Latest Odisha News

BREAKING NEWS

Browsing Category

ନେତାଜୀ ଜୟନ୍ତୀ

Netaji Subash Chandra Bose Jayanti

ଖୋଲିଲା ରହସ୍ୟ, ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ଆସିଛନ୍ତି ଯୁବତୀ ଜଣଙ୍କ

କଟକ: ଖୋଲିଲା ବାଂଲାଦେଶରୁ ଓଡ଼ିଶାକୁ ଯୁବତୀ ଚାଲାଣର ରହସ୍ୟ । କଟକରୁ ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣାର ପର୍ଦ୍ଦାଫାସ କରିଛନ୍ତି ଡିସିପି । ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ଯୁବତୀ ଜଣଙ୍କ ଆସିଛନ୍ତି ବୋଲି କହିଛନ୍ତି ଡିସିପି । ତେବେ ଏନେଇ ବାଂଲାଦେଶ ଏମ୍ବାସୀକୁ ସରକାରୀ ସ୍ତରରେ ଜଣାଯିବ ।…

ଖାତାକୁ ଗଲା ସୁଭଦ୍ରାର ତୃତୀୟ ଦଫା ଟଙ୍କା

ସୁନ୍ଦରଗଡ: ପୁଣି ଖାତାକୁ ଗଲା ସୁଭଦ୍ରାର କିସ୍ତି । ବାଦ୍ ପଡିଥିବା ଯୋଗ୍ୟ ଆଉ ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଆଜି ୫ ହଜାର ଟଙ୍କା ସୁଭଦ୍ରା ଟଙ୍କା ଚଢିଛି । ସୁଭଦ୍ରା ପ୍ରଥମ କିସ୍ତିର ତୃତୀୟ ଦଫା ଟଙ୍କା ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଆକାଉଣ୍ଟକୁ ସୁନ୍ଦରଗଡରେ ଆୟୋଜିତ…

ଜାନୁଆରୀ ୩୧ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା: ଆଇନ ମନ୍ତ୍ରୀ

ପୁରୀ: ଜାନୁଆରୀ ୩୧ ସୁଦ୍ଧା ରତ୍ନଭଣ୍ଡାର ମରାମତି କାମ ସରିବା ସହ ସରିବ ଗଣତି ମଣତି ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜିପିଏସ୍ ରିପୋର୍ଟରେ ଅନ୍ୟ କିଛି ସୁଡ଼ଙ୍ଗ ନଥିବା ନେଇ ସ୍ପଷ୍ଟ ହୋଇଛି । ସେହିପରି ଧାତବ ଦ୍ରବ୍ୟ ଥିବା ନେଇ ଯେଉଁ ପରିକଳ୍ପନା…

ସରିଲା ବାଲିଯାତ୍ରା, ଅସମ୍ଭାଳ ଭିଡକୁ ୨୫୦ କୋଟି ଟପିଲା ଏଥର ବେପାର

କଟକ: ସରିଛି ଐତିହାସିକ କଟକ ବାଲିଯାତ୍ରା । ଶନିବାର ଏସିଆର ସର୍ବବୃହତ୍‌ ମୁକ୍ତାକାଶ ବାଣିଜ୍ୟ ମେଳା କଟକ ବାଲିଯାତ୍ରା ଶେଷ ହୋଇଥିବା ବେଳେ, ଶେଷ ଦିନରେ ଛାତି ପିଟାପିଟି ଭିଡ ଦେଖିବାକୁ ମିଳିଥିଲା । ପାଖାପାଖି ୧୩ ଲକ୍ଷରୁ ଅଧିକ ଜନ ସମାଗମ ହୋଇଥିବା ବେଳେ ପୋଲିସଙ୍କ ନିୟନ୍ତ୍ରଣ ବାହାରେ…

ଯାଯାବର ଗଣହତ୍ୟା ମାମଲା, ୭ ଗିରଫ

ସୁନ୍ଦରଗଡ଼: ଯାଯାବର ଗଣହତ୍ୟା ମାମଲାରେ ୭ ଗିରଫ l କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡ଼ିଶା ଆଣିଲା ପୋଲିସ l ଅକ୍ଟୋବର ୨୯ ତାରିଖ ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ଶୋଇଥିବା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା l ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୯ ତାରିଖରେ ସୁନ୍ଦରଗଡ ସଦର…

ମା’ ଦୁର୍ଗା ଓ କାଳୀଙ୍କ ଉପାସକ ଥିଲେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଦାର୍ଜିଲିଂରୁ ପତ୍ନୀଙ୍କୁ ଦେଇଥିଲେ ବିଜୟାଦଶମୀର…

ଭୁବେନଶ୍ଵର: ପ୍ରତିବର୍ଷ ୨୩ ଜାନୁଆରୀରେ ପାଳନ କରାଯାଏ ସ୍ୱାଧୀନତା ସଂଗ୍ରାମୀ ତଥା ବୈପ୍ଳବିକ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ବାର୍ଷିକୀ | ନେତାଜୀଙ୍କ ପୁରା ଜୀବନ ସାହସ ଏବଂ ପରାକ୍ରମର କାହାଣୀ ଅଟେ | ଦେଶକୁ ଇଂରେଜଙ୍କ କବଳରୁ ମୁକ୍ତ କରିବା ପାଇଁ ସେ ଏପରି ସ୍ଲୋଗାନ ଦେଇଥିଲେ ଯାହା…

[ଭିଡ଼ିଓ] ନିଆରା ଚିତ୍ରକଳାରେ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ସ୍ୱାଧୀନତା ଆନ୍ଦୋଳନର କର୍ଣ୍ଣଧାର ଥିଲେ ସେ । ଦେଶର ସୁଯୋଗ୍ୟ ସନ୍ତାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷ। ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ । ଭାରତର ସ୍ୱାଧୀନତା ସଂଗ୍ରାମର ଅନିର୍ବାଣ ଦୀପଶିଖା , ତେଜମୟ ବ୍ୟକ୍ତିତ୍ୱ ଓ ଉତ୍ସର୍ଗର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ…

ନବୀନ ପାଠାଗାର ପକ୍ଷରୁ ନେତାଜୀଙ୍କ ୧୨୫ ତମ ଜୟନ୍ତୀ ପାଳିତ

ବ୍ରହ୍ମପୁର : ସ୍ଥାନୀୟ ନବୀନ ଭବନ ପରିସରରେ" ନବୀନ" ପକ୍ଷରୁ ନେତାଜୀଙ୍କ ୧୨୫ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି  ଅବସରରେ ବିଶିଷ୍ଟ ବକ୍ତା ମାନେ ମତ ରଖିଛନ୍ତି ଯେ, କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱ ଦରବାରରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପରି ସଂଗ୍ରାମୀ ନେତା ବିରଳ । ଏହି…

ନେତାଜୀ ସୁଭାଷଚନ୍ଦ୍ର ବୋଷଙ୍କର ସ୍ମୃତିରେ କଟକ ସହର

“ଗତ ଶତାବ୍ଦୀର ଅଶି ଦଶକରେ ମୋ ବାପା ଜାନକୀନାଥ ବୋଷ କଟକରେ ନିଜକୁ ଜଣେ ଓକିଲ ଭାବରେ ପ୍ରତିଷ୍ଠିତ କରିଥିଲେ। ସେଇଠି ୨୩ ଜାନୁଆରୀ, ୧୮୯୭ରେ ମୋର ଜନ୍ମ। ମୋ ବାପା ମହୀନଗର ସ୍ଥିତ ବୋଷ ପରିବାରର ବଂଶଧର। ,ମା ପ୍ରଭାବତୀ ହାଟଖୋଲା ଦତ୍ତ ପରିବାରର ଝିଅ। ମୁଁ ମୋ ବାପାଙ୍କର ଷଷ୍ଠ ସନ୍ତାନ ଓ ଭାଇ…

ନେତାଜୀଙ୍କୁ ମନେ ପକାଉଛି ଦେଶ, ଜାଣନ୍ତୁ ସୁଭାଷ ଚନ୍ଦ୍ର ବୋଷଙ୍କ ଜୀବନ ସଂଘର୍ଷର କାହାଣୀ…

ଭୁବନେଶ୍ୱର: ୧୮୯୭ ମସିହାରେ କଟକର ଏକ ବଙ୍ଗାଳି ପରିବାରରେ ଜନ୍ମଗ୍ରହଣ କରିଥିଲେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ । ଆଜି ସମଗ୍ର ଦେଶ ନେତାଜୀଙ୍କ ୧୨୫ ତମ ଜୟନ୍ତୀ ପାଳନ କରୁଛି । ବ୍ରିଟିଶ୍ ବିରୋଧରେ ଭାରତର ସ୍ୱାଧୀନତା ଆନ୍ଦୋଳନକୁ ସ୍ମରଣ କଲେ ସମସ୍ତଙ୍କ ମନରେ ଆସେ ସୁଭାଷ ଚନ୍ଦ୍ର ବୋଷଙ୍କ ନାମ ।…