Latest Odisha News

BREAKING NEWS

Browsing Category

ଅନ୍ୟାନ୍ୟ

ବିଶ୍ୱ ଜନସଂଖ୍ୟା ଦିବସ: ଜାଣନ୍ତୁ କ’ଣ ରହିଛି ଏହାର ଲକ୍ଷ୍ୟ

ଭୁବନେଶ୍ୱର: ଜାତିସଂଘର ଅନୁମୋଦନ କ୍ରମେ ପ୍ରତିବର୍ଷ ଜୁଲାଇ ୧୧ ତାରିଖରେ ‘ବିଶ୍ୱ ଜନସଂଖ୍ୟା ଦିବସ’ ପାଳିତ ହୋଇଥାଏ । ଏହା ପ୍ରଥମେ ୧୯୮୯ ମସିହାରୁ ଆରମ୍ଭ ହୋଇଥିଲା। ସଂଯୁକ୍ତ ରାଷ୍ଟ୍ର ବିକାଶ କାର୍ଯ୍ୟକ୍ରମର ସାଧାରଣ ସଭା ବଢୁଥିବା ଜନସଂଖ୍ୟାକୁ ଦୃଷ୍ଟିରେ ରଖି ଏହି ଦିବସ ପାଳନ କରିବାକୁ…

ମାଲକାନଗିରି ଜିଲ୍ଲାକୁ ୧୩ ଜିଲ୍ଲାବାସୀଙ୍କୁ ମନା

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲାକୁ ୧୩ ଜିଲ୍ଲାବାସୀଙ୍କୁ ପ୍ରବେଶ ମନା । ଜିଲ୍ଲାରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦେଖି ଏଭଳି କଟକଣା ଜାରି କରିଚନ୍ତି ମାଲକାନଗିରି ଜିଲ୍ଲା ପ୍ରଶାସନ । ଗଂଜାମ, କଟକ, ଭଦ୍ରକ, ଖୋର୍ଧା, ଯାଜପୁର, ନୟାଗଡ, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦ୍ରାପଡା,…

ଭୁବନେଶ୍ୱରରେ ସେରୋଲଜିକାଲ ସର୍ଭେ ଆରମ୍ଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଉଗ୍ର ହେଉଛି କରୋନା ସ୍ଥିତି । ପ୍ରତିଦନ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ତେବେ ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଭୁବନେଶ୍ୱରରେ ଆଜିଠାରୁ ସେରୋଲଜିକାଲ୍ ସର୍ଭେ ଆରମ୍ଭ ହୋଇଛି । ବିଏମସି…

ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ; ଭୁବନେଶ୍ୱରରେ ପୁଣି ୩୮ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟର ଏବଂ ୧୨ଟି ସ୍ଥାନୀୟ ମାମଲା ରହିଛି।…

ସୁନ୍ଦରଗଡରେ ସୁପର ସ୍ପ୍ରେଡର; ୩୯ ବ୍ୟକ୍ତିଙ୍କୁ କଲେ ସଂକ୍ରମିତ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୪୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ତନ୍ମଧ୍ୟରୁ ଜଣେ ସୁପର ସ୍ପ୍ରେଡର ୩୯ ଜଣ ବ୍ୟକ୍ତିଙ୍କୁ ସଂକ୍ରମତି କରିଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ…

ଯାଜପୁର ଓ ଗଞ୍ଜାମବାସୀଙ୍କୁ ଅନୁଗୁଳ ମନା

ଅନୁଗୁଳ: ଗଞ୍ଜାମ ଓ ଯାଜପୁର ଫେରନ୍ତାଙ୍କୁ ଅନୁଗୁଳ ଜିଲ୍ଲା ଆସିବା ଉପରେ ରୋକ ଲଗାଇଲେ ସ୍ଥାନୀୟ ଜିଲ୍ଲାପାଳ। ଏହି ଦୁଇ ଜିଲ୍ଲାରୁ ଆସୁଥିବା ଲୋକ ଅନୁଗୁଳରେ ପ୍ରବେଶ କରିପାରିବେ ନାହିଁ ବୋଲି ଜିଲ୍ଲାପାଳ ମନୋଜ କୁମାର ମହାନ୍ତି କହିଛନ୍ତି। ସେ ଏକ ନିର୍ଦେଶନାମା ଜାରି କରିବା ସହ ଅତି ଜରୁରୀ…

ରାଜ୍ୟରେ ଆଉ ୫ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୬୧ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୫ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, କେନ୍ଦ୍ରାପଡାରୁ…

ଓଡିଶାର ୧୯ ଜିଲ୍ଲାରୁ ନୂଆ ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୫୭୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ୫୨୬ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଜଣେ କର୍ମଚାରୀ କରୋନା ପଜିଟିଭ ପରେ ବଣାଇ ହସ୍ପିଟାଲ ଓପିଡି ବନ୍ଦ

ରାଉରକେଲା: ରାଉରକେଲାର ବଣାଇ ଉପଖଣ୍ଡ ହସ୍ପିଟାଲରେ ଜଣେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ମେଡିକାଲର ଓପିଡିକୁ ବନ୍ଦ କରିଦିଆଯାଇଛି। ପ୍ରାପ୍ତ ସୂଚନାନୁଯାୟୀ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଓପିଡିକୁ ବନ୍ଦ କରାଯାଇଥିବା ବେଳେ ବଣାଇ ମେଡିକାଲରେ କେବଳ ଜରୁରୀ ସେବା ପ୍ରଦାନ…

ଦେଶରେ ୮ ଲକ୍ଷ ଟପିଲା କରୋନା ସଂକ୍ରମିତ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୮,୨୦,୯୧୬କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି। କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…