Home ଅନ୍ୟାନ୍ୟ ମକର ସଂକ୍ରାନ୍ତି

ମକର ସଂକ୍ରାନ୍ତି

Makar Sankranti

ଶ୍ରୀମନ୍ଦିରରେ କାହିଁକି କୁହାଯାଏ ‘ମକର ଚଉରାଶି’; ଜାଣନ୍ତୁ, କ’ଣ ରହିଛି ରହସ୍ୟ !

ପୁରୀ: ଶ୍ରୀଜଗନ୍ନାଥ ହେଉଛନ୍ତି ସୂର୍ଯ୍ୟଙ୍କ ଭଳି ସକଳ ଶକ୍ତିର ଆଧାର । ତାଙ୍କୁ ଚଉରାଶି ଲକ୍ଷ ଯୋନିର ଦେବତା କୁହାଯାଏ । ମକର ସଂକ୍ରାନ୍ତିରେ ଉତରାୟଣ ବନ୍ଦାପନା ଓ ମକରଚଉରାଶି ବେଶ ଓ ଭୋଗ ସମର୍ପଣ କରି ମହାପ୍ରଭୁଙ୍କୁ ଉପାସନା କରାଯାଏ । ମକର...

‘ମକର ସଂକ୍ରାନ୍ତି’କୁ ନେଇ କ’ଣ ରହିଛି ପୌରାଣିକ କଥାବସ୍ତୁ, ଜାଣନ୍ତୁ…

ଭୁବନେଶ୍ୱର: ହିନ୍ଦୁ ଧର୍ମରେ ପାଳନ ହେଉଥିବା ପ୍ରତ୍ୟେକ ଓଷା ବାର ପଛରେ କୌଣସି ନା କୌଣସି କାରଣ ଲୁଚି ରହିଥାଏ । ଆଜି ଆମେ ଆପଣଙ୍କୁ ଜଣାଇବୁ ମକର ସଂକ୍ରାନ୍ତି ପଛର ପୌରାଣିକ କାରଣ... ସୂର୍ଯ୍ୟ ଧନୁରାଶି ପରିତ୍ୟାଗ କରି ମକର ରାଶିକୁ ଗଲାବେଳେ...

ଜାଣନ୍ତୁ, ଶ୍ରୀମନ୍ଦିରରେ କିପରି ପାଳନ ହୁଏ ମକର ସଂକ୍ରାନ୍ତି…

ଭୁବନେଶ୍ୱର: ମକର ସଂକ୍ରାନ୍ତି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ (ପତଳା ସୂତାର ଜାଲିକନା) ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ । ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିଥାଏ...

ଜାଣନ୍ତୁ, କାହିଁକି ପାଳନ କରାଯାଏ ମକର ସଂକ୍ରାନ୍ତି

ଭୁବନେଶ୍ୱର: ଓଡିଆ ସଂସ୍କୃତିରେ ବାରମାସରେ ତେରପର୍ବ ପାଳନ କରାଯାଉଥିବା ବେଳେ ଏହି ‘ମକର ପର୍ବ’ ସେଥିମଧ୍ୟରୁ ଅନ୍ୟତମ । ଯାହାକୁ ପ୍ରତିବର୍ଷ ଜାନୁଆରୀ ମାସରେ ପାଳନ କରାଯାଇଥାଏ । କୁହାଯାଏ, ଏହିଦିନରେ ସୂର୍ଯ୍ୟ ଉତ୍ତରାୟଣ ହୋଇଥାନ୍ତି ଅର୍ଥାତ୍ ପୃଥିବୀର ଉତ୍ତର ଗୋଲାର୍ଦ୍ଧ ସୂର୍ଯ୍ୟଙ୍କ ଆଡକୁ...

ମକର ସଂକ୍ରାନ୍ତି ବିଶେଷ ‘ମକର ଚାଉଳ’ର ପ୍ରସ୍ତୁତି ପ୍ରଣାଳୀ…

ଭୁବନେଶ୍ୱର: ମକର ସଂକ୍ରାନ୍ତି ଦିନ ବନ୍ଧୁତ୍ୱର ସମ୍ପର୍କକୁ ମଜବୁତ୍‍ କରିବା ପାଇଁ ବନ୍ଧୁମାନେ ପରସ୍ପର ହାତରେ ସୂତା ବାନ୍ଧିବା ସହ ପରସ୍ପରକୁ ମକର ଚାଉଳ ଖୁଆଇ ଥାଆନ୍ତି। ଆସନ୍ତୁ ଜାଣିବା ଏହି ମକର ଚାଉଳର ପ୍ରସ୍ତୁତି ପ୍ରଣାଳୀ... ଆବଶ୍ୟକ ସାମଗ୍ରୀ: ଅରୁଆ ଚାଉଳ, କ୍ଷୀର,...

ଓଡ଼ିଶାରେ କିପରି ପାଳନ କରାଯାଏ ମକର ସଂକ୍ରାନ୍ତି…

ଭୁବନେଶ୍ୱର: ସଂସ୍କୃତିର ରାଜ୍ୟ ଓଡ଼ିଶାରେ ବାର ମାସରେ ତେର ପର୍ବ ପାଳନ କରାଯାଇଥାଏ। ସେଥିରୁ ‘ମକର ସଂକ୍ରାନ୍ତି’ ଅନ୍ୟତମ। ଓଡିଶାର ସବୁଠାରେ ମକର ଚାଉଳ ପ୍ରସ୍ତୁତ କରାଯାଇ ଗୃହର ଦେବାଦେବୀ ଓ ସୂର୍ଯ୍ୟଙ୍କୁ ଅର୍ପଣ କରାଯାଏ । ବିଭିନ୍ନ ମନ୍ଦିରରେ ମକର ଚାଉଳ...

ସାହିତ୍ୟ