Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ବୁଗୁଡା ଗସ୍ତରେ ସ୍ୱତନ୍ତ୍ର ଅତିରିକ୍ତ ଜିଲ୍ଲାପାଳ

ବୁଗୁଡା: କୋଭିଡ ପାଇଁ ନିଯୁକ୍ତ ସ୍ୱତନ୍ତ୍ର ଅତିରିକ୍ତ ଜିଲ୍ଲାପାଳ ବିଶାଳ ସିଂ ମଙ୍ଗଳବାର ଦିନ ଗଞ୍ଜାମ ଜିଲ୍ଲାର ବୁଗୁଡା ଗସ୍ତରେ ଯାଇ କରୋନା ସ୍ଥିତି ଅନୁଧ୍ୟାନ କରିଛନ୍ତି । ସ୍ୱତନ୍ତ୍ର ଏଡିଏମ ଶ୍ରୀ ସିଂ ବୁଗୁଡ଼ାରେ ପହଞ୍ଚି ବୁଗୁଡା ସହରର ବିଭିନ୍ନ ଅଞ୍ଚଳର ଜନସାଧାରଣଙ୍କୁ ଭେଟି କରୋନା…

ସୁନ୍ଦରଗଡରେ ୬୦ ନୂଆ କରୋନା ପଜିଟିଭ; ରାଉରକେଲାରୁ ୫୦ ଚିହ୍ନଟ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୬୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ପ୍ରଶାସନ।…

କରୋନାରେ ଗଲା ଆଉ ୬ ଜୀବନ, ମୃତ୍ୟୁସଂଖ୍ୟା ୧୧୪କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ବଢ଼ି ଚାଲିଛି । ସଂକ୍ରମଣ ସହ ମୃତ୍ୟୁ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ଯାଇଛି ଆଉ ୬ ଆକ୍ରାନ୍ତଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୪କୁ ବୃଦ୍ଧି ପାଇଛି । ମୃତକଙ୍କ ଭିତରେ ଗଞ୍ଜାମ ଜିଲ୍ଲାରୁ ୫ ଜଣ ଓ ଖୋର୍ଦ୍ଧା ଜିଲ୍ଲାର ଜଣେ…

ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୧୨୦୦ ପାର୍

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା । ୨୪ ଘଣ୍ଟାରେ ଚିହ୍ନଟ ହେଲେ ସର୍ବାଧିକ ୧୨୬୪ ଜଣ ସଂକ୍ରମିତ। ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୯୯ ରେ ପହଞ୍ଚିଛି। ସଦ୍ୟତମ ସୂଚନା ଅନୁଯାୟୀ, ଆଜି ଚିହ୍ନଟ ପଜିଟିଭଙ୍କ…

ବ୍ରାଜିଲ ରାଷ୍ଟ୍ରପତିଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ପୁଣି ପଜିଟିଭ୍

ବ୍ରସିଲିଆ: ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲସୋନାରୋଙ୍କ କୋଭିଡ୍ ଟେଷ୍ଟ ପଜିଟିଭ୍ ପୁଣି ଆସିଛି ପଜିଟିଭ୍ । ଏନେଇ ରାଷ୍ଟ୍ରପତିଙ୍କ କାର‌୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ଦୁଇ ସପ୍ତାହ ପାଇଁ ବୋଲସୋନାରୋ କ୍ୱାରେଣ୍ଟାଇନରେ ରହିବେ । ଏହାସହ ରାଷ୍ଟ୍ରପତିଙ୍କ ଆଗାମୀ ଗସ୍ତ ସବୁ ବାତିଲ…

ଗର୍ଭବତୀ ମହିଳାଙ୍କଠାରୁ ୧୪ ସଂକ୍ରମିତ ଚିହ୍ନଟ; ସିଲ ହେଲା ରାଜଧାନୀର ଆଉ ଏକ ବସ୍ତି

ଭୁବନେଶ୍ୱର: ଭୁବନେଶ୍ୱରରେ ଦ୍ରୁତ ଗତିରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ନାୟପଲ୍ଲୀ ଆଇଆରସି ଭିଲେଜ୍‌ ନିକଟସ୍ଥ ଗଣପତି ବସ୍ତିରୁ ଜଣେ ଗର୍ଭବତୀ ମହିଳାଙ୍କ ଠାରୁ ୧୪ଜଣ ସଂକ୍ରମିତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଅଧିକାଂଶ ଏହି ମହିଳାଙ୍କ ପାଖ ପଡୋଶୀ ହୋଇଥିବା ବେଳେ ଦୁଇ ଜଣ…

ଦେଶରେ ସବୁ ରେକର୍ଡ଼ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୪୫ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୧୧ ଶହରୁ ଉର୍ଦ୍ଧ୍ବ…

ନୂଆଦିଲ୍ଲୀ: ଭାରତରେ ସବୁ ରେକର୍ଡ ଭାଙ୍ଗି କରୋନା ମହାମାରୀ ଏବେ ଅସମ୍ଭାଳ ସ୍ଥିତିରେ ପହଞ୍ଚି ଯାଇଛି । ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୪୫,୭୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୨୯ ଜଣ ପ୍ରାଣ ହରାଇଛନ୍ତି। ଯାହା ସାଜିଛି ଚିନ୍ତାର କାରଣ । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା…

ଭୁବନେଶ୍ୱରରେ ପ୍ରତିଦିନ ହେବ ୨୦୦୦ କୋଭିଡ ଟେଷ୍ଟ !

ଭୁବନେଶ୍ୱର: ରାଜଧାନୀରେ ହୁହୁ ହୋଇ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏହାର ମୁକାବିଲା ନିମନ୍ତେ ରାଜଧାନୀ ସମେତ ୪ ଟି ଜିଲ୍ଲାରେ ଲକଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହି ଅବଧି ମଧ୍ୟରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ଦିନକୁ ପ୍ରାୟ ୨୦୦୦ କୋଭିଡ…

ମଧ୍ୟପ୍ରଦେଶରେ ଜଣେ କ୍ୟାବିନେଟ୍ ମନ୍ତ୍ରୀଙ୍କୁ କରୋନା

ଭୋପାଳ: ମଧ୍ୟପ୍ରଦେଶ ସରକାରରେ କ୍ୟାବିନେଟ୍ ମନ୍ତ୍ରୀ ଅରବିନ୍ଦ ଭଦୋରିଆଙ୍କୁ କରୋନା । ତାଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏହାପରେ ତାଙ୍କୁ ଭୋପାଳ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅରବିନ୍ଦ ଭଦୋରିଆଙ୍କ ପାଖରେ କରୋନା ସଂକ୍ରମଣର କୌଣସି ଲକ୍ଷଣ ନଥିଲା ।…

ନିଜ ଅଗଣାରେ ଲଗାନ୍ତୁ ଏହିସବୁ ଗଛ: ଘରୁ ଦୂର ହେବ ବାସ୍ତୁ ଦୋଷ !

ଭୁବନେଶ୍ୱର: ଘରେ ବାସ୍ତୁ ଦୋଷ ଦୂର କରିବା ପାଇଁ ସମସ୍ତେ ପୂଜା ପାଠ ଉପରେ ବିଶ୍ୱାସ କରିଥାନ୍ତି। କିନ୍ତୁ କଣ ଆପଣ ଜାଣନ୍ତି ଏମିତି କିଛି ଗଛ ରହିଛି ଯାହାକୁ ଲଗାଇବା ଦ୍ୱାରା ଘରେ ସକରାତ୍ମକ ପ୍ରଭାବ ପଡ଼ିଥାଏ। ଅଶୋକ ଗଛ କୁହାଯାଏ ଘର ପାଖରେ ଅଶୋକ ଗଛ ଲଗାଇବା ଦ୍ୱାରା ବହୁ ଅଶୁଭ ଶକ୍ତିର…