Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ରାଜ୍ୟରେ ବଢ଼ିଲା ୧୪୪୧ କୋଭିଡ ଶଯ୍ୟା ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କାୟା ମେଲାଉଛି କରୋନା । ଦିନକୁ ଦିନ ସାଂଘାତିକ ଭାବେ ବଢ଼ିଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ତେବେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର କୋଭିଡ ଶଯ୍ୟା ସଂଖ୍ୟା ବଢ଼ାଇଛନ୍ତି । କୋଭିଡ ହସ୍ପିଟାଲରେ ବଢ଼ିଛି ୧୪୪୧ କୋଭିଡ ଶଯ୍ୟା । ହାଇଟେକ ମେଡିକାଲ କଲେଜରେ ଆଉ ୫ ଶହ…

ରାଜ୍ୟ ପାଇଁ ଖୁସି ଖବର, ସୁସ୍ଥ ହେଲେ ଆଉ ୩୮୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ପୁଣି ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ୩୮୮ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୮୩୬୦ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି…

ଭୁୁବନେଶ୍ୱର ଫେରିବେ ବାହାରିନ୍‌ରେ ଫସିଥିବା ଓଡ଼ିଆ

ଭୁବନେଶ୍ୱର: ଖୁବ୍‌ଶୀଘ୍ର ଓଡ଼ିଶା ଫେରିବେ ବାହାରିନ୍‌ରେ ଫସିଥିବା ଓଡ଼ିଆ । ୬୮ ଜଣ ଓଡ଼ିଆଙ୍କୁ ନେଇ ଏୟାର ଇଣ୍ଡିଆ ବିମାନ ଭୁବନେଶ୍ୱରରେ ପହଞ୍ଚିବ। ଆଜି ରାତି ୧୦ଟା ବେଳେ ଏୟାର ଇଣ୍ଡିଆ ବିମାନ ଇଓ୦୯୪୦ ପହଞ୍ଚିବ। ଏମାନଙ୍କ ମଧ୍ୟରେ ଅନେକ ଯାତ୍ରୀ ଶ୍ରମିକ ହୋଇଥିବା ବେଳେ ଲକଡାଉନ୍ କଟକଣା ଯୋଗୁଁ…

କରୋନା ହଟ୍‌ସ୍ପଟ ଜିଲ୍ଲାରେ କଟକଣାକୁ ଫୁ’, ବିରାଟ ଯଜ୍ଞ ସହ କଳସ ଶୋଭାଯାତ୍ରା

ଗଞ୍ଜାମ: ଗଂଜମାରେ କରୋନାରେ ସ୍ଥିତି ସଙ୍ଗୀନ । ୩୬ ଜଣଙ୍କ ମୃତ୍ୟୁ ଏବଂ ୩ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଗଂଜାମ ଜିଲ୍ଲାରୁ । ହଟ୍‌ସ୍ପଟ ଜିଲ୍ଲାରେ ପରିଣତ ହୋଇଛି ଗଂଜାମ ଜିଲ୍ଲା । ତେବେ ଏତେ ଆକ୍ରାନ୍ତ ଚିହ୍ନଟ ସତ୍ତ୍ୱେ ଏଠି ସରକାରୀ କଟକଣାକୁ ଫୁ କରିଦେଇଛନ୍ତି ଲୋକେ ।…

ହଟସ୍ପଟ ଜିଲ୍ଲାରୁ ଲୋକ ଆସୁଥିବାରୁ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟାରେ ବଢ଼ି ଚାଲିଛି କରୋନା ମାମଲା । ରାଜଧାନୀ ଭୁବନେଶ୍ୱୀରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟାରେ ବ୍ରେକ୍ ଲାଗୁନି । ହଟସ୍ପଟ ଜିଲ୍ଲାରୁ ଭୁବନେଶ୍ୱରକୁ ଲୋକ ଆସୁଛନ୍ତି, ଫଳରେ ଭୁବନେଶ୍ୱାରେ ପଜିଟିଭଙ୍କ ସଂଖ୍ୟା ବଢୁଛି । ଯାହା ବିଏମ୍‌ସି ପାଇଁ ବଡ ଆହ୍ୱାନ । ଗତ ୧୦ ଦିନରେ…

ସେବାୟତଙ୍କ ତୃତୀୟ ପର୍ଯ୍ୟାୟ କୋଭିଡ ଟେଷ୍ଟ

ପୁରୀ: ଆଜି ଠାରୁ ପୁରୀରେ ଆରମ୍ଭ ହୋଇଛି ସେବାୟତଙ୍କ ତୃତୀୟ ପର୍ଯ୍ୟାୟ କୋଭିଡ ଟେଷ୍ଟ । ୩ଟି ସ୍ଥାନରେ  ବଡ଼ଦାଣ୍ଡ ସ୍ଥିତ ହିନ୍ଦୀ ସ୍କୁଲ, ଗଦାଧର ହାଇ,ସ୍କୁଲ, ଆର‌୍ୟୁବୈଦିକ କଲେଜରେ ଏହି ଟେଷ୍ଟ କରାଯାଉଛି । ପ୍ରାଥମିକ ପର୍ଯ୍ୟାୟରେ  ଦଇତାପତି ଓ ସୁଆର ମହାସୁଆର ସେବାୟତ ମାନଙ୍କ  ପରୀକ୍ଷା…

ଢ଼େଙ୍କାନାଳକୁ ୮ ଜିଲ୍ଳାର ଲୋକଙ୍କ ପ୍ରବେଶ ମନା

ଢ଼େଙ୍କାନାଳ: କରୋନା ପାଇଁ ଚାରିଆଡେ ବଢ଼ୁଛି କଟକଣା । ଢ଼େଙ୍କାନାଳ ଜିଲ୍ଲାରେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ୮ ଜିଲ୍ଲାର ଲୋକଙ୍କ ପ୍ରବେଶ ବ୍ୟାନ୍ କରାଯାଇଛି । ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ବାଲେଶ୍ୱର, ସୁନ୍ଦରଗଡ, ଅନୁଗୁଳ ଆଦି ଜିଲ୍ଲାର ଲୋକଙ୍କୁ ଢ଼େଙ୍କାନାଳ ଆସିବାକୁ…

ରହୁନି ତାଳମେଳ, ଭୁବନେଶ୍ୱର କରୋନା ଆକ୍ରାନ୍ତଙ୍କୁ ନେଇ ବଢିଲା ଦ୍ୱନ୍ଦ୍ୱ

ଭୁବନେଶ୍ୱର: ଭୁବନେଶ୍ୱର କରୋନା ଆକ୍ରାନ୍ତଙ୍କୁ ନେଇ ବଢିଲା ଦ୍ୱନ୍ଦ୍ୱ । ଭୁବନେଶ୍ୱର ମହାନଗର ନିଗମ ଓ ସ୍ୱାସ୍ଥ୍ୟ ବିଭାଗର ତଥ୍ୟ ମେଳ ଖାଉନଥିବାରୁ ଚିନ୍ତା ବଢୁଛି । ବିଏମସି କହୁଛି ରାଜଧାନୀରେ ଆଜି ୩୮ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସ୍ୱାସ୍ଥ୍ୟ ବିଭାଗ ତାଲିକାରେ ଖୋର୍ଦ୍ଧାରୁ ଆଜି…

ବିଶ୍ୱ ଜନସଂଖ୍ୟା ଦିବସ: ଜାଣନ୍ତୁ କ’ଣ ରହିଛି ଏହାର ଲକ୍ଷ୍ୟ

ଭୁବନେଶ୍ୱର: ଜାତିସଂଘର ଅନୁମୋଦନ କ୍ରମେ ପ୍ରତିବର୍ଷ ଜୁଲାଇ ୧୧ ତାରିଖରେ ‘ବିଶ୍ୱ ଜନସଂଖ୍ୟା ଦିବସ’ ପାଳିତ ହୋଇଥାଏ । ଏହା ପ୍ରଥମେ ୧୯୮୯ ମସିହାରୁ ଆରମ୍ଭ ହୋଇଥିଲା। ସଂଯୁକ୍ତ ରାଷ୍ଟ୍ର ବିକାଶ କାର୍ଯ୍ୟକ୍ରମର ସାଧାରଣ ସଭା ବଢୁଥିବା ଜନସଂଖ୍ୟାକୁ ଦୃଷ୍ଟିରେ ରଖି ଏହି ଦିବସ ପାଳନ କରିବାକୁ…

ମାଲକାନଗିରି ଜିଲ୍ଲାକୁ ୧୩ ଜିଲ୍ଲାବାସୀଙ୍କୁ ମନା

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲାକୁ ୧୩ ଜିଲ୍ଲାବାସୀଙ୍କୁ ପ୍ରବେଶ ମନା । ଜିଲ୍ଲାରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦେଖି ଏଭଳି କଟକଣା ଜାରି କରିଚନ୍ତି ମାଲକାନଗିରି ଜିଲ୍ଲା ପ୍ରଶାସନ । ଗଂଜାମ, କଟକ, ଭଦ୍ରକ, ଖୋର୍ଧା, ଯାଜପୁର, ନୟାଗଡ, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦ୍ରାପଡା,…