Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କଟକରେ ଆଉ ୧୧ ପଜିଟିଭ ଚିହ୍ନଟ

କଟକ: କଟକ ମହାନଗର ନିଗମରୁ ଆଜି ପୁଣି ଆଉ ୧୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୧୧ ଜଣଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୩ ଜଣ ହୋମ୍ କ୍ୱାରେଂଟିନ୍ ଓ ୨ଟି ଲୋକାଲ କେସ୍ ରହିଛି । ସ୍ଥାନୀୟ ସଂକ୍ରମିତଙ୍କ ମଧ୍ୟରେ କଟକ ବକ୍ସି ବଜାର ଗହ୍ମାଣ୍ଡିଆ ନ୍ୟୁ…

କଟକର ୩ ହସ୍ପିଟାଲ ପାଇଁ ଏସ୍‌ଓପି ଜାରି

କଟକ: ରାଜ୍ୟରେ କରୋନାକୁ ଲାଗୁନି ବ୍ରେକ୍ । ଦିନକୁ ଦିନ କରୋନା ତାରା କାୟା ବିସ୍ତାର କରିବାରେ ଲାଗିଛି । ତେବେ ଏହାର ମୁକାବିଲା ପାଇଁ କଟକର ବିଭିନ୍ନ ମେଡିକାଲ ପାଇଁ ଏସ୍‌ଓପି ଜାରି ହୋଇଛି । ଏସ୍‌ସିବି, ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଏବଂ ଶିଶୁ ଭବନ ପାଇଁ ଏସ୍‌ଓପି ଜାରି ହୋଇଛି ।…

କେମିତି ହେବ ନିର୍ବାଚନ ପ୍ରଚାର? ପରାମର୍ଶ ମାଗିଲେ ନିର୍ବାଚନ ଆୟୋଗ

ଭୁବନେଶ୍ୱର: କରୋନା ଭିତିରେ କେମିତି ହେବ ନିର୍ବାଚନ ପ୍ରଚାର । ଏନେଇ ପରାମର୍ଶ ଲୋଡିଲେ ନିର୍ବାଚନ ଆୟୋଗ । ନିର୍ବାଚନ ପ୍ରଚାର ଓ ସଭା କରିବାକୁ ନେଇ ସମସ୍ତ ଜାତୀୟ ଓ ଆଂଚଳିକ ରାଜନୈତିକ ଦଳର ମତାମତ ମାଗିଛନ୍ତି ମୁଖ୍ୟ ନିର୍ବାଚନ ଆୟୋଗ । ଆସନ୍ତା ୩୧ ତାରିଖ ସୁଦ୍ଧା ଏନେଇ ମତାମତ ଦେବାକୁ…

୨୨ ଦିନ ପାଇଁ ପାରାଦୀପ IOCL ସଟଡାଉନ୍‌

ପାରାଦୀପ: ଆଗାମୀ ୨୨ ଦିନ ପାଇଁ ସଟ୍‌ଡାଉନ୍ ହେବ ପାରାଦୀପ ଆଇଓସିଏଲ୍ ତୈଳ ବିଶୋଧନାଗାର । ଜୁଲାଇ ୨୫ରୁ ଅଗଷ୍ଟ ୧୫ ଯାଏଁ ଏହାକୁ ସଟ୍‌ଡାଉନ୍ ରଖାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ଜଗତସିଂହପୁର ଜିଲ୍ଲାପାଳ । ଜିଲ୍ଲାପାଳ କହିଛନ୍ତି,ଆଇଓସିଏଲ କୁ ସଟ୍ ଡାଉନ କରାଯାଇ…

ମାଲକାନଗିରି ମୁନସିପାଲିଟି ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍ ଘୋଷିତ

ମାଲକାନଗିରି: ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ମାଲକାନଗିରି ମୁନସିପାଲିଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି । ଏନେଇ ଜିଲ୍ଲାପାଳ ମନିଷ ଅଗ୍ରୱାଲ୍ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । ସୂଚନାନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି ଜିଲ୍ଲାରେ ୮ ନୂଆ…

୨ ପଶ୍ଚିମବଙ୍ଗ ଫେରନ୍ତାଙ୍କ ସମେତ ସୁନ୍ଦରଗଡରେ ୧୮ ନୂଆ କରୋନା ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୧୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ । ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ…

ରାଜ୍ୟରେ ୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୮୬ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୩ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୮୬ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଗଜପତି ଜିଲ୍ଲାର ଜଣେ ଓ ଗଞ୍ଜାମ…

ଓଡିଶାର ୨୫ ଜିଲ୍ଲାରୁ ନୂଆ ୫୯୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୫୯୧ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ହଜାର ୭୦୧ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଦେଶରେ ୨୬ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୧୦,୩୮,୭୧୬କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଐଶ୍ଵର୍ଯ୍ୟା ରାୟ ବଚ୍ଚନ ଓ ଝିଅ ଆରାଧ୍ୟା ନାନାବତୀ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଅମିତାଭ ଓ ଅଭିଷେକ ବଚ୍ଚନଙ୍କ ପରେ କରୋନା ସଂକ୍ରମିତ ଐଶ୍ଵର୍ଯ୍ୟା ରାୟ ବଚ୍ଚନ ଓ ତାଙ୍କ ଝିଅ ଆରାଧ୍ୟା ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପଜିଟିଭ ଚିହ୍ନଟ ପରେ ସେମାନେ ହୋମ୍ ଆଇସୋଲେସନରେ ଥିଲେ । ଏବେ କରୋନାର ସାମାନ୍ୟ ଲକ୍ଷଣ ଦେଖାଦେବା ପରେ ହସ୍ପିଟାଲକୁ ସ୍ଥାନାନ୍ତର…