Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କୋଭିଡ୍ କେୟାର ହୋମରେ ମିଳିବ ସ୍ୱାସ୍ଥ୍ୟକର୍ମୀଙ୍କୁ ନିଯୁକ୍ତି

ଭୁବନେଶ୍ୱର: କୋଭିଡ କେୟାର ହୋମରେ ନିଯୁକ୍ତ ହେବେ ସ୍ୱାସ୍ଥ୍ୟ କର୍ମୀ। ଆସନ୍ତା ତିନି ମାସ ପାଇଁ ଏହି ନିଯୁକ୍ତି ମିଳିବ। ମୋଟ ୭ ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ ନିଯୁକ୍ତି ମିଳିବ। ପ୍ରତ୍ୟେକ ପଂଚାୟତରେ ଥିବା କୋଭିଡ କେୟାର ହୋମରେ ଏହି ସ୍ୱାସ୍ଥ୍ୟକର୍ମୀ ଅର୍ଥାତ ଏଏନଏମଙ୍କୁ ନିଯୁକ୍ତି ନେଇ…

ଚାରି ମାସରେ ପାଖାପାଖି ୧୫ ହଜାର ପଜିଟିଭ୍ କେସ୍, ଟପ୍ ଫାଇଭ୍ ଜିଲ୍ଲାରେ ୫୯% ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ପ୍ରତିଦିନ ବଢୁଛି କରୋନା ସଂକ୍ରମଣ, ମୃତ୍ୟୁ ସଂଖ୍ୟା ଓ ସୁସ୍ଥ ହାର । ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୧୪ ହଜାର ୮୯୮କୁ ବୃଦ୍ଧି ପାଇଛି । ଗତ ଚାରି ମାସ ଭିତରେ ଏତେ ସଂଖ୍ୟକ ଆକ୍ରାନ୍ତ ବାହାରିଛନ୍ତି । ମାର୍ଚ୍ଚ ୧୫ ତାରିଖରେ ରାଜ୍ରୁ ଚିହ୍ନଟ ହୋଇଥିଲେ ପ୍ରଥମ କରୋନା…

ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଚିନ୍ତା ବଢ଼ାଉଛି କରୋନା ।ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବଢି ଚାଲିଛି ମୃତକଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ୩ ଜଣ ପ୍ରାଣ କରୋନା ଭୁତାଣୁ ଯୋଗୁଁ ଯାଇଥିବା…

୨୪ ଘଣ୍ଟା, ୨୨ ଜିଲ୍ଲାରୁ ୬୧୮ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କାୟା ବିସ୍ତାର କରି ଚାଲିଛ କରୋନା । ମାଡ଼ି ମାଡ଼ି ଚାଲିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୧୮ ନବଆ ଆକ୍ରାନ୍ତ । ୨୨ଟି ଜିଲ୍ଲାରୁ ପଜିଟିଭ୍ କେସ୍ ବାହାରିଛି । କ୍ୱାରେଣ୍ଟାଇନ ସେଣ୍ଟରରୁ ୪୧୧ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୯,୪୨୯ ନୂଆ ଆକ୍ରାନ୍ତ: ଦେଶରେ ୯ ଲକ୍ଷ ୩୬ ହଜାର ଟପିଲା କରୋନା ମାମଲା

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେଉଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ୨୯,୪୨୯ ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୨ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯,୩୬,୧୮୧…

ଆଜିଠୁ ରାଜ୍ୟରେ ପ୍ଲାଜମା ଥେରାପୀ

ଭୁବନେଶ୍ୱର: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଆଜିଠାରୁ ରାଜ୍ୟରେ ଆରମ୍ଭ ହେବ ପ୍ଲାଜମା ଥେରାପୀ । ଭୁବନେଶ୍ୱରର ସମ୍ ହସ୍ପିଟାଲ, କିମ୍‌ସ ଓ କଟକର ଅଶ୍ୱିନୀ ହସ୍‌ପିଟାଲରେ ଶୁଭାରମ୍ଭ ହେବ । ପ୍ଲାଜମା ଥେରାପୀର ନୋଡାଲ ସେଣ୍ଟର ଭାବରେ କାମ କରିବ କଟକ ବଡ଼ ମେଡିକାଲ । ଅପରାହଣ ୫ଟା ୧୫ ମିନିଟରେ…

ଅନୁଗୋଳ ଜିଲ୍ଲାରୁ ଆଉ ୧୫ କରୋନା ପଜିଟିଭ୍ ଚିହ୍ନଟ

ଅନୁଗୋଳ: ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧୫ ଜଣ ନୂଆ କରୋନା ଆକ୍ରାନ୍ତ । ବଅଁରପାଳ ବ୍ଲକରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ କିଶୋରନଗର ବ୍ଲକରୁ ୬, ତାଳଚେର ବ୍ଲକରୁ ଦୁଇ ଜଣ ଓ ପାଲଲହଡ଼ା ବ୍ଲକରୁ ଜଣେ ଭୂତାଣୁ ସଂକ୍ରମିତ ହୋଇଛନ୍ତି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଅନୁଗୋଳ ଜିଲ୍ଲାପାଳ ।…

ରାଜ୍ୟ ପାଇଁ ଖୁସି ଖବର; ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୦୯ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୬୦୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୁସ୍ଥ ହୋଇଥିବା ୬୦୯ ଜଣଙ୍କ ମଧ୍ୟରୁ ୨୬୮ ଜଣ ଗଞ୍ଜାମରୁ, ସୁନ୍ଦରଗଡରୁ ୧୩୫, ୩୭ ଜଣ ଖୋର୍ଦ୍ଧା, ୩୨ ଜଣ କଟକ, ବାଲେଶ୍ୱରରୁ…

ରେମୁଣା ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେ ରାଜ୍ୟର ତୃତୀୟ ବିଧାୟକ, ଯିଏକି କରୋନାରେ ସଂକ୍ରମିତ ହୋଇଛନ୍ତି। ଗତ ଜୁଲାଇ ୧୧ ତାରିଖରେ ଏହି ବିଜେଡି ବିଧାୟକଙ୍କ ସ୍ୱାବ ନମୁନା ସଂଗ୍ରହ କରାଯାଇଥିଲା । ପରବର୍ତ୍ତୀ ସମୟରେ…

ଭୁବନେଶ୍ୱରରୁ ୫୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୩୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟର ଏବଂ ୧୬ଟି ସ୍ଥାନୀୟ ମାମଲା ରହିଛି ।…