Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

୨୮ କରୋନା ଯୋଦ୍ଧାଙ୍କ ସମେତ ଗଞ୍ଜାମରୁ ୨୨୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୨୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ ।…

କଟକରୁ ଆଉ ୩୨ ପଜିଟିଜ ଚିହ୍ନଟ

କଟକ: ରାଜ୍ୟରେ କରୋନା ତାର କାୟା ବିସ୍ତାର କରି ଚାଲିଛି । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଛି । ଆଜି କଟକ ସହରରେ ଆଉ ୩୨ କରୋନା ପଜିଟିଜ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୫ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । କ୍ୱାରେଣ୍ଟାଇନରେ ରହିଥିବା…

କଟକରେ ୧୩ ଶହ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

କଟକ: କଟକରେ ମଙ୍ଗଳବାର ଦିନ ୮୪ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧୩୨୭ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ । ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ…

ଲକଡାଉନରେ ପୋଲିସର ମାଡ ଥିଓରୀ: ତଦନ୍ତ ନିର୍ଦ୍ଦେଶ

ଝାରସୁଗୁଡା: ଝାରସୁଗୁଡାରେ ଲକଡାଉନରେ ଘରୁ ବାହାରିଥିବା ଜଣେ ଯୁବକଙ୍କୁ ପୋଲିସ ମାଡ ମାରିବା ଘଟଣାରେ ଏସପି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଘଟଣାର ସତ୍ୟାସତ୍ୟ ଅନୁଧ୍ୟାନ କରିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଝାରସୁଗୁଡା ଏସପି କହିଛନ୍ତି । ଏସପି ଜାରି କରିଥିବା ପ୍ରେସନୋଟରେ…

ଭୁୁବନେଶ୍ୱରରୁ ବାହାରିଲେ ଆଉ ୨୧ ପଜିଟିଭ, ୪୯ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୨୧ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୫ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୪୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ବିଏମ୍‌ସି ପକ୍ଷରୁ ଟ୍ୱିଟ୍‌ ଜରିଆରେ ସୂଚନା ଦିଆଯାଇଛି…

କରୋନା ପରୀକ୍ଷା ଓ ପରିଚାଳନାକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ଦ୍ରୁତ ଗତିରେ ବ୍ୟାପିଚାଲିଥିବା ବେଳେ ସରକାରଙ୍କ କୋଭିଡ୍ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ । କଂଗ୍ରେସ କହିଛି, ରାଜ୍ୟ ସରକାରଙ୍କ କୋଭିଡ ପରିଚାଳନାରେ ସମ୍ପୂର୍ଣ୍ଣ ତ୍ରୁଟି ରହିଛି । ଚିକିତ୍ସା ବଦଳରେ ସରକାର କେବଳ ସଚେତନ ଓ କିଟ୍ କିଣାରେ…

ବ୍ରହ୍ମପୁରରେ ପ୍ଲାଜମା ଥେରାପି ଆରମ୍ଭ

ବ୍ରହ୍ମପୁର: ଓଡ଼ିଶାରେ କାୟା ମେଲାଇ ଚାଲିଛି ମହାମାରୀ କରୋନା । ଏହାର ପ୍ରଭାବରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩ ଅଙ୍କ ଛୁଇଁଛି । କରୋନା ଦାଉରୁ ଗୁରୁତର ଆକ୍ରାନ୍ତଙ୍କୁ ରକ୍ଷା କରିବାକୁ ରାଜ୍ୟରେ ଆରମ୍ଭ ହୋଇଛି ପ୍ଲାଜମା ଥେରାପି। ପ୍ରଥମେ କଟକ ଏସସିବିରେ ଏହି ଚିକିତ୍ସା ପଦ୍ଧତି…

କମାଲ କଲା ଦିଲ୍ଲୀ: ୪୯ ଦିନ ପରେ ହଜାରେରୁ କମ୍ କରୋନା କେସ୍

ନୂଆଦିଲ୍ଲୀ: ଜୁନରେ ଦେଶର ରାଜଧାନୀରେ ଟେନସନ୍ ବଢାଇଥିଲା କରୋନା କେସ୍ । ଜୁଲାଇ ଶେଷ ଆଡକୁ ଟିକେ ଆଶ୍ୱସ୍ତି ଆସିଲା ଭଳି ଲାଗୁଛି । ଚଳିତ ସପ୍ତାହରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ଦିଲ୍ଲାରେ ଲକ୍ଷେ ୨୩ ହଜାର ଲୋକ ଭୂତାଣୁ ସଂକ୍ରମିତ ହୋଇଥିବା ବେଳେ ଲକ୍ଷେ ଲୋକ…

ଭଦ୍ରକରେ ୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ଅନୁଗୁଳ: ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ ଜିଲ୍ଲାରେ ଚିହ୍ନଟ ୧୨ ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ସଂଖ୍ୟା ୩୯୩ କୁ ବୃଦ୍ଧି ପାଇଛି। ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ଗୋଟିଏ ବି ଲୋକାଲ୍ କେସ୍ ଚିହ୍ନଟ ହୋଇନଥିବା ବେଳେ ଚିହ୍ନଟ ୧୨ ଜଣ ଅସ୍ଥାୟୀ ମେଡିକାଲ୍ କେନ୍ଦ୍ରର ବୋଲି ସୂଚନା ମିଳିଛି ।…

ଓଡ଼ିଶାର ୧୪ ଜିଲ୍ଲାରୁ ମୁଣ୍ଡ ନେଲାଣି କରୋନା

ଭୁବନେଶ୍ୱର: କରୋନା କାୟା ମାଡୁଛି । ମୁଣ୍ଡ ବି ନେଉଛି । ରାଜ୍ୟରେ ପ୍ରତିଦିନ ଆକ୍ରାନ୍ତଙ୍କ ଜୀବନ ଯାଉଛି । ବର୍ତ୍ତମାନ ସୁଦ୍ଧା ୧୦୩ ଜଣ ଭୂତାଣୁ ସଂକ୍ରମିତ ମୃତ୍ୟୁବରଣ କଲେଣି । ରାଜ୍ୟର ୧୪ ଜିଲ୍ଲାରୁ ମୁଣ୍ଡ ନେଇଛି ଭାଇରସ୍ । ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର, ସୁନ୍ଦରଗଡ଼, ଗଜପତି,…