Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କଟକ ଖଟବିନ୍ ସାହିର ବରି ଲେନ୍ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

କଟକ: ସହରରେ ପୁଣି ଏକ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହୋଇଛି । ଖଟବିନ ସାହିର ବରି ଲେନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି କଟକ ମହାନଗର ନିଗମ । ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । କଣ୍ଟେନମେଣ୍ଟ ଜୋନ ଘୋଷିତ ଅଞ୍ଚଳର ଲୋକଙ୍କ ଯାଆସ ଉପରେ ଲାଗିଛି କଟକଣା ।…

କନ୍ଧମାଳ ଜିଲ୍ଲାରେ ସପ୍ତାହେ ପାଇଁ ସବୁ ବ୍ୟାଙ୍କ ବନ୍ଦ

ଫୁଲବାଣୀ: ସପ୍ତାହେ ବନ୍ଦ ରହିବ କନ୍ଧମାଳ ଜିଲ୍ଲାରେ ସମସ୍ତ ବ୍ୟାଙ୍କ । କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ବ୍ୟାଙ୍କଗୁଡ଼ିକୁ ବନ୍ଦ କରିଛି ଜିଲ୍ଲା ପ୍ରଶାସନ । ସବୁ କର୍ମଚାରୀଙ୍କୁ ସପ୍ତାହେ ହୋମ୍ କ୍ୱାରେଣ୍ଟାଇନରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ହୋମ୍ କ୍ୱାରେଣ୍ଟାଇନରେ ଲକ୍ଷଣ ଥିଲେ…

ଆଜିଠାରୁ ୧୦ ଦିନ ପାଇଁ ସମ୍ବଲପୁରରେ ସଟ୍ ଡାଉନ

ସମ୍ବଲପୁର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଆଜିଠାରୁ ସମ୍ବଲପୁରକୁ ସଟ୍ ଡାଉନ କରାଯାଇଛି । ଆଜିଠାରୁ ୩୧ ତାରିଖ ଯାଏଁ ଅର୍ଥାତ ୧୦ ଦିନିଆ ସଟ୍ ଡାଉନ ଘୋଷଣା ହୋଇଛି । ଏହି ସଟ୍‌ଡାଉନ ସମୟରେ ଜିଲ୍ଲା ଭିତରେ ଯାତାୟତ ନେଇ କଟକଣା ଜାରି ହୋଇଛି । କେବଳ ଅତ୍ୟାବଶ୍ୟକ ଦୋକାନ…

ହୀତାଧିକାରୀଙ୍କୁ ମିଳିବ ୫ ମାସର ମାଗଣା ଚାଉଳ ଓ ଡାଲି

ଭୁବନେଶ୍ୱର: ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ପାଇବେ ୫ ମାସର ମାଗଣା ଚାଉଳ ଓ ଡାଲି । କରୋନା ସଂକ୍ରମଣ ଏବଂ ଏହାର ମୁକାବିଲା ପାଇଁ ଲକଡାଉନ୍ ଓ ସଟଡାଉନ୍ ଗରିବ ଲୋକଙ୍କ ଜୀବନ ଜୀବିକା ଉପରେ ବିଶେଷ ପ୍ରଭାବ ପକାଇଛି । ତେଣୁ ଗରିବ ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଜୁଲାଇରୁ…

କଟକ ଓ ଖୋର୍ଦ୍ଧା ପାଇଁ ୩୦ କୋଟିର ପ୍ୟାକେଜ

ଭୁବନେଶ୍ୱର: ଗଂଜାମ ପରେ ଆଜି ଦୁଇ ଜିଲ୍ଲା କଟକ ଓ ଖୋର୍ଦ୍ଧା ର ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁଇ ଜିଲ୍ଲାର ସ୍ଥିତି ସମୀକ୍ଷା ପରେ କଟକ ଓ ଖୋର୍ଦ୍ଧା ଜିଲ୍ଲା ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ମୁକାବିଲା ନେଇ କଟକ ଜିଲ୍ଲା ଓ ଖୋର୍ଦ୍ଧା…

ଡାକ୍ତରଙ୍କ ଅବସର ବୟସ ୬୨ରୁ ୬୫ ବର୍ଷକୁ ବୃଦ୍ଧି

ଭୁବନେଶ୍ୱର: ଡାକ୍ତରଙ୍କ ଅବସର ବୟୟ ସୀମା ବୃଦ୍ଧି । ୬୨ରୁ ୬୫କୁ ବୃଦ୍ଧି କଲେ ରାଜ୍ୟ ସରକାର । କୋଭିଡ ପରିସ୍ଥିତିରେ ଡାକ୍ତରମାନଙ୍କ ଗୁରୁ ଦାୟିତ୍ବ ରହିଛି। ଏହାକୁ ଦୃଷ୍ଟିରେ ରଖି ଓଏଚଏମଏସ୍ କ୍ୟାଡରର ଡାକ୍ତରମାନଙ୍କ ଅବସର ବୟସକୁ ୬୨ ରୁ ୬୫ ବର୍ଷକୁ ବୃଦ୍ଧି କରାଯାଇଛି । ଏନେଇ…

କରୋନାରୁ ସୁସ୍ଥ ହେଲେ ୯୫ ବର୍ଷ ବୟସ୍କ ବୃଦ୍ଧ; ଅଭିବାଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: କରୋନା ବିରୋଧରେ ଲଢେଇ କରି ଗଞ୍ଜାମ ଜିଲ୍ଲାର ଜଣେ ୯୫ ବର୍ଷ ବୟସ୍କ ବ୍ୟକ୍ତି ସୁସ୍ଥ ହୋଇଛନ୍ତି । ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଗତ ଜୁଲାଇ ୧୮ରେ ସୋରଡା ବ୍ଲକ ଅନ୍ତର୍ଗତ ଚାକୁଣ୍ଡା ଗାଁର ଉଦୟନାଥ ବିସୋଇ ସୀତାପାଲ୍ଲୀର ଟାଟା…

ସୁସ୍ଥ ହେଲେ ଆଉ ୪୦୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ତୁଳନାରେ ବଢ଼ୁଛି ସୁସ୍ଥ ହାର । ଆଜି ପୁଣି ଆଉ ୪୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ମୋଟ ଆରୋଗ୍ୟଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦୯ରେ ପହଁଚିଛି । 5 from Jagatsinghpur 5 from Sonepur 4 each…

ଆସନ୍ତାକାଲି ଭୁବନେଶ୍ୱର ସାମ୍ବାଦିକଙ୍କର ଆଣ୍ଟିଜେନ୍ ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ କ୍ଷିପ୍ର ଗତିରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ସଂକ୍ରମଣ । ଏହି ସଂକ୍ରମଣରୁ କରୋନା ଯୋଦ୍ଧାମାନେ ମଧ୍ୟ ବାଦ୍ ପଡୁନାହାନ୍ତି । ସମସ୍ତଙ୍କୁ କବ୍‌ଜା କରି ନେଉଛି ଏହି କିଲର ଭାଇରସ । ଏହାରି ଭିତରେ ଆସନ୍ତାକାଲିଠାରୁ ଭୁବନେଶ୍ୱରରେ ସମସ୍ତ ସାମ୍ବାଦିକମାନଙ୍କ ରାପିଡ୍…

ପାଠକଙ୍କୁ ଖବରକାଗଜ ସହ ମାସ୍କ ଫ୍ରି

ଶ୍ରୀନଗର: କରୋନାଠାରୁ ରକ୍ଷା ପାଇବାର ଏକମାତ୍ର ଉପାୟ ହେଉଛି ସଚେତନତା । ଏଥିସହ ସାମାଜିକ ଦୂରତା ଓ ମାସ୍କ । ଏହି ଭାଇରସରୁ ବଂଚିବା ପାଇଁ ଏହା ନିହାତି ଜରୁରୀ । ତେବେ ଏହି ମହାମାରୀରୁ ଲୋକଙ୍କୁ ସଚେତନ କରିବା ଲାଗି ନିଜ ପାଠକଙ୍କୁ ତାଜା ଖବର ସହ ମାସ୍କ ଦେବାକୁ ଅଭିଯାନ ଆରମ୍ଭ କରିଛି ଏକ…