Latest Odisha News
Browsing Category

ଅନ୍ୟାନ୍ୟ

ସିଲ୍ ହେଲା ଟେକ୍ ମହିନ୍ଦ୍ରା

ଭୁବନେଶ୍ୱର: ମୈତ୍ରୀ ବିହାରରେ ଥିବା ଟେକ୍ ମହିନ୍ଦ୍ରାକୁ ସିଲ୍ କଲା ବିଏମସି । ବିଗତ ୩ ଦିନ ମଧ୍ୟରେ ଲଗାତାର ୭ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପରେ ଟେକ୍ ମହିନ୍ଦ୍ରାକୁ ସିଲ୍ କରିଛନ୍ତି ବିଏମସି କର୍ତ୍ତୃପକ୍ଷ । ଆଜି ଠାରୁ ପୂରା ବିଲଡିଂକୁ ସିଲ୍ କରାଯିବା ସହ ୨୦ ତାରିଖ ପର‌୍ୟ୍ୟନ୍ତ ୬୭ ଜଣ…

‘ମୋ ସରକାର’ରେ ସାମିଲ ହେବ କୋଭିଡ ପରିଚାଳନା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ‘ମୋ ସରକାର’ରେ ସାମିଲ ହେବ କୋଭିଡ ପରିଚାଳନା । କୋଭିଡ ରୋଗୀ ଓ କୋଭିଡ୍ ଯୋଦ୍ଧାମାନଙ୍କ ସହ ନିୟମିତ ଯୋଗାଯୋଗ କରି ସେମାନଙ୍କଠାରୁ ଫିଡ୍‌ବ୍ୟାକ୍ ସଂଗ୍ରହ କରାଯିବ । ଏନେଇ ଆଜି କୋଭିଡ ମୁକାବିଲା କାର୍ଯ୍ୟକ୍ରମ ସମ୍ପର୍କରେ ଉଚ୍ଛସ୍ତରୀୟ ବୈଠକରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନବୀନ…

ବିଶ୍ୱ ଚକୋଲେଟ୍ ଦିବସ; ଜାଣନ୍ତୁ, କେବେଠୁ ହେଉଛି ପାଳିତ

ନୂଆଦିଲ୍ଲୀ: ପ୍ରତିବର୍ଷ ଆଜିର ଦିନ ତଥା ଜୁଲାଇ ୭ ତାରିଖରେ ‘ବିଶ୍ୱ ଚକୋଲେଟ୍ ଦିବସ’ ପାଳନ କରାଯାଇ ଆସୁଅଛି । ହେଲେ ଚଳିତ ଥର କରୋନା ଭାଇରସ ଯୋଗୁଁ ଏହାର ପାଳନ ଫିକା ପଡୁଥିବା ନଜର ଆସୁଛି । ୧୫୫୦ ମସିହା ଜୁଲାଇ ମାସ ଆଜିର ଦିନରେ ପ୍ରଥମେ ୟୁରୋପରେ ଚକୋଲେଟ୍ ଡେ ପାଳନ କରାଯାଇଥିଲା ।…

ସୁନ୍ଦରଗଡରେ ୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୫୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

କଟକରୁ ଚିହ୍ନଟ ହେଲେ ଆଉ ୨୯ ନୂଆ ଆକ୍ରାନ୍ତ: ମୋଟ ସଂଖ୍ୟା ୮୫୫ କୁ ବୃଦ୍ଧି

କଟକ: ଗତ ୨୪ ଘଣ୍ଟାରେ ଆଉ ୨୯ ନୂଆ ଆକ୍ରାନ୍ତଙ୍କ ସହ କଟକ ଜିଲ୍ଲାରେ ୮୫୫ ଛୁଇଁଛି ମୋଟ କରୋନା ମାମଲା । ଜିଲ୍ଲା ପ୍ରଶାସନ ଦେଇଥିବା ସୁଚନା ଅନୁଯାୟୀ, କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି)ରୁ ୫ ଜଣ ଏବଂ ବାଡ଼ମ୍ବା ଅଞ୍ଚଳରୁ ୫ ଜଣ, ବାଙ୍କିରୁ ୧୨ ଜଣ, ନରସିଂହପୁର ଓ ନିଆଳିରୁ ୨ ଜଣ…

ଯିଏ ନପିନ୍ଧିବ ମାସ୍କ, ସିଏ କରିବ କରୋନା ଡ୍ୟୁଟି

ମଧ୍ୟପ୍ରଦେଶ: ରାଜଧାନୀ ଭୋପାଳରେ କରୋନା କଟକଣାକୁ କଡ଼ାକଡ଼ି କରିଛି ପ୍ରଶାସନ । ଏଣିକି ବାହାରକୁ ବାହାରିଲେ ଯାହା ମୁହଁରେ ମାସ୍କ ନଥିବ ତାକୁ କଠୋର ଦଣ୍ଡ ଭୋଗିବାକୁ ପଡ଼ିବ । ଜରିମାନା ତ ଗଣିବ ତାସହ କରୋନା ଡ୍ୟୁଟି କରିବ । ଏଭଳି ନିର୍ଦ୍ଦେଶନାମା ଦେଇଛନ୍ତି ଭୋପାଳ ଜିଲ୍ଲାପାଳ ଅବିନାଶ…

ରାଜ୍ୟରେ ୪ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଦିନ ଆଉ ୬ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରେ ୪ ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଛି। ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୪୨ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…

ଆଉ ୫୭୧ ନୂଆ ମାମଲା ସହ ରାଜ୍ୟରେ ୧୦ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ୫୭୧ ଜଣ ନୂଆ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୯୭ ରେ ପହଞ୍ଚିଛି ।ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଭାରତରେ ୭ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ମଙ୍ଗଳବାର ଦିନ ଏହି ସଂଖ୍ୟା ୭,୧୯,୬୬୫କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି। କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଜୁଲାଇ ୩୧ ଯାଏ ରାଉରକେଲା ମ୍ୟୁନିସିପାଲିଟି ଅଫିସ ଆସିବାକୁ ଲୋକଙ୍କୁ ମନା

ରାଉରକେଲା: ଲୋକଙ୍କ ପାଇଁ ରାଉରକେଲା ମ୍ୟୁନିସିପାଲିଟି ଅଫିସ ବନ୍ଦ । ଆସନ୍ତା ୩୧ ତାରିଖ ଯାଏଁ ମହାନଗର ନିଗମ କାର୍ଯ୍ୟାଳୟକୁ ନଆସିବା ପାଇଁ ଲୋକଙ୍କୁ ଅପିଲ କରିଛନ୍ତି ଆରଏମସି କର୍ତ୍ତୃପକ୍ଷ । ସର୍ବସାଧାରଣ ପ୍ରବେଶ ଉପରେ କଟକଣା ଜାରି ହୋଇଛି । କରୋନା ସଂକ୍ରମଣ ବଢୁଥିବାରୁ ଏଭଳି ପଦକ୍ଷେପ…