଭ । ରମନବମୀ ଠାରୁ ଶ୍ରୀକ୍ଷେତ୍ରର ପାରମ୍ପାରିକ ସମର କଳା ନୃତ୍ୟ ସାହି ଯାତ ଆରମ୍ଭ ହୋଇଥାଏ । ରାମଜନ୍ମଠାରୁ ରାମାଭିଷେକ ପର୍ଯ୍ୟନ୍ତ ଭଗବାନ ରାମଚନ୍ଦ୍ରଙ୍କ ଜୀବନର କଥାବସ୍ତୁକୁ ନେଇ ଏହି…

ଆଜି ପବିତ୍ର ଅଶୋକାଷ୍ଟମୀ: ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ଭୁବନେଶ୍ଵର: ଆଜି ପବିତ୍ର ଅଶୋକାଷ୍ଟମୀ । ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଅଶୋକାଷ୍ଟମୀ ତିଥିରେ ପ୍ରଭୁ ଶ୍ରୀଲିଙ୍ଗରାଜ ଭଉଣୀ ରୁକ୍ମିଣୀଙ୍କୁ ରଥରେ ନେଇ ରାମନବମୀ ଯାତ୍ରା ବୁଲିବାକୁ ଯିବେ । ଅଣଲେଉଟା ରୁକୁଣା ରଥରେ ନିଜେ ସୃଷ୍ଟିକର୍ତ୍ତା ବ୍ରହ୍ମା ସାରଥୀ । ନୀତି ଅନୁସାରେ ଦିନ…