Latest Odisha News

BREAKING NEWS

Browsing Category

ମହା ବିଷୁବ ସଂକ୍ରାନ୍ତି

Maha Bishuba Sankranti

ପ୍ରବାସୀ ଓଡ଼ିଆ ବିକାଶ ସମିତିର ମହା ବିଷୁବ ସଂକ୍ରାନ୍ତି ମିଳନ

ନୂଆଦିଲ୍ଲୀ : ପ୍ରବାସୀ ଓଡ଼ିଆ ବିକାଶ ସମିତି ପକ୍ଷରୁ ନୂଆଦିଲ୍ଲୀ ସ୍ଥିତ ଭାରତୀୟ ଜନସଂଚାର ସଂସ୍ଥାନର ପ୍ରେକ୍ଷାଳୟରେ ମହା ବିଷୁବ ସଂକ୍ରାନ୍ତି ମିଳନ କାର୍ଯକ୍ରମ ଆୟୋଜିତ ହୋଇ ଯାଇଛି ।ଏହି ଅବସରରେ ଶୈଳେନ୍ଦ୍ର ସ୍ଵାଇଁଙ୍କ ଦ୍ଵାରା ସମ୍ପାଦିତ ପ୍ରବାସୀ ଓଡ଼ିଆ ସ୍ମରଣିକା ୨୦୨୩ ଉନ୍ମୋଚିତ…

ବିଷୁବ ସଂକ୍ରାନ୍ତି ବନାମ ଦଣ୍ତ ପାଟୁଆ ପର୍ବ

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଇଛି । ଏହା ସାଧାରଣତଃ ଅପ୍ରେଲ ୧୪ (ବୈଶାଖ ୧) ତାରିଖରେ ପଡ଼େ । ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମ ଋତୁର ଆରମ୍ଭ ହୋଇଥାଏ । ତେଣୁ…

ମହାବିଷୁବ ସଂକ୍ରାନ୍ତି

ରାଜଲକ୍ଷ୍ମୀ ତ୍ରିପାଠୀଙ୍କ ଆଲେଖ୍ୟ ଆମର କୃଷିଭିତ୍ତିକ ସମାଜ ଓ ସଂସ୍କୃତି ଯୁଗେ ଯୁଗେ ଧର୍ମ ଓ ଆଧ୍ୟାତ୍ମିକ ବିଶ୍ୱାସ ଭିତରେ ଗତି କରି ଆସିଛି ଓ ବିଭିନ୍ନ ତିଥିକୁ ନେଇ ଭିନ୍ନ ପ୍ରକାର ପର୍ବ ପର୍ବାଣି ଓ ଓଷା ବ୍ରତ ସୃଷ୍ଟି କରିଛି। କୃଷିପ୍ରଧାନ ଅଞ୍ଚଳରେ ସୂର୍ଯ୍ୟଙ୍କର ଗତିକୁ ଲକ୍ଷ୍ୟ…

[ଦେଖନ୍ତୁ ଭିଡିଓ] ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପବିତ୍ର ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ ଏକ ଭିଡିଓ ବାର୍ତ୍ତା ଦେଇ କହିଛନ୍ତି, ପବିତ୍ର ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଅବସରରେ ଆପଣମାନଙ୍କୁ ଅଭିନନ୍ଦନ ଜଣାଉଛି।…

ଅନୁଭୂତିରେ ପଣା ସଂକ୍ରାନ୍ତି : ପବିତ୍ର ମୋହନ ଦାଶ

ପବିତ୍ର ମୋହନ ଦାଶ ଗାଁ ଓ ସହର ଉଭୟ ଜାଗାରେ ପଣା ସଂକ୍ରାନ୍ତି ଅନୁଭବିଛି । ବିଷୁବ ସଂକ୍ରାନ୍ତି, ମହାବୀର ଜୟନ୍ତୀ ଏ ସବୁ ଧାର୍ମିକ ଦିଗ ଅପେକ୍ଷା ମୋତେ ବେଶୀ ଆକୃଷ୍ଟ କରିଛି ବିଭିନ୍ନ ପ୍ରକାରର ପଣାର କଳ୍ପନା ଓ ପ୍ରସ୍ତୁତି ପ୍ରଣାଳୀ । ଗାଁରେ ତୁଳସୀ ଚଉରା ଉପରେ ବନ୍ଧା ହୋଇଥିବା ନଡ଼ିଆ…

ଲକ୍‌ଡାଉନରେ ନୂଆବର୍ଷ; କରୋନାର କରୁଣ ଚିତ୍ର…

ଆମର ବଙ୍ଗଳା ନୂଆ ବର୍ଷ ହଉଚି ପଇଲା ବୈଶାଖ ଯାହା ପ୍ରାୟତଃ ପଡେ ଏପ୍ରିଲ ୧୪। ସମସ୍ତଙ୍କ ଶୁଭେଚ୍ଛା ଜଣାଇବା ଆଉ ମନ୍ଦିରରେ ମଙ୍ଗଳମନାସୀ ଦୀପ ଦାନ କରି ନୂଆବର୍ଷକୁ ଆଦରି ନିଏ। କିନ୍ତୁ, ଏବର୍ଷ ଥିଲା ଏକ ନୂଆ ଢଂଗର ବର୍ଷର ପ୍ରାରମ୍ଭ। ପ୍ରାୟ ମାସେକାଳ ଘରବନ୍ଦୀ ଆମେ, ସେଥିରୁ ଆମର ଈଶ୍ୱର…

ଶ୍ରୀମନ୍ଦିରରେ ଶ୍ରୀହନୁମାନ ଜୟନ୍ତୀ: ଆଜ୍ଞାମାଳ ମିଳିବାପରେ ପାଇଲେ ପୂଜା

ପୁରୀ: ଆଜି ମହାବିଷୁବ ସଂକ୍ରାନ୍ତି । ଓଡ଼ିଶାର ଘରେ ଘରେ ପଣା ସଂକ୍ରାନ୍ତି ଭାବେ ଏହି ଦିବସଟିକୁ ପାଳନ କରାଯାଇଛି । ଆଜିର ଦିନରେ ଶ୍ରୀରାମଙ୍କ ପରମ ଭକ୍ତ ଶ୍ରୀ ହନୁମାନଜୀଙ୍କ ଜୟନ୍ତୀ । ଶ୍ରୀକ୍ଷେତ୍ରସ୍ଥିତ ଶ୍ରୀମନ୍ଦିରରେ ଆଜି ହନୁମାନଜୀଙ୍କ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି ।…

ପଣା ସଂକ୍ରାନ୍ତି: ଖୋର୍ଦ୍ଧା ଜିଲ୍ଲାର ୭ ମନ୍ଦିରରେ ୧୪୪ ଧାରା ଜାରି

ଖୋର୍ଦ୍ଧା: ଓଡିଆ ପଞ୍ଜିକାର ପ୍ରଥମ ଦିନ ତଥା ପଣା ସଂକ୍ରାନ୍ତି ଅବସରରେ ମନ୍ଦିରରେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସୋମବାର ଦିନ ୭ଟି ପ୍ରମୁଖ ମନ୍ଦିରରେ ଧାରା ୧୪୪ ଲାଗୁ କରାଯାଇଛି। ଯାହା ଫଳରେ କୋଭିଡ-୧୯କୁ ନେଇ ସାମାଜିକ ଦୂରତା ବଜାୟ ରହିପାରିବ। ନିଷେଧାଦେଶ…

ଶ୍ରୀମନ୍ଦିରରେ ଶ୍ରୀହନୁମାନ ଦେବଙ୍କର ଜନ୍ମୋତ୍ସବ ପାଳିତ ହୋଇଥାଏ

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ପଣା ସଂକ୍ରାନ୍ତି ବହୁ ଜାକମକରେ ପାଳିତ ହୁଏ । କରୋନା ଯୋଗୁ ଯାଗାଘରଗୁଡିକ ବନ୍ଦ ରହିଛି । ଏଠାରେ ପହିଲିମାନ ମାନେ ହନୁମାନଙ୍କୁ ଆରାଧାନ କରିବା ସହ କୁସ୍ତି ଲଢ଼ିଥାନ୍ତି । ପଣା, ଛତୁଆରେ ଶ୍ରୀକ୍ଷେତ୍ର ଭାସିଥାଏ କହିଲେ ଭୁଲ ହେବ ନାହିଁ । ଆଜିର ଦିନରେ ପୁରୀରେ…

କରୋନା ପାଇଁ ଫିକା ପଡିଲା ଝାମୁଯାତ୍ରା

ଭୁବନେଶ୍ୱର: ଆଜି ମହା ବିଷୁବ ସଂକ୍ରାନ୍ତି। ଏହି ବିଶିଷ୍ଟ ପର୍ବ ମାଧ୍ୟମରେ ଓଡ଼ିଶାର ସାମାଜିକ ତଥା ଆଧ୍ୟାତ୍ମିକ ଭିତ୍ତିଭୂମି ସୁଦୃଢ଼ ହୋଇଥାଏ। ଚୈତ୍ର ମାସରେ ଶିବ ଓ କାଳୀଙ୍କ ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିବା ଦଣ୍ଡଯାତ୍ରା ଆଜି ଉତ୍‌ଯାପିତ ହୁଏ। ବାଲିଦଣ୍ଡ, ଜଳଦଣ୍ଡ ଓ ଅଗ୍ନିଦଣ୍ଡର ମାନସିକ…