Latest Odisha News
Browsing Category

ମିଡ଼ିଆ

Media

ଦୈନିକ ଉର୍ଦ୍ଦୁ ଖବରକାଗଜ ‘ଅଖବାରନାମା’ର ୮ମ ସ୍ୱନକ୍ଷତ୍ର ଉତ୍ସବ ପାଳିତ

ଭୁବନେଶ୍ୱର: ଏକ ସଶକ୍ତ ଓ ବିକଶିତ ସମାଜ ଗଠନରେ ଗଣମାଧ୍ୟମର ପ୍ରମୁଖ ଭୂମିକା ରହିଛି । ଗଣମାଧ୍ୟମ ହେଉଛି ସାଧାରଣ ଲୋକଙ୍କ ସ୍ୱର । ସେମାନଙ୍କର ସମସ୍ୟା ସରକାରଙ୍କ ନିକଟରେ ପହଞ୍ଚାଇବା ଗଣମାଧ୍ୟମର ମୁଖ୍ୟ ଦାୟିତ୍ୱ । ସମାଜରେ ଘଟୁଥିବା ଅନେକ ସକାରତ୍ମକ ଘଟଣା ଲୋକଲୋଚନକୁ ଆସିବା ଦରକାର । ସବୁ…

ସରସ୍ୱତୀ କଳା ପରିଷଦର ବାର୍ଷିକ ଉତ୍ସବରେ ୪ଜଣ ସାମ୍ବାଦିକ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ଆରମ୍ଭ ହୋଇଛି ସରସ୍ୱତୀ କଳା ପରିଷଦର ବାର୍ଷିକ ଉତ୍ସବ । ଏହି ଉତ୍ସବର ଉଦଘାଟନୀ ଉତ୍ସବରେ ୪ ଜଣ କର୍ତ୍ତବ୍ୟରତ ସାମ୍ବାଦିକଙ୍କ ସମେତ ସମୁଦାୟ ୭ ଜଣ ପ୍ରତିଭାଙ୍କୁ ଅନୁଷ୍ଠାନ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଛି । କନ୍ଦରପୁରସ୍ଥିତ ସରସ୍ୱତୀ କଳା ପରିଷଦ ର ୧୬ତମ ପ୍ରତିଷ୍ଠା ଉତ୍ସବ…

ବରିଷ୍ଠ ସାମ୍ବାଦିକ ପ୍ରଭାତ ଦାଶଙ୍କ ବିୟୋଗ; ମୟୂରଭଞ୍ଜରେ ଶୋକସଭା

ବାରିପଦା: ବରିଷ୍ଠ ସାମ୍ବାଦିକ ପ୍ରଭାତ ଦାଶଙ୍କ ଗତ ଗୁରୁବାର ସଂଧ୍ୟାରେ ହୃଦଘାତ ଜନିତ ଅକାଳ ବିୟୋଗ ଘଟିଛି । ତାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ବାରିପଦା ପୌର ପରିଷଦ ଅତିଥି ଭବନ ଠାରେ ଶୁକ୍ରବାର ମୟୂରଭଞ୍ଜ ଜିଲ୍ଲାର ସାମ୍ବାଦିକଙ୍କ ତରଫରୁ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି । ଏହି…

ସୋସିଆଲ ମିଡ଼ିଆ ବ୍ୟବହାରକାରୀଙ୍କୁ କରିବାକୁ ପଡିବ ଭେରୀଫିକେସନ, ସରକାର ଆଣୁଛନ୍ତି ନିୟମ !

ସୋସିଆଲ ମିଡ଼ିଆ ବ୍ୟବହାରକାରୀଙ୍କୁ କରିବାକୁ ପଡିବ ଭେରୀଫିକେସନ, ସରକାର ଆଣୁଛନ୍ତି ନିୟମ | ଭୁବନେଶ୍ୱର: ସୋସିଆଲ ମିଡ଼ିଆ ଆପ୍ସ ବ୍ୟବହାରକାରୀଙ୍କ ପାଇଁ ଗୁରୁତ୍ୱ ପୂର୍ଣ୍ଣ ଖବର, କୋଟି କୋଟି ସୋସିଆଲ ମିଡ଼ିଆ ବ୍ୟବହାରକାରୀଙ୍କୁ ଏଥର କରିବାକୁ ପଡିବ ନିଜର ଭେରୀଫିକେସନ | ସରକାର ଏଥିପାଇଁ…

ଭଲ ଖବର ହିଁ ସମାଜକୁ ପ୍ରେରଣା ଯୋଗାଇବ; ‘ପ୍ରମେୟ’ର ଜନ୍ମ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ପରାମର୍ଶ

ଭୁବନେଶ୍ୱର: ସମାଜ ଉପରେ ଗଣମାଧ୍ୟମର ପ୍ରଭାବ ବହୁତ ବେଶି । ଆମ ସମାଜରେ ବହୁତ ଭଲ ଘଟଣା ଘଟୁଛି । ଗଣମାଧ୍ୟମ ଏସବୁ ଖବରକୁ ଭଲ ଭାବେ ପରିବେଷଣ କରିବା ଦରକାର । ଭଲ ଖବର ଲୋକଙ୍କ ପାଖରେ ପହଞ୍ଚିବା ଆବଶ୍ୟକ । ଏହି ଭଲ ଖବର ହିଁ ସମାଜକୁ ପ୍ରେରଣା ଯୋଗାଇବ । ତେଣୁ ବୈଦୁୟତିକ ହେଉ କି ଛାପା…