Latest Odisha News

BREAKING NEWS

Browsing Category

ନେତାଜୀ ଜୟନ୍ତୀ

Netaji Subash Chandra Bose Jayanti

ସମଗ୍ର ଦେଶ ନେତାଜୀଙ୍କ ପ୍ରତି ଚୀର କୃତଜ୍ଞ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ୧୨୩ତମ ଜୟନ୍ତୀ ଅବସରରେ ଗୁରୁବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । India will always remain grateful to Netaji Subhas Chandra Bose for his bravery and…

କିପରି ଗଠନ ହେଲା ନେତାଜୀଙ୍କ ‘ଆଜାଦ ହିନ୍ଦ ଫୌଜ’, ଜାଣନ୍ତୁ…

ଭୁବନେଶ୍ୱର: ୧୯୪୩ ମସିହା ଅକ୍ଟୋବର ୨୧ ତାରିଖ । ଭାରତୀୟ ମୁକ୍ତି ସଂଗ୍ରାମ ଇତିହାସରେ ଏକ ଅବିସ୍ମରଣୀୟ ଦିନ । ଏହିଦିନ ଏସିଆ ମହାଦେଶରେ ପ୍ରତିଷ୍ଠିତ "ଭାରତୀୟ ସ୍ୱାଧିନତା ଲିଗ୍"ର ସିଙ୍ଗାପୁର ଠାରେ ଅନୁଷ୍ଠିତ ହେଉଥିବା ସମ୍ବିଳନୀରେ ଭାରତୀୟ ସ୍ୱାଧିନତା ସଂଗ୍ରାମର ଦୁର୍ଦ୍ଦଶ ବୀର ନୋତାଜୀ…

କିପରି ଥିଲା ନେତାଜୀଙ୍କ ଛାତ୍ର ଜୀବନ, ଜାଣନ୍ତୁ

ଭୁବନେଶ୍ୱର: ନେତାଜୀଙ୍କୁ ପାଞ୍ଚବର୍ଷ ହୋଇଥିବା ବେଳେ ଅର୍ଥାତ ୧୯୦୨ ମସିହାରେ ତାଙ୍କ ପିତା ଜାନକୀନାଥ ତାଙ୍କର ପ୍ରାଥମିକ ଶିକ୍ଷା ନିମନ୍ତେ କଟକ ପ୍ରୋଟେଷ୍ଟାଣ୍ଡ ସ୍କୁଲଠାରେ ନାମ ଲେଖାଇଥିଲେ । ସେଠାରେ ସୁଭାଷ ଜଣେ ମେଧାବୀ ଛାତ୍ର ଭାବରେ ସୁନାମ ଅର୍ଜନ କରିଥିଲେ । ସେହି ସମୟରେ…

ସ୍ୱାଧୀନତା ସଂଗ୍ରାମରେ ନେତାଜୀଙ୍କ ଭୂମିକା..

ଭୁବନେଶ୍ୱର: ଭାରତକୁ ସ୍ୱାଧୀନତା ପ୍ରଦାନ କରିବାରେ ଯେଉଁ କେତେଜଣ ସଂଗ୍ରାମୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ସେମାନଙ୍କ ମଧ୍ୟରୁ ଅନ୍ୟତମ ଥିଲେ ସୁଭାଷ ଚନ୍ଦ୍ର ବୋଷ । ଯିଏକି ଜନମାନସରେ ନେତାଜୀ ଭାବେ ଖୁବ୍ ପରିଚିତ ଥିଲେ । ପିତା ଜାନକୀ ନାଥ ବୋଷ ଓ ମାତା ପ୍ରଭାବତୀ ଦେବୀଙ୍କ ଠାରୁ ଏହି…

ମୋତେ ରକ୍ତ ଦିଅ, ମୁଁ ତୁମକୁ ସ୍ୱାଧୀନତା ଦେବି; ଏଭଳି କାହିଁକି କହିଥିଲେ ସୁଭାଷ ଚନ୍ଦ୍ର ବୋଷ

ଭୁବନେଶ୍ୱର: ଭାରତୀୟ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ମଧ୍ୟରେ ଅଗ୍ରଣୀ ତଥା ଓଡିଶାର ବୀରପୁତ୍ର ସୁଭାଷ ଚନ୍ଦ୍ର ବୋଷଙ୍କୁ କିଏବା ନଜାଣେ । ତାଙ୍କର ବଳିଷ୍ଠ ନେତୃତ୍ୱ ଲାଗି ସେ ଦେଶ ତଥା ଦେଶ ବାହାରେ ଖୁବ୍ ପରିଚିତ । ୧୮୯୭ ମସିହା ଜାନୁଆରୀ ୨୩ ତାରିଖରେ କଟକ ଜିଲ୍ଲା ଓଡିଆ ବଜାର ଠାରେ…

ନିଖୋଜ ନେତାଜୀ; ସୁଭାଷ ବୋଷଙ୍କ ଅନ୍ତର୍ଦ୍ଧାନ ଘଟଣା ଏବେବି ରହସ୍ୟାବୃତ !

ଭୁବନେଶ୍ୱର: ମହାନ ଭାରତୀୟ ସ୍ୱାଧୀନତା ସଂଗ୍ରାମ ଇତିହାସରେ ଜନନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଥିଲେ ଏକ ଅସାଧାରଣ ବ୍ୟକ୍ତିତ୍ୱ । ପିଲାଟି ବେଳୁ ସ୍ୱାମୀ ବିବେକାନନ୍ଦଙ୍କ ଦ୍ୱାରା ଅନୁପ୍ରାଣୀତ ହୋଇ ବୁଦ୍ଧି ଓ ବିବେକ ଦ୍ୱାରା ନିଜକୁ ପରିଚାଳିତ କରୁଥିଲେ । ଅସୀମ ସାହସ, ପରାକାଷ୍ଠା ତଥା…