Latest Odisha News

BREAKING NEWS

Browsing Category

ମିଡ଼ିଆ

Media

ପୂର୍ବତନ ରାଜ୍ୟସଭା ସାଂସଦ ତଥା ବରିଷ୍ଠ ସାମ୍ବାଦିକ ଚନ୍ଦନ ମିତ୍ରଙ୍କ ପରଲୋକ

ନୂଆଦିଲ୍ଲୀ: ପରଲୋକରେ ପୂର୍ବତନ ରାଜ୍ୟସଭା ସାଂସଦ ତଥା ବରିଷ୍ଠ ସାମ୍ବାଦିକ ଚନ୍ଦନ ମିତ୍ର । ଗତକାଲି ବିଳମ୍ବିତ ରାତିରେ ଦିଲ୍ଲୀରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଏନେଇ ତାଙ୍କ ପୁଅ କୃଷ୍ଣ ମିତ୍ର ସୂଚନା ଦେଇଛନ୍ତି । ଚନ୍ଦନ ମିତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି…

କରୋନାରେ ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ପରଲୋକ

ଭୁବନେଶ୍ୱର: ନିଷ୍ଠୁର କରୋନା ରାଜ୍ୟରୁ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଇଛି । କରୋନା ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି ବରିଷ୍ଠ ସାମ୍ବାଦିକ ତଥା ଲେଖକ ବସନ୍ତ ଦାସ । ୮୧ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ । ମୁଖ୍ୟମନ୍ତ୍ରୀ…

କରୋନା ନେଲା ରାଜ୍ୟରୁ ଆଉ ଜଣେ ସାମ୍ବାଦିକଙ୍କ ଜୀବନ

ବାରିପଦା: କରୋନା ରାଜ୍ୟରୁ ଆଉ ଜଣେ ସାମ୍ବାଦିକଙ୍କ ଜୀବନ ନେଇଛି । ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ କନକ ନ୍ୟୁଜର କରଞ୍ଜିଆ ପ୍ରତିନିଧି । ତାଙ୍କ ନାଁ ଅସିତ କୁମାର ବେହେରା । ମୃତ୍ୟୁ ବେଳକୁ ତାଙ୍କୁ ୪୬ ବର୍ଷ ହୋଇଥିଲା । ନିକଟରେ ସେ କରୋନା ସଂକ୍ରମିତ ହୋଇଥିଲେ । ଏହାପରେ ବାରିପଦାର ଏକ…

କରୋନାରେ ଆଉ ଜଣେ ସାମ୍ବାଦିକ ମୃତ, ଦ୍ୱିତୀୟ ଲହରରେ ଗଲାଣି ୨୯ ଯୋଦ୍ଧାଙ୍କ ଜୀବନ

ଫୁଲବାଣୀ: ଥମୁନି କରୋନା ମୃତ୍ୟୁ ଆତଙ୍କ । ସମ୍ମୁଖ ଯୋଦ୍ଧାଙ୍କ ଜୀବନ ନେଉଛି ମହାମାରୀ । ରବିବାର ଆଉ ଜଣେ ସାମ୍ବାଦିକ କୋଭିଡ୍ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି । ଦୈନିକ ଖବରକାଗଜ ସର୍ବସାଧାରଣର ଫୁଲବାଣୀ ସହର ପ୍ରତିନିଧି ଆଶୁତୋଷ ବେହେରା (୪୫)ଙ୍କ ଦେହାନ୍ତ ହୋଇଛି । ଗତ ୨୦ ତାରିଖରେ…

କରୋନାରେ ଆଖି ବୁଜିଲେ ଆଉ ଜଣେ ସାମ୍ବାଦିକ, ଦ୍ୱିତୀୟ ଲହରରେ ଗଲାଣି ୨୫ ଯୋଦ୍ଧାଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଥମୁ ନଥିବା ବେଳେ ସମ୍ମୁଖ ଯୋଦ୍ଧା ପ୍ରାଣ ହରାଉଛନ୍ତି । ଆଜି ଗୋଟିଏ ଦିନରେ କରୋନାରେ ଆଖି ବୁଜିଛନ୍ତି ତିନି ତିନି ଜଣ ସାମ୍ବାଦିକ । ଗଞ୍ଜାମ ଜିଲ୍ଲାରୁ ଆଉ ଜଣେ ସାମ୍ବାଦିକ କରୋନାରେ ପ୍ରାଣ ହରାଇଛନ୍ତି । ଗୋଟିଏ ଦିନରେ ଯାଜପୁର ବଡ଼ଚଣାରେ ଏକାମ୍ର…

କରୋନାରେ ବରିଷ୍ଠ ସାମ୍ବାଦିକ ସୁନୀଲ ଜୈନଙ୍କ ଦେହାନ୍ତ

ନୂଆଦିଲ୍ଲୀ: ପରଲୋକରେ ବରିଷ୍ଠା ସାମ୍ବାଦିକ ତଥା ଫାଇନାନସିଆଲ୍ ଏକ୍ସପ୍ରେସର ମ୍ୟାନେଜିଂ ଏଡିଟର ସୁନୀଲ ଜୈନ୍ । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା । କରୋନା ସଂକ୍ରମିତ ହୋଇଥିଲେ ସୁନୀଲ ଜୈନ୍ ।…

ଅର୍ଗସର ସାଟେଲାଇଟ୍ ଯାତ୍ରାର ଶୁଭାରମ୍ଭ

ଭୁବନେଶ୍ୱର: ମାନବ ସେବା ହିଁ ମାଧବ ସେବା । ଆଜିକା ସମୟରେ ଠିକ୍ ସମୟରେ ସଠିକ୍ ସମ୍ବାଦ ପରିବେଷଣ ମଧ୍ୟ ମାନବସେବା । ଆଉ ଅର୍ଗସ ଏପରି କାର୍ଯ୍ୟ ସୂଚାରୁ ରୂପେ ସମ୍ପାଦନ କରିବ ବୋଲି କହିଛନ୍ତି ଦେଶର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଶନିବାର ଦିନ ଡିଜିଟାଲ ପ୍ଲାଟଫର୍ମରେ ଥିବା ଅର୍ଗସର…

ଓଡ଼ିଶାରେ କରୋନା ନେଲା ଆଉ ଦୁଇ ସାମ୍ବାଦିକଙ୍କ ଜୀବନ

ଭୁବନେଶ୍ୱର: ନିଷ୍ଠୁର କରୋନା ଓଡ଼ିଶାରୁ ଆଉ ଦୁଇ ଜଣ ସାମ୍ବାଦିକଙ୍କ ଜୀବନ ନେଇଛି । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ର ବରିଷ୍ଠ ସାମ୍ବାଦିକ କୈଳାସ ସାହୁଙ୍କର ଅକାଳ ବିୟୋଗ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା । ଗତକିଛି ଦିନ ତଳେ କୈଳାସ କରୋନାରେ ସଂକ୍ରମିତ ହୋଇଥିଲେ । ସେ…

ଓଡ଼ିଆ ଟିଭି ଚାନେଲ ନନ୍ଦିଘୋଷ ପକ୍ଷରୁ ଜାତି ନନ୍ଦିଘୋଷ କନକ୍ଳେଭ ଆୟୋଜିତ

ଭୁବନେଶ୍ୱର : ଓଡ଼ିଆ ଟିଭି ଚାନେଲ ନନ୍ଦିଘୋଷର ବର୍ଷପୂର୍ତ୍ତି ଉପଲକ୍ଷେ  'ଜାତି ନନ୍ଦିଘୋଷ କନକ୍ଳେଭ'  ଆୟୋଜିତ ହୋଇଯାଇଛି ।   ଏହି ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ଼ଃ ) ମନୋଜରଞ୍ଜନ ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ପ୍ରଫେସର ନାୟକଙ୍କ…

ଆଇଆଇଏମ୍‍ସିରେ ଭାରତୀୟ ଖବରକାଗଜ ଦିବସ ପାଳିତ; ପ୍ରଥମ ଲ୍ୟାବ୍‍ ଜର୍ଣ୍ଣାଲ୍‍ ଉନ୍ମୋଚିତ

ଢେଙ୍କାନାଳ: ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମ୍‍ସି)ରେ ୨୦୨୦-୨୦୨୧ ଶିକ୍ଷା ବର୍ଷର ପ୍ରଥମ ଲ୍ୟାବ୍‍ ଜର୍ଣ୍ଣାଲ୍‍ ଉନ୍ମୋଚିତ ହୋଇଛି । ସ୍ନାତକୋତ୍ତର ଓଡ଼ିଆ ସାମ୍ବାଦିକତା ଡିପ୍ଲୋମା ପାଠ୍ୟକ୍ରମର ଛାତ୍ରଛାତ୍ରୀମାନେ ଏହାକୁ ପ୍ରସ୍ତୁତ କରିଛନ୍ତି । ଏହି ଅଭ୍ୟାସ ପ୍ରକାଶନ ଉନ୍ମୋଚନ କରି…