Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

କରୋନା ଆତଙ୍କ; ଗୋଟିଏ ଦିନ ଲାଗି ବିଧାନସଭା ବନ୍ଦ

ଭୁବନେଶ୍ୱର: ଜଣେ କର୍ମଚାରୀଙ୍କ ପିତାମାତା କରୋନା ପଜିଟିଭ ଚିହ୍ନଟ ହେବା ପରେ ଶୁକ୍ରବାର ଦିନ ଓଡିଶା ବିଧାନସଭାକୁ ବନ୍ଦ କରାଯାଇଛି ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ଆହୁରି ମଧ୍ୟ “ସହରରେ ଲାଗୁ ହେଉଥିବା ସାପ୍ତାହିକ ସଟଡାଉନ ସମୟରେ ବିଧାନସଭା ବନ୍ଦ ରହିବ।…

ଜୁଲାଇ ୩୧ ଯାଏଁ ସୁନ୍ଦରଗଡ଼ରେ ବୃଦ୍ଧି ହେଲା ସାପ୍ତାହିକ ସଟଡାଉନ

ରାଉରକେଲା: ସୁନ୍ଦରଗଡରେ ବ୍ୟାପୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଜୁଲାଇ ୩୧ ପର୍ଯ୍ୟନ୍ତ ପ୍ରତ୍ୟେକ ଶନିବାର ଏବଂ ରବିବାର ଦିନ ଜିଲ୍ଲାକୁ ସଟଡାଉନ ରଖିବା ନେଇ ଘୋଷଣା କରିଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ ନିଖିଲ ପୱନ କଲ୍ୟାଣ । ଏଥିସହ ଜିଲ୍ଲା ବାହାରେ ତଥା କରୋନାଭାଇରସ୍ ହଟସ୍ପଟରୁ ଆସୁଥିବା…

କମିଶନରେଟ ପୋଲିସର ଜଣେ କନଷ୍ଟେବଳ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକ କମିଶନରେଟ ପୋଲିସର ଜଣେ କନଷ୍ଟେବଳ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ କଟକ ଡିସିପି ଅଖିଳେଶ୍ୱର ସିଂ ସୂଚନା ଦେଇଛନ୍ତି। ଏହି ଅଧିକାରୀ ଜଣକ କଟକସ୍ଥିତ ମଙ୍ଗଳାବାଗ ଫାଣ୍ଡିରେ ସେବା କରୁଥିବା ଜଣେ କନଷ୍ଟେବଳ ବୋଲି ଜଣାପଡିଛି। ଏଥିସହିତ ସେ କରୋନା ପଜିଟିଭ ଚିହ୍ନଟ ହେବା ପରେ…

ରାଜ୍ୟରେ କରୋନା ନେଲା ଆଉ ୪ ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ରେକର୍ଡ କରୁଥିବା ବେଳେ ବଢୁଛି ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ଚାରି ଜଣଙ୍କର ଜୀବନ ନେଇଛି କରୋନା । ସମସ୍ତ ଚାରି ଜଣ ଗଞ୍ଜାମ ଜିଲ୍ଲାର ଆକ୍ରାନ୍ତ ଓ ସମସ୍ତେ ପୁରୁଷ । କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । 4. Male of 32 years of…

ରେକର୍ଡ ଭାଙ୍ଗିଲା କରୋନା; ଗୋଟିଏ ଦିନରେ ଓଡିଶାରେ ସର୍ବାଧିକ ୭୫୫ ପଜିଟିଭ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧିକ ୭୫୫ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ୯୫୬ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

କରୋନା ତାଣ୍ଡବ: ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୬ ହଜାରରୁ ଅଧିକ ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୨୧,୬୦୪

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେଉଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୨୬,୫୦୬ ଜଣ ସଂକ୍ରମିତ ହୋଇଥିବା ବେଳେ ୪୭୫ ଜଣ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭,୯୩,୮୦୨…

କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ କରୋନା ନେଗେଟିଭ

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କର କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଆସିଛି । କିଛି ଦିନ ତଳେ ବିଜେପି ବିଧାୟକ କରୋନା ପଜିଟିଭ ଥିବା ଜଣାପଡିଥିଲା। ତାଙ୍କ ସହ ପ୍ରତାପ ସାକ୍ଷାତ କରିଥିବାରୁ ନୂଆ ଦିଲ୍ଲୀ ସ୍ଥିତ ସରକାରୀ ବାସଭବନରେ ସେ ନିଜକୁ ସଂଘରୋଧରେ ରଖିଥିବା ପ୍ରକାଶ…

୨ ଦିନ ସମ୍ବଲପୁର ସଟଡାଉନ୍‌

ସମ୍ବଲପୁର: ଦୁଇ ଦିନ ପାଇଁ ସମ୍ବଲପୁର ଜିଲ୍ଲା ସଟ୍‌ଡାଉନ । କରୋନା ସଂକ୍ରମଣ ଯୋଗୁଁ ସମ୍ବଲପୁର ଜିଲ୍ଲାକୁ ୨ ଦିନିଆ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ । ଆସନ୍ତା ୧୧ ଓ ୧୨ ତାରିଖ ୨ ଦିନ ପୁରା ସଟ୍‌ଡାଉନ୍ ହେବ । ଏହି ସମୟରେ ଜରୁରୀକାଳିନ ସେବା ଅବ୍ୟାହାତ ରହିବ। ଏନେଇ ଜିଲ୍ଲା…

ଦିନକରେ ସୁସ୍ଥ ହେଲେ ସର୍ବାଧିକ ୪୦୧ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ୁଥିବା କରୋନା ସଂକ୍ରମଣ ମଧ୍ୟରେ ଆସିଛି ଖୁସି ଖବର । ଆଜି ଗୋଟିଏ ଦିନରେ ସର୍ବାଧିକ ୪୦୧ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ଓଡ଼ିଶାରେ କରୋନାରୁ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୭୪୦୭କୁ ବୃଦ୍ଧି ପାଇଛି । ଆଜି …

କଟକରେ ଚିହ୍ନଟ ନୂଆ କରୋନା ପଜିଟିଭଙ୍କୁ ମିଶାଇ ମୋଟ୍ ସଂଖ୍ୟା ୨୧୩ ଛୁଇଁଲା

କଟକ: କଟକରେ ଗୁରୁବାର ଦିନ ୧୧ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକ ମହାନଗର ନିଗମ ଅଞ୍ଚଳରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୨୧୩ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ମହାନଗର ନିଗମ(ସିଏମସି)। ଉକ୍ତ ଟ୍ୱିଟ ଅନୁଯାୟୀ ୨୪ ଘଣ୍ଟାରେ…