Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରାଜ୍ୟରେ ସେଞ୍ଚୁରୀ ମାରିଲା କରୋନା ମୃତ୍ୟୁ ସଂଖ୍ୟା, ଆଜି ଆଉ ୬ ମୃତ

ଭୁବନେଶ୍ୱର: ରାଜ୍ୟରେ ଶହେ ପାର କରିଛି କରୋନା ମୃତ୍ୟୁ ସଂଖ୍ୟା । ଆଜି ଆଉ ୬ ପ୍ରାଣ ନେଇଛି ପ୍ରାଣଘାତୀ ଭାଇରସ୍ । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ମୃତକଙ୍କ ଭିତରେ ଅଛନ୍ତି କେନ୍ଦ୍ରାପଡ଼ା, କଟକ, ଗଜପତି. ଜଗତସିଂହପୁର, ରାୟଗଡ଼ା ଓ ଖୋର୍ଦ୍ଧା…

ବଢୁଛି ଚିନ୍ତା: ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୪୭ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଚିନ୍ତା । ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଓଡିଶାରେ ଗତ ୨୪ ଘଣ୍ଟାରେ ନୂଆ ୬୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ସମ୍ୱଲପୁର ଜିଲ୍ଲା ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟର OPD ୩ ଦିନ ବନ୍ଦ

ସମ୍ୱଲପୁର: ୩ ଦିନ ବନ୍ଦ ରହିବ ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟର ଓପିଡି । ହସ୍ପିଟାଲର କର୍ମଚାରୀ ଓ ରୋଗୀ କରୋନା ସଂକ୍ରମିତ ହେବା ପରେ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । ବହିର୍ବିଭାଗ ବନ୍ଦ ନେଇ ସୂଚନା ଦେଇଛନ୍ତି ରେଢ଼ାଖୋଲ ଉପଜିଲ୍ଲାପାଳ । ଏହି ତିନି ଦିନ ଭିତରେ ହସ୍ପିଟାଲ…

ଜଟିଳ ହେଉଛି ସ୍ଥିତି: ଭାରତରେ ୨୪ ଘଣ୍ଟାରେ ୩୭ ହଜାରରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ, ୨୮ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଜଟିଳ ଆଡକୁ ଗତି କରୁଛି କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ଆଖି ପିଛୁଲକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୩୭,୧୪୮ ଜଣ ବ୍ୟକ୍ତି କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି…

ଗଣେଶଙ୍କ ପୂଜାରେ ବ୍ୟବହାର ହୁଏ ନାହିଁ ତୁଳସୀ, ଜାଣନ୍ତୁ କାହିଁକି

ଭୁବନେଶ୍ୱର: ଗଣେଶଙ୍କୁ ଅଗ୍ରପୂଜ୍ୟ ଭାବେ ବିବେଚନା କରାଯାଏ । ହିନ୍ଦୁଶାସ୍ତ୍ର ଅନୁଯାୟୀ, ବର୍ଷର ପ୍ରଥମ ପୂଜା ଗଣେଶଙ୍କର ହୋଇଥାଏ । ଏହାପରେ ଅନ୍ୟ ଦେବାଦେବୀଙ୍କ ପୂଜା ଆରମ୍ଭ ହୋଇଥାଏ । ହେଲେ ଆପଣ ଜାଣିଛନ୍ତି କି ଗଣେଶଙ୍କ ପାଖରେ ତୁଳସୀ ପୂଜା କରାଯାଏ ନାହିଁ । ତେବେ ଆସନ୍ତୁ ଜାଣିବା…

କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ନିଜଆଡୁ ସୂଚନା ଦେବାକୁ ବିଏମସିର ଅନୁରୋଧ

ଭୁବନେଶ୍ୱର: ଭୁବନେଶ୍ୱରରେ ଦିନକୁ ଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥିତି ବିଗିଡିବାରେ ଲାଗିଛି । ଏଥିରେ ରୋକ ଲଗାଇବା ପାଇଁ ବିଭିନ୍ନ ବାଟ ଆପଣାଉଛି ବିଏମସି । ବିଏମସିର ନୂତନ ସୂଚନା ଅନୁଯାୟୀ,କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଯଦି କେହି ଲୋକ ଆସୁଛନ୍ତି, ତେବେ ସେ…

କରୋନା ମୁକ୍ତ ହେଲା ନୂଆପଡ଼ା ଜିଲ୍ଲା

ଭୁବନେଶ୍ୱର: କରୋନା ମୁକ୍ତ ନୂଆପଡ଼ା ଜିଲ୍ଲା । ସମସ୍ତ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ଜିଲ୍ଲାରୁ ଚିକିତ୍ସାଧୀନ ଥିବା ସମସ୍ତ ୧୮ ଭୂତାଣୁ ସଂକ୍ରମିତ ସୁସ୍ଥ ହୋଇଥିଲେ । ଏହାସହ ରାଜ୍ୟର ଏକମାତ୍ର ଜିଲ୍ଲା ଭାବରେ ନୂଆପଡ଼ା କରୋନା ମୁକ୍ତ ହୋଇଛି । ବାକି ୨୯ ଜିଲ୍ଲାରେ ରହିଛି…

କରୋନା ଭୟ, କୋଭିଡ ଗାର୍ଡରେ କଭର ହେଲା ଶାହରୁଖଙ୍କ ମନ୍ନତ

ମୁମ୍ବାଇ: ବଲିଉଡରେ ବଚ୍ଚନ ପରିବାରକୁ କରୋନା ପରେ କିଙ୍ଗଖାନ୍ ଶାହରୁଖଙ୍କୁ ଘାରିଛି ଭୂତାଣୁ ଭୟ । ସଂକ୍ରମଣକୁ ନେଇ ହୋଇଛନ୍ତି ସଜାଗ । ନିଜ ବଙ୍ଗଲୋ ମନ୍ନତକୁ ଦେଇଛନ୍ତି କୋଭିଡ ଗାର୍ଡ । ଶାହରୁଖ ନିଜ ଘରକୁ ଚାରିପଡୁ ପୁରା ପ୍ଲାଷ୍ଟିକ ଜରିରେ କଭର କରି ଦେଇଛନ୍ତି । ଯାହାର ଫଟୋ ଏବେ ସୋସିଆଲ…

ରାଜ୍ୟ ପାଇଁ ଖୁସି ଖବର; ସୁସ୍ଥ ହେେଲେ ଆଉ ୪୫୭ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୫୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୪୫୭ ଜଣଙ୍କ ମଧ୍ୟରୁ ୧୧୮ ଜଣ ଗଞ୍ଜାମରୁ, ୫୩ ନୟାଗଡରୁ, ୪୪ ଜଣ କଟକ, ସୁନ୍ଦରଗଡରୁ ୩୮, ୩୨ ଜଣ…

କାଲିଠୁ ଗଂଜାମରେ ପ୍ଲାଜମା ଥେରାପି

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଗଞ୍ଜାମରେ ଆରମ୍ଭ ହେବ ପ୍ଲାଜମା ଥେରାପି । ଶୀତଳାପ୍ଲଲି ସ୍ଥିତ ଟାଟା କୋଭିଡ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ । କରୋନାରେ ଓଡ଼ିଶାର ଗଞ୍ଜାମ ଜିଲ୍ଲା ସବୁଠାରୁ ବେଶି ପ୍ରଭାବିତ ହୋଇଛି । ଗଞ୍ଜାମ ଜିଲ୍ଲାରେ କରୋନା ନିପାତ କରିବା ପାଇଁ ରାଜ୍ୟ ସରକାର…